ବିବାହ ପରେ ପ୍ରଥମଥର ପ୍ରଶଂସକଙ୍କୁ ଟୁଇଟ୍‌ କଲେ ବରୁଣ, ଲେଖିଲେ ଏମିତି କଥା…

ମୁମ୍ବାଇ : ବଲିଉଡ୍‌ ଅଭିନେତା ବରୁଣ ଧାଓ୍ବନ ଗତ ୨୪ ତାରିଖରେ ତାଙ୍କର ଗର୍ଲଫ୍ରେଣ୍ଡ ନତାଶା ଦଲାଲଙ୍କୁ ବିବାହ କରିଛନ୍ତି। ଦୁହିଁଙ୍କ ଫଟୋ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେଉଛି। ଦୁହେଁ ଦୁହିଁଙ୍କୁ ଦୀର୍ଘଦିନରୁ ଡେଟ୍‌ କରୁଥିଲେ। ପ୍ରଶଂସକମାନେ ବି ଚାହିଁ ବସିଥିଲେ କେବେ ଏମାନଙ୍କ ବିବାହ ହେବ। ଶେଷରେ ଏହା ସତ ହୋଇଛି।
ବିବାହ ପରେ ବରୁଣ ତାଙ୍କ ପ୍ରଶଂସକମାନଙ୍କୁ ଖୁବ୍‌ ପ୍ରଶଂସା କରିଛନ୍ତି। ଏନେଇ ସେ ତାଙ୍କ ଫଲୋଅର୍ସମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଲେଖିଛନ୍ତି, ବିଗତ କିଛି ଦିନ ଧରି ଆପଣମାନଙ୍କଠାରୁ ଖୁବ୍‌ ଭଲ ପାଇବା ପାଇଛୁ। ଆପଣମାନଙ୍କର ଆମ ପ୍ରତି ସକାରାତ୍ମକ ଚିନ୍ତାଧାରା ଆମକୁ ବହୁତ ଖୁସି ଦେଇଛି। ଏଥିପାଇଁ ସମସ୍ତଙ୍କୁ ହୃଦୟରୁ ଧନ୍ୟବାଦ ଦେବାକୁ ଚାହୁଁଛି। ବରୁଣଙ୍କ ଏହି ଟୁଇଟ୍‌ ଏବେ ତୀବ୍ର ବେଗରେ ଭାଇରାଲ ହେଉଛି।
ବର୍ତ୍ତମାନ ଦୁହିଁଙ୍କ ହନିମୁନ୍‌କୁ ନେଇ ଚର୍ଚ୍ଚା ହେଉଛି। ଯାହା ଜଣାପଡ଼ିଛି ଏହି ନବଦମ୍ପତି ହନିମୁନ୍‌ ପାଇଁ ତୁର୍କୀ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ସହାୟତାର ହାତ ବଢାଇଲେ ବବିତା

ସିଂହପୁର,୨।୮(ଅନଙ୍ଗ ଉଦୟ ବେଉରିଆ): ବିଞ୍ଝାରପୁର ବ୍ଲକ ଅଧୀନ ରଣପୁର ପଞ୍ଚାୟତ ବନ୍ୟା ବିପନ୍ନଙ୍କୁ ରିଲିଫ ସାମଗ୍ରୀ ବଣ୍ଟନ କରାଯାଇଛି। ବିଞ୍ଝାରପୁର ଭାଜପା ନେତ୍ରୀ ବବିତା ମଲ୍ଲିକ ବନ୍ୟା…

‘ଛୁରି ଧରି ମୋତେ ମାରିବାକୁ ଆସିଥିଲେ’, ଖବରଦାତା ସମ୍ମିଳନୀରେ ପପୁଙ୍କୁ ହତ୍ୟା ଉଦ୍ୟମ

ନୂଆଦିଲ୍ଲୀ,୨।୮: ରବିପୂର୍ଣ୍ଣିଆର ସ୍ୱାଧୀନ ଏମପି ପପୁ ଯାଦବ ରବିବାର ନିଜ ବାସଭବନରେ ଏକ ଖବରଦାତା ସମ୍ମିଳନୀ କରିଥିଲେ । ଏହି ସମୟରେ ହଠାତ୍ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା।…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ବନ୍ୟା ବିପନ୍ନଙ୍କ ପାଖରେ ପହଞ୍ଚିଲା ରିଲିଫ୍‌, ସାଉଣ୍ଟିଲେ ପ୍ରଶଂସା

ଚାନ୍ଦବାଲି,୨।୮(କିଷାନ ପାତ୍ର): ଭଦ୍ରକ ଜିଲା ଭାଜପା ମହିଳା ମୋର୍ଚ୍ଚା ସମ୍ପାଦିକା ସ୍ବାଗତିକା ପଲାଇଙ୍କ ନେତୃତ୍ୱରେ ଚାନ୍ଦବାଲି ବ୍ଲକର ବନ୍ୟା ପ୍ରଭାବିତ ମାଧପୁର, ଭୂଇଁବୃତ୍ତି, ଘଟପୁର, ଆରଡ଼ି, ଓଲଗ,…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri