‘ବେଲ୍‌ ବଟମ୍‌’ରେ ଅକ୍ଷୟଙ୍କ ସହ ରୋମାନ୍ସ କରିବେ ଏହି ଅଭିନେତ୍ରୀ

ବମ୍ବେ: ଖିଲାଡ଼ି କୁମାର ଅକ୍ଷୟ କୁମାରଙ୍କ ସହ କାମ କରିବାକୁ କିଏ ବା ନ ଚାହାନ୍ତି। ଏବେ ଅଭିନେତ୍ରୀ ବାଣୀ କପୁରଙ୍କୁ ନାୟିକା ହେବାର ସୁଯୋଗ ମିଳିଛି। ସେ ଅକ୍ଷୟଙ୍କ ସହ ଫିଲ୍ମ ‘ବେଲ୍‌ ବଟମ୍‌’ରେ ନଜର ଆସିବେ। ନିଜେ ବାଣୀ ଇନ୍‌ଷ୍ଟାଗ୍ରାମରେ ଏହା ସ୍ପଷ୍ଟ କରିଛନ୍ତି।

ବାଣୀ ଅକ୍ଷୟଙ୍କ ସହ ଫଟୋଶୁଟ୍‌ର ଫଟୋ ଶେୟାର କରିଛନ୍ତି। ନୂଆ ପ୍ରୋଜେକ୍ଟ ପାଇଁ ସେ ବେଶ୍‌ ଉତ୍ସାହୀ। ଶୁଟିଂ କେବେ ଆରମ୍ଭ ହେବ ସେ ଅପେକ୍ଷା କରି ଅଛନ୍ତି ବୋଲି ବାଣୀ କହିଛନ୍ତି।

କହିରଖୁଛୁ, ବେଲ୍‌ ବଟମ୍‌ର ନିର୍ଦ୍ଦେଶନା ଦେଉଛନ୍ତି ରଞ୍ଜିତ୍‌ ଏମ୍‌ ତିଓ୍ବାରୀ। ଲକ୍‌ଡାଉନ୍‌ ସମୟରେ ଫିଲ୍ମର ସ୍କ୍ରିପ୍ଟ ଲେଖା କାମ ସରିଛି। ୨୦୨୧ ଏପ୍ରିଲ ୨ ତାରିଖରେ ଏହାକୁ ରିଲିଜ କରାଯିବ। ପ୍ରଥମେ ଫିଲ୍ମରେ କୃତି ସେନନ୍‌ଙ୍କ ଭଉଣୀ ନୁପୁର ସେନନ୍‌ଙ୍କୁ କାଷ୍ଟ କରାଯିବା ନେଇ ଚର୍ଚ୍ଚା ହେଉଥିଲା। ହେଲେ ଏବେ ବାଣୀଙ୍କୁ ମିଳିଛି ସୁଯୋଗ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri