Posted inଜାତୀୟ

କଂଗ୍ରେସ ଏମ୍‌ପି ବସନ୍ତକୁମାରଙ୍କ କରୋନାରେ ମୃତ୍ୟୁ

ଚେନ୍ନାଇ,୨୮।୮-ମହାମାରୀ କରୋନାରେ ପ୍ରାଣ ହରାଇଛନ୍ତି ତାମିଲନାଡୁ କନ୍ୟାକୁମାରୀର କଂଗ୍ରେସ ଏମ୍‌ପି ଏଚ. ବସନ୍ତକୁମାର। ବସନ୍ତ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗତ ୧୦ ତାରିଖରେ ତାଙ୍କୁ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ନିମୋନିଆ ଯୋଗୁ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିଲା। ପୂର୍ବରୁ ବସନ୍ତକୁମାର ଦୁଇଥର ବିଧାୟକ ହୋଇଥିଲେ। ସେ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟେଦୁରପ୍ପାଙ୍କ ଇସ୍ତଫା ପରେ କାହା ମୁଣ୍ଡରେ ସୁନା କଳସ

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିରେ ସୋମବାର ନୂଆ ମୋଡ ଆସିଛି। ଭାଜପା ନେତା ତଥା ସୁବେର ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ମୁଖ୍ୟମନ୍ତ୍ରୀଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ୟେଦୁରପ୍ପାଙ୍କ...

ଦର ବୃଦ୍ଧି ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ୬ ବର୍ଷୀୟ ଶିଶୁ

ନୂଆଦିଲ୍ଲୀ, ୨ା୮:ସମ୍ପ୍ରତି ଦେଶରେ ଅତ୍ୟବଶ୍ୟକ ସାମଗ୍ରୀର ଦରଦାମ୍‌ ହୁ ହୁ ହୋଇ ବଢ଼ିଚାଲିଛି। ମୂଲ୍ୟବୃଦ୍ଧି ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ପାର୍ଲାମେଣ୍ଟ ଅଧିବେଶନରେ ବିରୋଧୀ ଏହା...

ପୁଲୱାମାରେ ସବ୍ ଇନ୍ସପେକ୍ଟରଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଜମ୍ମୁ,୧୮ ।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀଙ୍କୁ ମିଳିଛି ଆଉ ଏକ ସଫଳତା । ପୁଲୱାମାରେ ଆତଙ୍କବାଦୀମାନେ ଜଣେ ସବ ଇନ୍ସପେକ୍ଟରଙ୍କୁ ଗୁଳି କରି ହତ୍ୟା କରିଥିବା ସୂଚନା...

ମାତ୍ର ୧୨ ସେକେଣ୍ଡରେ ଧ୍ୱଂସ ହେବ ସୁପରଟେକ ଟ୍ୱିନ ଟାୱାର

ଲକ୍ଷ୍ନୌ,୨୭ ।୮: ଉତ୍ତର ପ୍ରଦେଶର ନୋଏଡାରେ ଅବୈଧ ଭାବେ ନିର୍ମାଣ କରାଯାଇଥିବା ସୁପରଟେକ ଟ୍ୱିନ ଟାୱାର୍ସକୁ ନେଇ ଏବେ ଚର୍ଚ୍ଚା । ସରକାରଙ୍କ ନିର୍ଦ୍ଦେଶ କ୍ରମରେ...

ତୃତୀୟ ଲହରରେ ମୃତ୍ୟୁ ସଂଖ୍ୟା ୬୦୦ ପ୍ରତିଶତ କମିବ !…

ନୂଆଦିଲ୍ଲୀ, ୧୦।୧ : ଓମିକ୍ରନ କାରଣରୁ କରୋନାର ତୃତୀୟ ଲହର ସଂକ୍ରମଣ ଦ୍ରୁତ ବ୍ୟାପିବାର ଆଶଙ୍କା ରହିଛି। କିନ୍ତୁ ଏହା ଦ୍ୱାରା ମୃତ୍ୟୁ ହାର, ଦ୍ୱିତୀୟ...

ପାକିସ୍ତାନକୁ ଘାରିଛି ଯୁଦ୍ଧ ନିଶା: କୃଷ୍ଣାଘାଟି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ; ଜଣେ ଭାରତୀୟ ଯବାନ ଶହୀଦ୍‌

ଶ୍ରୀନଗର,୨୦।୮: ପାକିସ୍ତାନକୁ ଏବେ ଯୁଦ୍ଧ ନିଶା ଘାରିଛି। ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ଦୁଇଦେଶ ମଧ୍ୟରେ ଉତ୍ତେଜନା ସୃଷ୍ଟି କରୁଛି। ମଙ୍ଗଳବାର...

ମୋଫେଡ ଚାଳକଙ୍କୁ ଦେଖି ଚାଲାଣ କାଟିବା ପରିବର୍ତ୍ତେ ହାତ ଯୋଡି ଦେଲା ପାଲିସ

ଚନ୍ଦୌଲି,୧୩।୯: ଉତ୍ତର ପ୍ରଦେଶରେ ଜଣେ ମୋଫେଡ ଚାଳକଙ୍କୁ ଦେଖି ଟ୍ରାଫିକ୍‌ ପୋଲିସ ଯାଞ୍ଚ କରି ଚାଲାଣ କାଟିବା ପରିବର୍ତ୍ତେ ହାତ ଯୋଡି ଦେବା ଏବେ ଚର୍ଚ୍ଚାର...

ନିଜ ଚାମ୍ବରରୁ ଏସି ହଟାଇ ଡାକ୍ତରଖାନାକୁ ଦେଲେ ଜିଲାପାଳ

ଭୋପାଳ, ୭।୬: ସାରା ଦେଶରରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ପଶୁପକ୍ଷୀଙ୍କଠାରୁ ଆରମ୍ଭ କରି ମଣିଷ ବି ଏହି ଅସହ୍ୟ ତାତିରେ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ପ୍ରଚଣ୍ଡ...

Advertisement
Archives

Model This Week