କାନାଡ଼ାରେ ମହାତ୍ମାଙ୍କ ପ୍ରତିମୂର୍ତ୍ତି ପୁଣି ଭଙ୍ଗାରୁଜା: ନିନ୍ଦା କଲା ଭାରତୀୟ ଦୂତାବାସ…

ଟରଣ୍ଟୋ,୨୮।୩ : ମହାତ୍ମା ଗାନ୍ଧୀଙ୍କ ଆଉ ଏକ ପ୍ରତିମୂର୍ତ୍ତି କାନାଡାର ବର୍ନାବିସ୍ଥିତ ଏକ ବିଶ୍ୱବିଦ୍ୟାଳୟ ପରିସରରେ ଭଙ୍ଗାରୁଜା କରାଯାଇଥିଲା। ଭାନକୋଭରରେ ଥିବା ଭାରତୀୟ ଦୂତାବାସ ମଙ୍ଗଳବାର ଏ ବିଷୟରେ ସୂଚନା ଦେଇଛନ୍ତି। ସୂଚନାନୁସାରେ, ଏହି ପ୍ରତିମୂର୍ତ୍ତିକୁ ସାଇମନ ଫ୍ରେଜର ବିଶ୍ୱବିଦ୍ୟାଳୟର ବର୍ନାବି କ୍ୟାମ୍ପସରେ ଶାନ୍ତି ମଇଦାନରେ ରଖାଯାଇଥିଲା।

ଭାରତୀୟ ଦୂତାବାସ ଟୁଇଟ କରି କହିଛନ୍ତି ଯେ ଆମେ ସାଇମନ ଫ୍ରେସର ବିଶ୍ୱବିଦ୍ୟାଳୟର ବର୍ନାବି କ୍ୟାମ୍ପସରେ ଶାନ୍ତିର ଅଗ୍ରଦୂତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ଅପମାନିତ କରାଯାଇଥିବା ଘଟଣାକୁ ଦୃଢ଼ଭାବେ ନିନ୍ଦା କରୁଛୁ । କାନାଡା କର୍ତ୍ତୃପକ୍ଷଙ୍କୁ ତୁରନ୍ତ ଘଟଣାର ତଦନ୍ତ କରି ଅପରାଧୀଙ୍କ ପ୍ରତି କଠୋର କାର୍ଯ୍ୟାକୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଉଥିଲେ ଯୁବକ, ଅଖାରେ ପଶି ମାଟି ତଳେ ୩ ଦିନ ରହିବା ପରେ ଘଟିଲା…

ଚଣ୍ଡିଗଡ଼,୩୦ା୭:ଏକ ପାରମ୍ପରିକ ଗ୍ରାମ ସର୍କସ ଦଳର ଜଣେ ୨୭ ବର୍ଷୀୟ ଯୁବକ ପୂର୍ବରୁ ଅନେକ ଥର ଜୀବନ୍ତ ସମାଧି ଷ୍ଟଣ୍ଟ ଦେଖାଇଥିଲେ। ତେବେ ହରିୟାଣାର ନୁହ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri