ଭାପା ଆଳୁ

ଆବଶ୍ୟକ ସାମଗ୍ରୀ: ଆଳୁ- ୨୦୦ଗ୍ରାମ୍‌, ସୋରିଷ ତେଲ-୨ ଚାମଚ, ଶୁଖିଲା ଲଙ୍କା-୨ଟା, ସୋରିଷ ବଟା-ଅଧା ଚାମଚ, ବସାଦହି-୧ ଚାମଚ, ନଡ଼ିଆ ପେଷ୍ଟ-୩/୪ ଚାମଚ, କଦଳୀ ପତ୍ର-୨ଟା, ଜିରା, ଗୁଜୁରାତି, କଳା ସୋରିଷ, ମେଥି ଓ କଲଞ୍ଜିର ମିଶ୍ରଣ-ଅଧା ଚାମଚ, କଞ୍ଚା ଲଙ୍କା ପେଷ୍ଟ, ହଳଦୀ ଗୁଣ୍ଡ, ଲୁଣ ଓ ଲେମ୍ବୁପାଣି- ଆବଶ୍ୟକ ଅନୁସାରେ।

ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଆଳୁ ସିଝାଇ ଦିଅନ୍ତୁ। ଚୋପା ଛଡ଼ାଇ ଏହାକୁ ଛୋଟ ଛୋଟ ଖଣ୍ଡ କରି କାଟି ଦିଅନ୍ତୁ। ଏବେ ଚୁଲାରେ ଏକ ନନ୍‌-ଷ୍ଟିକ୍‌ କଢ଼ାଇ ନେଇ ସେଥିରେ ସୋରିଷ ତେଲ ପକାନ୍ତୁ। ତେଲ ଗରମ ହେବା ପରେ ଜିରା, ଗୁଜୁରାତି, କଳା ସୋରିଷ, ମେଥି ଓ କଲଞ୍ଜିର ମିଶ୍ରଣ ଏବଂ ଶୁଖିଲା ଲଙ୍କା ପକାଇ ଅଳ୍ପ ସମୟ ପାଇଁ ଭାଜନ୍ତୁ। ଏହାକୁ ଏକ ପାତ୍ରରେ ବାହାର କରି ପୂର୍ବରୁ ଥିବା ସିଝା ଆଳୁ ସହ ମିଶାଇ ଦିଅନ୍ତୁ। ସେହିପରି ଆଉ ଏକ ପାତ୍ରରେ କିଛି ସୋରିଷ ବଟା, ବସାଦହି, ନଡ଼ିଆ ପେଷ୍ଟ, କଞ୍ଚା ଲଙ୍କା ପେଷ୍ଟ ଓ କିଛି ହଳଦୀ ଗୁଣ୍ଡ ପକାଇ ଭଲ ଭାବେ ଘାଣ୍ଟି ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ସେଥିରେ ପୂର୍ବ ପ୍ରସ୍ତୁତ ଆଳୁକୁ ପକାନ୍ତୁ। ଆବଶ୍ୟକ ପରିମାଣର ଲୁଣ ଏବଂ ଲେମ୍ବୁ ରସ ପକାଇ ମିଶାଇ ଦିଅନ୍ତୁ। ଏବେ ଏକ ପାତ୍ରରେ କଦଳୀ ପତ୍ର ରଖି ବାହାର କରି ରଖନ୍ତୁ। ଶେଷରେ ୫-୭ ମିନିଟ୍‌ ପାଇଁ ଏହାକୁ ଗରମ କରି ନିଅନ୍ତୁ। ଏବେ ପ୍ରସ୍ତୁତ ହୋଇଗଲା ଭାପା ଆଳୁ। ଆପଣ ଏହାକୁ ନିଜେ ଖାଇବା ସହ ଅନ୍ୟମାନଙ୍କୁ ମଧ୍ୟ ଖୁଆନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri