Posted inଜାତୀୟ

ବନ୍ଦେ ଭାରତ ଟ୍ରେନରେ ମିଳୁଥିବା ଖାଦ୍ୟରେ ଅସରପା

ନୂଆଦିଲ୍ଲୀ,୨୮।୭: ବନ୍ଦେ ଭାରତ ଟ୍ରେନରେ ଜଣେ ଯାତ୍ରୀଙ୍କ ଖାଦ୍ୟରୁ ଅସରପା ମିଳିଛି। ଭୋପାଳର ରାଣୀ କମଲାପତି ରେଳ ଷ୍ଟେଶନରୁ ହରଜତ ନିଜାମୁଦ୍ଦିନ ଅଭିମୁଖେ ଯାଉଥିବା ବନ୍ଦେ ଭାରତ ଟ୍ରେନରେ ଜଣେ ଯାତ୍ରୀଙ୍କ ଖାଦ୍ୟରେ ଏକ ଅସରପା ପଡିଥିବା ଦେଖିବାକୁ ମିଳିଥିଲା। ଖାଦ୍ୟରେ ଅସରପା ଦେଖି ଯାତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଆଇଆରସିଟିସି ମାଧ୍ୟମରେ କ୍ୟାଟରିଂର ବ୍ୟବସ୍ଥା କରିଥିବା କଣ୍ଟ୍ରାକ୍ଟରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୨୫ ଜୁଲାଇରେ ଏହି ଘଟଣା ଘଟିଥିଲା। କୋଚ ନମ୍ବର ସି-୮, ସିଟ ନମ୍ବର ୫୭ରେ ଭୋପାଳରୁ ଗ୍ବାଲିଅରକୁ ଯାଉଥିବା ଜଣେ ଯାତ୍ରୀଙ୍କୁ ପରଟା ପରିବେଷଣ କରାଯାଇଥିଲା। ଯାତ୍ରୀ ଜଣଙ୍କ ତାଙ୍କ ପରିବାର ସହିତ ଏହି ଖାଦ୍ୟ ଖାଉଥିବାବେଳେ ସେଥିରୁ ଅସରପା ମିଳିଥିଲା। ଏହା ପରେ ଯାତ୍ରୀ ଏବଂ ତାଙ୍କ ସମ୍ପର୍କୀୟମାନେ ରେଳ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri