Posted inଜାତୀୟ

ବିଳାସପୂର୍ଣ୍ଣ ହେବ ଟ୍ରେନ ଯାତ୍ରା; ଆସୁଛି ବନ୍ଦେ ଭାରତ ସ୍ଲିପର କୋଚ୍‌

ନୂଆଦିଲ୍ଲୀ,୪।୧୦: ଦେଶର ବିଳାସପୂର୍ଣ୍ଣ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସର ଯାତ୍ରା ବର୍ତ୍ତମାନ ଅଧିକ ଆରାମଦାୟକ ହେବାକୁ ଯାଉଛି। ଯାତ୍ରୀମାନେ ଖୁବ ଶୀଘ୍ର ଏହି ଟ୍ରେନରେ ସ୍ଲିପର ଯାତ୍ରାକୁ ମଧ୍ୟ ଉପଭୋଗ କରିପାରିବେ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବନ୍ଦେ ଭାରତ ସ୍ଲିପର ଟ୍ରେନର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସେ କହିଛନ୍ତି, ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଡିଜାଇନ ପ୍ରାୟ ପ୍ରସ୍ତୁତ।

ଇଣ୍ଟିଗ୍ରାଲ କୋଚ ଫ୍ୟାକ୍ଟ୍ରି ଏବଂ ବିଇଏମଏଲ(ଆଇସିଏଫ) ଓ ଭାରତ ଆର୍ଥ ମୁଭର୍ସ ଲିମିଟେଡ ଦ୍ୱାରା ଏହା ପ୍ରସ୍ତୁତ କରାଯାଉଛି। ଆସନ୍ତା ବର୍ଷ ଆରମ୍ଭରେ ଏହି ସ୍ଲିପର ଟ୍ରେନର ଟ୍ରାଏଲ ନିଆଯିବ। ଏବଂ ଏହା ପରେ ଯାତ୍ରୀସେବା ଆରମ୍ଭ ହେବ।

ଭାରତୀୟ ରେଳ ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ବନ୍ଦେ ଭାରତ ସ୍ଲିପର ଟ୍ରେନରେ ୨୦-୨୨ କୋଚ ଥାଇପାରେ। ଏହି ଟ୍ରେନରେ ପାଖାପାଖି ୮୫୦ ବର୍ଥ ରହିବ। ଟ୍ରେନରେ ରେଳ କର୍ମଚାରୀଙ୍କ ପାଇଁ ଅଲଗା ସିଟ ରହିବ। ଏହା ବ୍ୟତୀତ ଭିନ୍ନକ୍ଷମ ଯାତ୍ରୀଙ୍କ ସୁବିଧା ପାଇଁ ରେମ୍ପ ଓ ହ୍ବିଲ ଚେୟାର ସୁବିଧା ମଧ୍ୟ ଯୋଗାଇ ଦିଆଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri