ଚିଲିକାରେ ବୁଡ଼ିଲା ଭସାପୋଲ: ଯାତ୍ରୀ ହନ୍ତସନ୍ତ

କୃଷ୍ଣପ୍ରସାଦ,(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଜହ୍ନିକୁଦାଠାରୁ ସାତପଡ଼ା ଯାତାୟତ କରୁଥିବା ଦ୍ୱିତୀୟ ଭସାପୋଲ (ଭେସେଲ)ଟି ଜହ୍ନିକୁଦା କୂଳରେ ଶୁକ୍ରବାର ବୁଡି ଯାଇଛି। ସାତପଡା ଜହ୍ନିକୁଦା ଚିଲିକାରେ ଭସାପୋଲରେ ପ୍ରତିଦିନ ଶହଶହ ଲୋକ ଯାତ୍ରା କରିଥାନ୍ତି । କୃଷ୍ଣପ୍ରସାଦ ବାସୀଙ୍କ ସମେତ ଦକ୍ଷିଣ ଓଡ଼ିଶାର ବହୁ ଯାତ୍ରୀ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି। ଯାତ୍ରୀମାନେ ସନ୍ଧ୍ୟା ୫ ଟା ହେଲେ ସାତପଡାରୁ ଜହ୍ନିକୁଦା ଏବଂ ଜହ୍ନିକୁଦାରୁ ସାତପଡାକୁ ଯାତାୟତ କରିବା ପାଇଁ ଭେସଲ ନ ଥାଏ । ଏଣୁ ଚିଲିକା ଉନ୍ନୟନ କତୃପକ୍ଷ ଗତ ୧୬.୯.୨୦୨୦ରେ ଏକ ଦ୍ୱିତୀୟ ଭେସଲ ଯାତାୟତର ବ୍ୟବସ୍ଥା କରିଥିଲେ। ତେବେ ଯାତ୍ରୀମାନେ ଶୁକ୍ରବାର ଦିନ ଜହ୍ନିକୁଦା ଘାଟରେ ପହଞ୍ଚିିବା ବେଳେ କୂଳରେ ଭେସଲଟି ପାଣିରେ ବୁଡି ଥିବା ଦେଖିଥିଲେ। ତାହା ଯାତ୍ରା ପାଇଁ ଅକ୍ଷମ ହୋଇଥିବା ବେଳେ ଅନ୍ୟ ଉପାୟ ନ ପାଇ ବିପଜ୍ଜନକ ଭାବେ ନୈାକାରେ ମଟରସାଇକେଲ ସହ ଯାତ୍ରା କରିଛନ୍ତି । ଏ ନେଇ ଲୋକେ ହନ୍ତସନ୍ତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri