ସରକାର ବଦଳିବା ପରେ ଅଞ୍ଚଳରେ ଦେଖାଯାଉଛି ବିଭିନ୍ନ ସମସ୍ୟା: ଗର୍ଜିଲା ବିଜେଡି

ଗଜପତି,୧୧।୯ (ଗିରିଧାରୀ ପରିଛା)-ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ତିବତୀୟନ ବଙ୍ଗଳାଠାରେ ଜିଲା ବିଜେଡି ସଭାପତି ପ୍ରଦୀପ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ମୋହନା ବ୍ଲକର ବିଭିନ୍ନ ସମସ୍ୟା ବିଷୟରେ ବ୍ଲକର ବିଜେଡି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଆଲୋଚନା ହୋଇଯାଇଛି। ବିଶେଷ କରି ଶିକ୍ଷା, ସ୍ବାସ୍ଥ୍ୟ ଓ NRGS କାମ ଉପରେ ଆଲୋଚନା ହୋଇଥିଲା l ଏହି ବୈଠକରେ ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣିଗ୍ରାହୀ ଉପସ୍ଥିତ ରହିବା ସହ ମୋହନା ବ୍ଲକର ବିଜେଡି କର୍ମକର୍ତ୍ତାଙ୍କ ସହ ବ୍ଲକର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିଥିଲେ l ବିଶେଷ କରି ପୂର୍ବ ସରକାର NRGS କାମ ପାଇଁ ୩୦୦ ଦିନ ରଖିଥିଲେ। କିନ୍ତୁ ସରକାର ବଦଳିବା ପରେ ଏହି କାମ ୧୦୦ଦିନ ରଖିଛନ୍ତି l ଫଳରେ କାମ ନ ପାଇଁ ଏହି ଅଞ୍ଚଳରେ ଅଧିକରୁ ଅଧିକ ଲୋକ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ଶବ ହୋଇ ଗାଁକୁ ଫେରୁଥିବା ବିଧାୟକ କହିଛନ୍ତି l ଏହି ବୈଠକରେ ପୂର୍ବତନ ଜିଲା ସଭାପତି ଜଗବନ୍ଧୁ ଦାସ ସହ ବ୍ଲକର ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ l

 


Enter your email to get our daily news in your inbox.

All Right Reserved By Dharitri.Com

‘ଦୟାକରି ସେମାନଙ୍କର କ୍ଷତି କରନ୍ତୁ ନାହିଁ…’ ୮ ମହିଳାଙ୍କ ମୁକ୍ତି ପାଇଁ ଇରାନକୁ ଟ୍ରମ୍ପଙ୍କ ଅପିଲ

ଓ୍ବାଶିଂଟନ,୨୨ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନରେ କଥିତ ଭାବରେ ବନ୍ଦୀ ଥିବା ଆଠ ଜଣ ମହିଳାଙ୍କୁ ମୁକ୍ତ କରିବାକୁ ନିବେଦନ କରିଛନ୍ତି । ଟ୍ରମ୍ପ ସୋସିଆଲ…

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri