ଉତ୍ତମ ପ୍ରଦର୍ଶନ ପାଇଁ ବିଭିନ୍ନ ପଞ୍ଚାୟତ ସମ୍ମାନିତ

ନୂଆପଡ଼ା,୨୫ା୪ (ମକାରୁ ବେମାଲ):ସ୍ଥାନୀୟ ପୋଲିସ ପଡିଆଠାରେ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ମୁଖ୍ୟଅତିଥି ଓ କଳାହାଣ୍ଡି ଏମ୍‌ପି ପ୍ରତିନିଧି ପ୍ରେମ ଅଗ୍ରୱାଲ, ଜିଲା ପରିଷଦ ସଦସ୍ୟ ଭାନୁ ପ୍ରତାପ ସିଂ ମାଝି, ମାଲ୍ୟବନ୍ତ ସୁନା, ଭରତ ଲାଲ ରାଉତ, ନୂଆପଡା ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, ଖରିଆର ରୋଡ ଏନ୍‌ଏସି ଅଧ୍ୟକ୍ଷା ସୋନିଆ ଜୈନ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ଉପଲକ୍ଷେ ଅତିଥିମାନେ ବିଭିନ୍ନ ପଞ୍ଚାୟତକୁ ଉତ୍ତମ ପ୍ରଦର୍ଶନ ପାଇଁ ରାଜ୍ୟ ଅର୍ଥ କମିଶନ ଦ୍ୱାରା ପ୍ରଦତ୍ତ ଅର୍ଥ ରାଶି ଓ ଟ୍ରଫି ଦେଇ ସମ୍ମାନିତ କରିଥିଲେ। ଜିଲାର ବିଭିନ୍ନ ପଞ୍ଚାୟତ ଓ ଏନ୍‌ଏସିର ୩୦ ହିତାଧିକାରୀଙ୍କ ସମେତ ସମଗ୍ର ଜିଲାର ୧୪୨ ଜଣଙ୍କୁ ନୂତନ ରାଶନ କାର୍ଡ ପ୍ରଦାନ କରା ଯାଇଥିଲା। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ୩ ଶହ ଦିନ କାମ କରିଥିବା ୨ଜଣ ଶ୍ରମିକଙ୍କୁ ଜିଲାପାଳ ସମ୍ମାନିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri