Advertisement

ନାମାଙ୍କନ ପୂର୍ବରୁ ବୁଢ଼ାରଜାଙ୍କ ଆଶୀର୍ବାଦ ଲୋଡ଼ିଲେ ବର୍ଷା

ପଦ୍ମପୁର,୧୭ା୧୧(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ହେବାକୁ ଯାଉଥିବା ଉପନିର୍ବାଚନ ନାମାଙ୍କନର ଆଜି ଶେଷ ଦିବସ। ଆଜି ନିଜର ନାମାଙ୍କନ ଦାଖଲ ପୂର୍ବରୁ ବିଜୁ ଜନତା ଦଳର ପ୍ରାର୍ଥିନୀ ବର୍ଷା ସିଂ ବରିହା ପାଇକମାଳ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମ ନିକଟରେ ଅବସ୍ଥିତ ପୁରାତନ ଦେବପୀଠ ବୁଢ଼ାରଜାଙ୍କର ମନ୍ଦିରକୁ ଯାଇ ବୁଢ଼ାରଜାଙ୍କୁ ଦର୍ଶନ କରିବା ସହିତ ପୂଜା କରିଥିଲେ ଏବଂ ଆଶିଷ ଲୋଡ଼ିଥିଲେ।

ସୂଚନାଯୋଗ୍ୟ, ପୂର୍ବତନ ବିଧାୟକ ଅର୍ଥାତ୍‌ ବର୍ଷାଙ୍କର ବାପା ସ୍ବର୍ଗତ ବିଜୟ ରଞ୍ଜନ ସିଂ ବରିହା ବୁଢାରଜାଙ୍କର ପ୍ରତି ଗଭୀର ବିଶ୍ୱାସ ରଖିଥିଲେ। ସେ ଯେତେବେଳେ ଏହି ଅଞ୍ଚଳକୁ ଆସନ୍ତି ପ୍ରଥମେ ବୁଢାରଜାଙ୍କର ଦରବାରରେ ମୁଣ୍ଡିଆ ମାରି ଆଶୀର୍ବାଦ ନେଉଥିଲେ। ନିର୍ବାଚନରେ ନାମାଙ୍କନ ଭରିବା ପୂର୍ବରୁ ବିଜୟ ମଧ୍ୟ ପ୍ରଥମେ ବୁଢାରଜାଙ୍କର ଆଶୀର୍ବାଦ ନେଇ ନିଜର ପ୍ରାର୍ଥିପତ୍ର ଦାଖଲ କରିବାକୁ ଯାଉଥିଲେ। ଆଜି ବର୍ଷା ମଧ୍ୟ ନିଜର ବାପାଙ୍କ ରାସ୍ତାରେ ପାଦ ବଢ଼ାଇ ଚାଲିଛନ୍ତି। ବର୍ଷାଙ୍କର ସହିତ ଆଜି ତାଙ୍କ ଭାଇ ଭୋଜରାଜ ସିଂ ବରିହା ମଧ୍ୟ ଉପସ୍ଥିତ ରହି ବୁଢାରଜାଙ୍କର ଆଶୀର୍ବାଦ ପ୍ରାର୍ଥନା କରିଥିଲେ। ଏହି ଅବସରରେ ମାଣ୍ଡୋସିଲ ଅଞ୍ଚଳର ଅନେକ ସମର୍ଥକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ନେଲେ ଜିଲାପାଳ

ହିିିଞ୍ଜିଳିକାଟୁ/ଶେରଗଡ଼,୨୩ା୧୨(ଡିି.ଏନ୍‌.ଏ)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଶେରଗଡ଼ ବ୍ଲକ ମାରୁଡ଼ିଠାରେ ସଡ଼କ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରି ହିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରି ମାନବିକତାର...

ହାତୀ ଶାବକର ମୃତଦେହ ଠାବ

ସେରଗଡ,୧୭।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ନର୍ଲା ରେଞ୍ଜ ଅନ୍ତର୍ଗତ କମର୍ଦା ସେକ୍ସନ ଓ ବିଟ୍‌ ପୋରଗେଲ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀ ଶାବକର ମୃତଦେହ ଠାବ...

ପୁରୀରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ, ୮୬ରେ ପହଞ୍ଚିଲା ମୋଟ ଆକ୍ରାନ୍ତ ସଂଖ୍ୟା

ପୁରୀ ଅଫିସ,୨୯।୫: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୮୬ରେ...

ଗ୍ରାସୀମ କମ୍ପାନୀ ସମ୍ମୁଖରେ ଶ୍ରମିକଙ୍କ ଧାରଣା

ଗଞ୍ଜାମ,୨୧ା୮(ଡି.ଏନ.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀର ପିଛା ଛାଡୁନି ସମସ୍ୟା। କେତେବେଳେ ବିଭିନ୍ନ ଦାବିନେଇ ଠିକା ଶ୍ରମିକଙ୍କ ଧାରଣା ତ ଆଉ କେତେବେଳେ ସ୍ଥାନୀୟ ଅଞ୍ଚଳର...

ତାରା ତାରିଣୀ ପାହାଡ଼ରେ ବସ- ହାଇୱା ମୁହାଁମୁହିଁ  , ୭ ଜଣ ଭକ୍ତଙ୍କ ସମେତ ଡ୍ରାଇଭର ଆହତ 

ପୁରୁଷୋତ୍ତମପୁର, ୧୦/୪(ଡିଏନ୍ଏ): ଗଞ୍ଜାମ ଜିଲ୍ଲା ର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣୀଙ୍କ ପାହାଡ ରାସ୍ତାରେ ଅଘଟଣ ଘଟିଛି। ପର୍ଯ୍ୟଟକଙ୍କ ଲାଗି ପ୍ରଶାସନ ପକ୍ଷରୁ...

ଢେଙ୍କାନାଳ ସହରରେ ସିରିଜ ଦୁର୍ଘଟଣାକୁ ନେଇ ଉତ୍ତେଜନା:୪ ବାଇକ୍‌କୁ ଧକ୍କା ଦେଲା କାର୍‌

ଢେଙ୍କାନାଳ ଅଫିସ,୨୮ା୧୨ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ପଛପାଖ କଚେରୀ ରୋଡ୍‌ରେ ଶୁକ୍ରବାର ସିରିଜ ଦୁର୍ଘଟଣା ଘଟିଛି। ନିଶାଶକ୍ତ ଅବସ୍ଥାରେ ଥିବା ଏକ କାର୍‌ ଚାଳକ ଦ୍ରୁତ...

କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍‌

ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ...

ପୁଣି ରାଜ୍ୟରେ ୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୮।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ...

Advertisement
Archives

Model This Week