ଦିଗ ଅନୁଯାୟୀ ଫଳ

ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଏହିପରି ଚାରି ଦିଗ ରହିଛି। ଆଉ ପ୍ରତି ଦିଗର କିଛି ନା କିଛି ପ୍ରଭାବ ଆମ ଜୀବନଶୈଳୀ ଓ ଘର ଉପରେ ରହିଛି ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ଅଛି; ଆସନ୍ତୁ ଜାଣିବା ସେ ସମ୍ପର୍କରେ…

* ଧନ ଓ ସମୃଦ୍ଧିର ଦେବତା କୁବେର ହେଲେ ଉତ୍ତର ଦିଗର ସ୍ବାମୀ। ସେଥିପାଇଁ ଘରର ଆଲମିରା ବା ଟ୍ରେଜେରିକୁ ଏହି ଦିଗରେ ରଖିଲେ ଘରେ କେବେ ବି ଧନର ଅଭାବ ଦେଖାଯାଇ ନ ଥାଏ।

* କିନ୍ତୁ ଯଦି ଭୁଲ୍‌ବଶତଃ ଘରର ଦକ୍ଷିଣ ଦିଗରେ ଟ୍ରେଜେରି ବା ଆଲମିରା ରହିଯାଇଛି, ତା’ହେଲେ ସେ କ୍ଷେତ୍ରରେ ଆପଣ ଆଲମିରା ଭିତରେ ମୟୂରପୁଚ୍ଛକୁ ସିଧା ଭାବେ ଠିଆ କରି ରଖିଦେବେ; ଯଦ୍ଦ୍ବାରା ଘରେ ଆଉ ଧନର ଅଭାବ ଦେଖାଯିବ ନାହିଁ।

* ଅନ୍ୟପକ୍ଷେ ଘରର ଉତ୍ତର ଦିଗରେ ଅଁଳା କିମ୍ବା ତୁଳସୀ ଗଛ ଲଗାଇବା ଦ୍ୱାରା ବି ପରିବାରର ମଙ୍ଗଳ ହେବା ସହ ଘରେ ଐଶ୍ୱର୍ଯ୍ୟ ବୃଦ୍ଧି ହୋଇଥାଏ।

* ସେହିପରି ବାସ୍ତୁଶାସ୍ତ୍ର ଅନୁସାରେ ଘରର ଶିଡ଼ିକୁ ସର୍ବଦା ଦକ୍ଷିଣ କିମ୍ବା ପଶ୍ଚିମ ଅଥବା ନୈଋତ୍ୟ କୋଣ (ଦକ୍ଷିଣ- ପଶ୍ଚିମ)ରେ ନିର୍ମାଣ କରିବା ଆବଶ୍ୟକ; ଯଦ୍ଦ୍ବାରା ଘର ଉପରେ ଏହାର ସକାରାତ୍ମକ ପ୍ରଭାବ ପଡ଼ିଥାଏ।

* ତା’ଛଡ଼ା ଘରର ଦକ୍ଷିଣ-ପୂର୍ବ କୋଣରେ ସବୁଜିମାଭରା ଚିତ୍ର ଲଗାଇବା ଦ୍ୱାରା ଘରେ ସକାରାତ୍ମକ ଉର୍ଜା ଉତ୍ପନ୍ନ ହୋଇ ଶାନ୍ତି ବଜାୟ ରହିଥାଏ ବୋଲି ବିଶ୍ୱାସ କରାଯାଏ।

 


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

ନୂଆବର୍ଷରେ BSNLର ଦମଦାର ଅଫର୍‌, ମାସେ ଯାଏ ଫ୍ରି ଇଣ୍ଟଟରନେଟ୍‌କୁ ସବୁ ମାଗଣା!

ନୂଆଦିଲ୍‌ଲୀ,୨୭।୧୨: ସୁଲଭ ରିଚାର୍ଜ ପ୍ଲାନ ସହିତ ଉପଭୋକ୍ତାମାନଙ୍କୁ ଆକର୍ଷିତ କରିଥିବା ସରକାରୀ ଟେଲିକମ କମ୍ପାନୀ BSNL, ନୂତନ ବର୍ଷ ପାଇଁ ଏକ ଚମତ୍କାର ଅଫର ଘୋଷଣା...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri