ବରୁଣ ବୁଲେଟ ଧରି କାନପୁର ରାସ୍ତାରେ ବୁଲୁବୁଲୁ କଟିଗଲା ଚାଲାଣ

ମୁମ୍ବାଇ: ଏବେ ବଲିଉଡ୍‌ର ଆଗଧାଡିର ଅଭିନେତାଙ୍କ ତାଲିକାରେ ରହିଛି ବରୁଣ ଧୱନଙ୍କ ନାମ । ସେ ନିଜ ଅଭିନୟ ବଳରେ ଦର୍ଶକଙ୍କ ନିକଟତର ହୋଇଛନ୍ତି । ଏବେ ସେ ତାଙ୍କ ଆଗାମୀ ଫିଲ୍ମ ପାଇଁ କାନପୁର ଗସ୍ତ କରିଛନ୍ତି । ସେଠାରେ କିଛିଦିନର ରହଣି ମଧ୍ୟରେ ଫିଲ୍ମର କିଛି ଭାଗ ଶୁଟିଂ କରାଯିବ । ଏବେ କାନପୁରର ଗଳି କନ୍ଦିରେ ଫିଲ୍ମ ‘ବୱାଲ’ର ଶୁଟିଂ ଚାଲିଥିବା ବେଳେ ବରୁଣ ବୁଲେଟ ଧରି ଏଣେତେଣେ ବୁଲାବୁଲି କରୁଥିବା ଦେଖିବାକୁ ମିଳିଛି । ଏହି ବୁଲା ବୁଲି ଭିତରେ କିନ୍ତୁ ଫସି ଯାଇଛନ୍ତି ଅଭିନେତା । ବିନା ହେଲମେଟରେ ସେ ବୁଲେଟ ଚଲାଉଥିବାରୁ କାନପୁର ଟ୍ରାଫିକ ତାଙ୍କ ନାଁରେ ଚାଲାଣ କାଟିଦେଇଛି । ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି ।
ସୂଚନାଯୋଗ୍ୟ, ଫିଲ୍ମ ‘ବୱାଲ’ ପ୍ରଥମେ ଲକ୍ଷ୍ନୌ ସହରରେ ଶୁଟିଂ ହେବାର ଥିଲା ହେଲେ ଏବେ ଏହା କାନପୁରରେ ଶୁଟିଂ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri