ଅନୁଭବଙ୍କ ନାଁରେ ଆଉ ଏକ ଏତଲା ଦେଲେ ବର୍ଷା

କଟକ ଅଫିସ,୨୫ା୫: ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ କଟକ ସାଇବର ଥାନାର ଆଉ ଏକ ଏତଲା ଦେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଭାବମୂର୍ତ୍ତିକୁ ଅନୁଭବ କଳଙ୍କିତ ଉଦ୍ୟମ କରୁଥିବା ବର୍ଷା ଏତଲାରେ ଦର୍ଶାଇଛନ୍ତି। ଅନୁଭବଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସେ ଏତଲାରେ ନିବେଦନ କରିଛନ୍ତି। ବର୍ଷାଙ୍କ ଏତଲାକୁ ଗ୍ରହଣ କରି ସାଇବର ଥାନା ପୋଲିସ ପକ୍ଷରୁ ଏମ ମାମଲା ରୁଜୁ ହୋଇଛି।

ସୂଚନାଯୋଗ୍ୟ, ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ଅଭିନେତ୍ରୀ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ଛାଡ଼ପତ୍ର ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ନୂଆ ୩ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା, ଅଛନ୍ତି ୨ ପୁରୁଷ, ଜଣେ ଯୁବତୀ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଥିବା ୩ ନୂଆ କରୋନା ପଜିଟିଭ୍‌ଙ୍କ ତଥ୍ୟ ମିଳିଛି। ରାଜ୍ୟ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ,...

୩ ନିଶାସକ୍ତ ବାଇକ୍‌ ଚାଳକ କୋର୍ଟ ଚାଲାଣ

କୋରେଇ,୫ା୧୦(ସ୍ବ.ପ୍ର.): ପାଣିକୋଇଲି ପୋଲିସ ଗୁରୁବାର ରାତିରେ ୪ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ଗିରଫ କରିଥିଲା। ଏ ନେଇ ମାମଲା ରୁଜୁ ପରେ ଶୁକ୍ରବାର ସେମାନଙ୍କୁ କୋର୍ଟ...

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିଲା ବିମାନ

ଲଖନପୁର,୧୨ା୧: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ(ଭିଏସ୍‌ଏସ୍‌) ବିମାନ ବନ୍ଦରରୁ ମଙ୍ଗଳବାର ମୁମ୍ବାଇ ଓ ବେଙ୍ଗାଲୁରୁ ସହରକୁ ସ୍ପାଇସ୍‌ ଜେଟ୍‌ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି...

କନ୍ଧମାଳରେ ପୁଣି ସ୍ଥିତି ଜାହିର କଲେ ମାଓବାଦୀ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ (ଡି.ଏନ୍‌.ଏ.),୧୯।୫: କିଛି ଦିନର ନିରବତା ପରେ କନ୍ଧମାଳ ଜିଲାରେ ମାଓବାଦୀ ସଙ୍ଗଠନ ପୁଣି ନିଜ ସ୍ଥିତି ଜାହିର କରିଛନ୍ତି। ଜିଲାର ବାଲିଗୁଡ଼ା ଥାନା ଅନ୍ତର୍ଗତ...

ବାଲୁକାକଳାରେ ଅମିତାଭଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ଚଳିତ ବର୍ଷ ଦାଦାସାହେବ ଫାଲ୍‌କେ ପୁରସ୍କାରରେ ସମ୍ମାନିତ ହେବେ ମେଗାଷ୍ଟାର ଅମିଚାଭ ବଚ୍ଚନ। ତେବେ ଏହି ଅବସରରେ ସୁଦର୍ଶନ ପଟ୍ଟନାୟକ ତାଙ୍କୁ ନିଜର ବାଲୁକାକଳାରେ...

ଫ୍ୟାନ୍‌ଙ୍କୁ ଦିଓ୍ବାନା କଲା ଶ୍ରଦ୍ଧାଙ୍କ ଲୁକ୍‌

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ନିକଟରେ ସର୍ବିୟାରୁ ନିଜ ଅପ୍‌କମିଂ ଫିଲ୍ମ ‘ବାଗୀ-୩’ର ଶୁଟିଂ ଶେଷ କରି ଫେରିଛନ୍ତି। ଏହାପରେ ସେ ତୁରନ୍ତ ନିଜର...

ସୁଶାନ୍ତଙ୍କ ମୃତ୍ୟୁକୁ ଗ୍ରହଣ କରିପାରୁ ନାହାନ୍ତି ଶ୍ରଦ୍ଧା

ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ପୁରା ବଲିଉଡ୍‌ଜଗତ ସ୍ତବ୍ଦ ହୋଇପଡ଼ିଛି। ସମସ୍ତେ ନିଜ ନିଜ ଶୈଳୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି। କେହି...

ଜିଲାଓ୍ବାରୀ ନୁହେଁ, ପଞ୍ଚାୟତସ୍ତରରେ ହେବ ଜୋନ୍‌ ବ୍ୟବସ୍ଥା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ସମ୍ପ୍ରତି ଲକ୍‌ଡାଉନ୍‌ ୪.୦ ଜାରି ରହିଛି। ପୂର୍ବରୁ କରୋନା ସଂକ୍ରମିତ ଚିହ୍ନଟ ହେବାକୁ ନେଇ ଜିଲାଗୁଡ଼ିକୁ ରେଡ୍‌, ଅରେଞ୍ଜ, ଗ୍ରୀନ୍‌ ଜୋନ ଘୋଷଣା କରାଯାଉଥିଲା।...

Advertisement
Archives

Model This Week