ଷ୍ଟାର ଦମ୍ପତି ବିବାଦ: ସତ୍ୟପାଠ ଦାଖଲ କଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୯: ଷ୍ଟାର୍‌ ଦମ୍ପତି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ବୁଧବାର କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ବର୍ଷା ଅଦାଲତରେ ହାଜର ହୋଇ ତାଙ୍କର ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଅଯଥା ସମୟ ନ ନେବାକୁ ବର୍ଷା ସତ୍ୟପାଠରେ ଉଲ୍ଲେଖ କରିଥିବା ବେଳେ ମିଥ୍ୟା ତଥ୍ୟ ନ ଦେବା, ବିଚାର ପ୍ରକ୍ରିୟାରେ ସହଯୋଗ କରିବାକୁ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀଙ୍କ ଶହୀଦ ସପ୍ତାହ : ଲାଗିଲା ମାଓ ପୋଷ୍ଟର, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୩୧।୭(ଡି.ଏନ.ଏ): ମାଓବାଦୀଙ୍କ ଶହୀଦ ସପ୍ତାହର ଚତୁର୍ଥ ଦିନ ଅର୍ଥାତ ବୁଧବାର କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅନ୍ତର୍ଗତ ସିମନବାଡ଼ିର ଏକ ଦୋକାନ ସମ୍ମୁଖରେ ମାଓ ପୋଷ୍ଟର ଦେଖିବାକୁ...

ରେସ୍‌ ଲଗାଇଲେ ଅକ୍ଷୟ

ମୁମ୍ବାଇ: ସୁପରଷ୍ଟାର ଅକ୍ଷୟ କୁମାର ତାଙ୍କ ଫିଟ୍‌ନେସ୍‌ ପ୍ରତି ଖୁବ୍‌ ଧ୍ୟାନ ଦିଅନ୍ତି। ସେ ଭୋର୍‌ ୪ଟାରୁ ଉଠନ୍ତି। ତା’ପରେ ଜିମ୍‌ ଯାଆନ୍ତି। ଆଜି ଅର୍ଥାତ୍‌...

କାଶତଣ୍ଡୀ ପାଇଁ ବିପଦରେ ଋଷିକୁଲ୍ୟା

ଧରାକୋଟ,୨୯ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଜୀବନ ରେଖା ଋଷିକୁଲ୍ୟା ନଦୀ ଏବେ କାଶତଣ୍ଡୀ ବା ଚଢ଼େୟା ଲତା ପାଇଁ ବିପଦରେ। ଋଷିମାଳ ପର୍ବତରୁ ବାହାରି ସୋରଡ଼ା, ଧରାକୋଟ,...

ବିମଳ କୁମାର ପଣ୍ଡା ଗଞ୍ଜାମ ଜିଲା ଯୁବ ବିଜେଡି ସାଧାରଣ ସମ୍ପାଦକ

ଛତ୍ରପୁର,୧୦ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଯୁବ ବିଜେଡିର ସାଧାରଣ ସମ୍ପାଦକ ହୋଇଛନ୍ତି ବିମଳ କୁମାର ପଣ୍ଡା । ସେ ପୂର୍ବରୁ ଛାତ୍ର ବିଜେଡିର ରାଜ୍ୟ ସମ୍ପାଦକ ଭାବେ...

ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ଆର୍‌ବିଆଇ ଗଭର୍ନର

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୁରୁବାର ରିଜର୍ଭ ବ୍ୟାଙ୍କ୍‌ ଗଭର୍ନର ଶକ୍ତିକାନ୍ତ ଦାସ ଲୋକସେବା ଭବନରେ ସାକ୍ଷାତ କରିବେ। ଏହି ବୈଠକ ସୌଜନ୍ୟମୂଳକ ବୋଲି କୁହାଯାଇଛି।...

ସମସ୍ତ ପ୍ରାର୍ଥିତ୍ୱ କାଏମ

କାମାକ୍ଷାନଗର, ୧୦ା୩(ଡି.ଏନ୍‌.ଏ.): ପୌର ନିର୍ବାଚନ ପାଇଁ ବୁଧବାର ନାମାଙ୍କନ ପତ୍ର ଯାଞ୍ଚ ସରିଛି। କାମାକ୍ଷାନଗର ଏନ୍‌ଏସିର ୧୫ଟି ଓ୍ବାର୍ଡରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ୩୦ କାଉନ୍‌ସିଲର ପ୍ରାର୍ଥୀ...

ଗ୍ରାହକଙ୍କ ବିଶ୍ୱାସ ଭରଷାର ଅନ୍ୟନାମ;ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ

ଯେକୌଣସି ବାଣିଜ୍ୟ ଲାଗି ଗ୍ରାହକଙ୍କ ରେସ୍‌ପନ୍ସ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଗ୍ରାହକ ଆଦୃତି ଲାଭ ଦ୍ୱାରା ବ୍ରାଣ୍ଡ ଆଗକୁ ଅଗ୍ରସର ହେବାରେ କୌଣସି ଅସୁବିଧା ହୁଏ...

ସୋସିଆଲ ମିଡିଆରେ ଅତରଙ୍ଗୀକୁ ବିରୋଧ

ମୁମ୍ବାଇ: ନିକଟରେ ରିଲିଜ ହୋଇଥିବା ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ଅତରଙ୍ଗି ରେ’କୁ ଜୋରଦାର ବିରୋଧ କରାଯାଉଛି। କୁହାଯାଉଛି ଯେ ଏହି ଫିଲ୍ମରେ ହିନ୍ଦୁ ଧର୍ମକୁ...

Advertisement
Archives

Model This Week