Posted inରାଜ୍ୟ

ନୂଆ ଦାୟିତ୍ୱ ଗ୍ରହଣ ପରେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସରେ ଭିଡ଼

ଭୁବନେଶ୍ୱର,୨୭/୧୦: ସ୍ୱେଚ୍ଛାକୃତ ଅବସର ନେବା ପରେ ନୂଆ ଦାୟିତ୍ୱ ପାଇଥିବା ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଭିନ୍ନ ସରକାରୀ କର୍ମଚାରୀ ସଂଘର କର୍ମକର୍ତ୍ତା। ଶୁକ୍ରବାର ମଧ୍ୟାହ୍ନ ସମୟରେ ନବୀନ ନିବାସରେ ପାଣ୍ଡିଆନଙ୍କୁ ଭେଟିବାକୁ ବହୁ ଭିଡ଼ ପରିଲକ୍ଷିତ ହୋଇଥିଲା। ଏହି ସମୟରେ ପାଣ୍ଡିଆନ ପୋଲିସ, ଆଉଟସୋର୍ସିଂ, ସଚିବାଳୟ ସେବା ସଂଘ ଭଳି କର୍ମକର୍ତ୍ତାଙ୍କ ସହିତ ବିଭିନ୍ନ ପ୍ରସଙ୍ଗରେ ଚର୍ଚ୍ଚା କରିଥିଲେ।

ଚଳିତ ମାସ ୨୩ ତାରିଖରେ ଭି.କେ ପାଣ୍ଡିଆନ ଭାରତୀୟ ପ୍ରଶାସନିକ ସେବାରୁ ସ୍ବେଛାକୃତ ଅବସର ନେଇଥିଲେ। ଏହାପେର ତାଙ୍କୁ ଫାଇଭ-ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ପଦବୀ ସହିତ କ୍ୟାବିନେଟ ପାହ୍ୟା ପ୍ରଦାନ କରିଥିଲେ ରାଜ୍ୟ ସରକାର। ପ୍ରଶାସନିକ ଅଧିକାରୀ ଚାକିରୀ ଛାଡି ନୂଆ ଦାୟିତ୍ୱ ଗ୍ରହଣ କରିବା ପରେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇବାକୁ ଭିଡ଼ ଶୁଭେଚ୍ଛା ପାଇଁ ବିଭିନ୍ନ ସଂଗଠନ ଓ କର୍ମଚାରୀ ସଂଘଙ୍କ ଭିଡ଼ ଜମାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri