ଶୁଟିଂବେଳେ ଆହତ ହେଲେ ବରୁଣ

ବଲିଉଡ ଅଭିନେତା ବରୁଣ ଧାୱନ ଆଜିକାଲି ତାଙ୍କର ଆଗାମୀ ଫିଲ୍ମ ‘ଭିଡି ୧୮’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମ ଶୁଟିଂ ସମୟରେ ବରୁଣ ଆହତ ହୋଇଛନ୍ତି। ଏହାର ସୂଚନା ସେ ନିଜେ ପ୍ରଶଂସକମାନଙ୍କୁ ଏକ ଫଟୋ ଶେୟାର କରି ଦେଇଛନ୍ତି।
ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ସତ୍ତ୍ୱେ ସୋସିଆଲ ମିଡିଆରେ ବରୁଣ ଧାୱନ ବହୁତ ସକ୍ରିୟ। ନିକଟରେ ବରୁଣ ଇନଷ୍ଟାଗ୍ରାମ ଷ୍ଟାଟସରେ ଫୁଲିଯାଇଥିବା ପାଦ ସହିତ ଏକ ଫଟୋ ଶେୟାର କରିଛନ୍ତି। ଏହା ଦେଖି ତାଙ୍କ ପ୍ରଶଂସକମାନେ ଚିନ୍ତିତ ଅଛନ୍ତି। ବରୁଣ ଏକ ଚେୟାରରେ ପାଦ ରଖିଥିବାର ନଜର ଆସିଛନ୍ତି। ଫଟୋ ଶେୟାର କରି ଶୁଟିଂ ସମୟରେ ସେ ଆହତ ହୋଇଛନ୍ତି। ପ୍ରଶଂସକଙ୍କ ସହ ଏହି ଫଟୋ ଶେୟାର ବରୁଣ କ୍ୟାପସନରେ କାନ୍ଦୁଥିବା ଇମୋଜି ତିଆରି କରିଥିଲେ।
ତାମିଲ ଚଳଚ୍ଚିତ୍ର ନିର୍ମାତା କାଲିସଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଭିଡି ୧୮’ରେ ଧାୱନ ବ୍ୟସ୍ତ ଅଛନ୍ତି। ତାଙ୍କ ସହ ଫିଲ୍ମରେ କିର୍ତ୍ତି ସୁରେଶ ଏବଂ ଭାମିକା ଗାବି ମଧ୍ୟ ନଜର ଆସିବେ। ଏହି ଫିଲ୍ମ ଆସନ୍ତା ବର୍ଷ ୨୦୨୪ରେ ପ୍ରେକ୍ଷାଳୟକୁ ଆସିବ। ବରୁଣ ଧାୱନଙ୍କ ପ୍ରଶଂସକମାନେ ଏହାକୁ ନେଇ ବହୁତ ଉତ୍ସାହିତ ଥିବା ଜଣାପଡିଛି। ଏହି ଅଭିନେତାଙ୍କୁ ଶେଷ ଥର ପାଇଁ ଫିଲ୍ମ ‘ବବାଲ’ରେ ଦେଖିବାକୁ ମିଳିଥିଲା।

 

View this post on Instagram

 

A post shared by VarunDhawan (@varundvn)


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ସହ ବୁଝାମଣାକୁ ନେଇ ଏମିତି କହିଲେ ସୋଫିଆ, କଂଗ୍ରେସର ସ୍ଥିତି ଆଜି କେବଳ…

ଭୁବନେଶ୍ୱର,୧୪ା୩: ବିଧାୟିକା ସୋଫିଆ ଫିର୍ଦ୍ଦୋସ ଖୋଲାଖୋଲି ଭାବେ ତାଙ୍କର ଅସନ୍ତୋଷ ଝାଡ଼ିଛନ୍ତି। ବିଜେଡି ସହ ବୁଝାମଣାକୁ ନେଇ ଉଠୁଥିବା କଥା ଉପରେ ସେ ଖୁବ୍‌ ରାଗିଯାଇଛନ୍ତି। ସେ…

ଏପ୍ରିଲ ୧ରୁ ବଦଳିଯିବ ଏସବୁ ନିୟମ: ପକେଟ ଉପରେ ପଡ଼ିବ ସିଧାସଳଖ ପ୍ରଭାବ

ନୂଆଦିଲ୍ଲୀ,୧୪।୩: ଚଳିତବର୍ଷ କେନ୍ଦ୍ରୀୟ ବଜେଟରେ ଆୟକର ଆଇନରେ ଅନେକ ସଂଶୋଧନ କରାଯାଇଥିଲା, ଯାହାର ଲକ୍ଷ୍ୟ ନିୟମକୁ ସରଳ କରିବା ଏବଂ କରଦାତାଙ୍କ ପାଇଁ ପ୍ରକ୍ରିୟାଗତ ବୋଝ ହ୍ରାସ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! କିମ୍‌ କଲେ ୧୦ ମିସାଇଲ ଆଟାକ୍‌, ଛାରଖାର ହୋଇଯିବ…

ନୂଆଦିଲ୍ଲୀ,୧୪।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆଉ ଏକ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ସାମ୍ନାକୁ ଆସିଛି। ଦକ୍ଷିଣ କୋରିଆ କହିଛି ଯେ ଉତ୍ତର…

ଗ୍ୟାସକୁ ନେଇ ହୁଅନ୍ତୁନି ଟେନସନ! ସରକାର କହିଲେ ରାଶନ କାର୍ଡ ଥିଲେ ମାଗଣାରେ ମିଳିବ….

ନୂଆଦିଲ୍ଲୀ,୧୪।୧: “ରନ୍ଧନ ଗ୍ୟାସର ଅଭାବ ହେଲେ ଆମେ ବିକଳ୍ପ ଇନ୍ଧନ ଭାବରେ କିରୋସିନ ଯୋଗାଇବାକୁ ପ୍ରସ୍ତୁତ” । ସାରା ଦେଶରେ ଯେତେବେଳେ ରନ୍ଧନ ଗ୍ୟାସ ଯୋଗାଣରେ ବିଳମ୍ବ…

ରାଜ୍ୟ ସଭା ନିର୍ବାଚନକୁ ନେଇ ନବୀନ-ଜୟନାରାୟଣ ମୁହାଁମୁହିଁ, ଘୋଡ଼ା ବେପାର କଥା ଉଠାଇ…

ଭୁବନେଶ୍ୱର,୧୪ା୩: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। ଏନେଇ ରାଜ୍ୟର ୩ ପ୍ରମୁଖ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି…

ବନ୍ଧା ହେଲେ ଜନସେବା କେନ୍ଦ୍ର ମାଲିକ, ଲୋକ ଅଦାଲତ ନାଁରେ କରୁଥିଲେ…

ସମ୍ବଲପୁର,୧୪ା୩(ପ୍ରମୋଦ ବହିଦାର): ଜାତୀୟ ଲୋକ ଅଦାଲତରେ ବିଭିନ୍ନ ସମସ୍ୟାର ସମାଧାନ କରିଦେବାକୁ କହି ଶତାଧିକ ଲୋକଙ୍କୁ ଠକିବା ଅଭିଯୋଗରେ ସମ୍ବଲପୁର ଟାଉନ ଥାନା ପୋଲିସ ଜଣେ ଜନସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri