ମହୁଲ ବୋଝେଇ ଭ୍ୟାନ୍‌ ଜବତ

କେନ୍ଦୁଝର,୨୭ା୮(ସ୍ବ.ପ୍ର.): କେନ୍ଦୁଝର ସହର ଆଟୋପୁର ନିକଟରୁ ଟାଉନ ଥାନା ପୋଲିସ ଶନିବାର ରାତିରେ ଏକ ମହୁଲ ବୋଝେଇ ଭ୍ୟାନ ଜବତ କରିଛି। ଏହି ଘଟଣାରେ ଗାଡ଼ି ଚାଳକକୁ ଅଟକ ରଖି ପଚରାଉଚରା କରୁଛି। ମହୁଲ ଢେଙ୍କିକୋଟରୁ ବିନା ଲାଇସେନ୍ସରେ ଆସୁଥିଲା ବୋଲି ଜଣାପଡ଼ିଛି। କେନ୍ଦୁଝର ସହରକୁ ନିୟମିତ ଏଭଳି ଚୋରାରେ ଆସିଥାଏ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri