Posted inଖେଳ

ପ୍ରଥମ ବଲ୍‌ରେ ହିଁ ଭାରତର ସବୁଠାରୁ ବଡ଼ ‘ଶତ୍ରୁ’ଙ୍କ ପତ୍ତା କାଟିଲେ ବରୁଣ, ଖୁସିରେ ଝୁମି ଉଠିଲେ ଅନୁଷ୍କା

ଦୁବାଇ,୪।୩: ମଙ୍ଗଳବାର ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ଚାମ୍ପିୟନ୍ସ ଟ୍ରଫିର ସେମିଫାଇନାଲ ମ୍ୟାଚ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଟସ୍‌ ଜିତି ଅଷ୍ଟ୍ରେଲିଆ ବ୍ୟାଟିଂ କରୁଛି। ଏହି ସମୟରେ ଭାରତୀୟ ସ୍ପିନର ବରୁଣ ଚକ୍ରବର୍ତ୍ତୀ ତାଙ୍କ ପ୍ରଥମ ବଲ୍‌ରେ ଟ୍ରାଭିସ ହେଡ୍‌ଙ୍କ ପତ୍ତା କାଟି ଭାରତକୁ ଏକ ବଡ଼ ଉଇକେଟ୍‌ ଦେଇଛନ୍ତି। ଏହି ଉଇକେଟ୍‌ ଏପରି ସମୟରେ ଆସିଥିଲା ଯେତେବେଳେ ହେଡ୍‌ କ୍ରିଜ୍‌ରେ ସ୍ଥିର ହୋଇ ବଡ଼ ସଟ ଖେଳିବା ଆରମ୍ଭ କରିଥିଲେ। ବରୁଣ ନ୍ୟୁଜିଲାଣ୍ଡ ବିପକ୍ଷରେ ଟର୍ନାମେଣ୍ଟରେ ପ୍ରଥମ ସୁଯୋଗ ପାଇଥିଲେ, ଯେଉଁଠାରେ ସେ ୫ ଉଇକେଟ ୍‌ନେଇ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ସେମିଫାଇନାଲରେ ମଧ୍ୟ ସେ ଟିମ ଇଣ୍ଡିଆକୁ ବହୁତ ଆଶ୍ୱସ୍ତି ଦେଇଛନ୍ତି, ଯାହାକି ଏହି ଉଇକେଟ୍‌ ସହିତ ଭାରତର ଅଧା ଟେନସନ ଶେଷ ହୋଇଯାଇଛି। ଏହି ଉଇକେଟ୍‌ ପରେ ସମଗ୍ର ଷ୍ଟାଡିୟମ ଆନନ୍ଦରେ ଫାଟି ପଡ଼ିଥିଲା। ବିରାଟ କୋହଲିଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ପ୍ରତିକ୍ରିୟା ମଧ୍ୟ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ପ୍ରଶ୍ନ ଶୁଣି ରାଗିଗଲେ ରାଷ୍ଟ୍ରପତି, କହିଲେ…

ବାରିପଦା,୭ା୨: ମୟୂରଭଞ୍ଜ ଜିଲା ଶିମିଳିପାଳବାସୀ ନିରନ୍ତର ଇଣ୍ଟରନେଟ୍‌ ସେବା ସହ ଯୋଡ଼ି ହୋଇଛନ୍ତି। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଜାତୀୟ ଉଦ୍ୟାନ ଗୁଡୁଗୁଡ଼ିଆଠାରେ ବିଏସ୍‌ଏନ୍‌ଏଲ୍‌ର ୪-ଜି…

ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ ଦମ୍ପତି, ମୁଖ୍ୟସ୍ରୋତରେ ସାମିଲ ପାଇଁ ଚିଠି ଲେଖି…

ରାୟଗଡ଼ା,୭ା୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟରେ ମାଓବାଦୀ ବିରୋଧୀ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ ଓ ଶୀର୍ଷ ମାଓବାଦୀ ନେତା ନିଖିଲ ଓ ତାଙ୍କ ସ୍ତ୍ରୀ…

ରାଜ୍ୟ ପ୍ରାକ୍‌ ବଜେଟ: ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଆଜି

ଭୁବନେଶ୍ୱର, ୭।୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି କରାଯାଇଥିବା ବଜେଟରୁ କେତେ ଅର୍ଥ ଖର୍ଚ୍ଚ ହୋଇଛି ଏବଂ ଆସନ୍ତା ୨୦୨୬-୨୭ ଆର୍ଥିକବର୍ଷ ପାଇଁ…

ଅଢ଼େଇ ବର୍ଷର ଝିଆରୀଙ୍କୁ ବଳାତ୍କାର କଲେ ଦାଦା, ଆଉ ତା’ପରେ…

ପିଲିଭିଟ୍‌(ୟୁପି),୭ା୨: ଉତ୍ତରପ୍ରଦେଶର ପିଲିଭିଟ୍‌ ଜିଲାରେ ୨୫ ବର୍ଷର ଦାଦା ନିଜର ଅଢ଼େଇ ବର୍ଷର ଝିଆରୀକୁ ବଳାତ୍କାର କରିବା ପରେ ଆତ୍ମହତ୍ୟା କରିଛନ୍ତି। ଗୁରୁବାର ରାତି ପ୍ରାୟ ୮ଟା…

ମାର୍ଚ୍ଚକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୭।୨: ମହାନଦୀ ଜଳ ବିବାଦ ଶୁଣାଣି ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଛି। ଫେବୃଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ ଭିଜିଟ କରାଯିବ ।…

ବେରୋଜଗାରୀ ଯୁବତୀ-ଯୁବକଙ୍କ ପାଇଁ ଖୁସି ଖବର, ୨୩୮୦୦ ସରକାରୀ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ…

ନୂଆଦିଲ୍ଲୀ,୭।୨: ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ୧.୨୭ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ…

ଅତିରିକ୍ତ ତହସିଲଦାରଙ୍କ ଦୁର୍ବ୍ୟବହାରରେ କୀଟନାଶକ ପିଇଦେଲେ ପିଇଓ

ଚିକିଟି,୭ା୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକରେ ଏକ ଅଭାବନୀୟ ଘଟଣା ଘଟିଛି। ଅତିରିକ୍ତ ତହସିଲଦାର ଶାଶ୍ୱତୀ ଷଡ଼ଙ୍ଗୀଙ୍କ ଦୁର୍ବ୍ୟବହାରରେ ଅତିଷ୍ଠ ହୋଇ ରାମଚନ୍ଦ୍ରପୁର ପଞ୍ଚାୟତ…

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରୀଛାତ୍ର ହେଲେ ପୁରସ୍କୃତ

ଥୁଆମୂଳରାମପୁର, ୭ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଡୁମେରପଦର ସରକାରୀ (ଏସ୍‌ଏସ୍‌ଡି) ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri