କାଙ୍ଗାଳ କରିଦେବ ବାସ୍ତୁଦୋଷ, ରୋଗରେ ପଡ଼ି ହେବେ ଖର୍ଚ୍ଚାନ୍ତ, ଜାଣିରଖନ୍ତୁ…

ଘରେ କୌଣସି ଛୋଟମୋଟ ବାସ୍ତୁଦୋଷ ଥିଲେ ଏହାର ଅନେକ କୁ-ପ୍ରଭାବ ପରିବାରର ସୁଖ, ସମୃଦ୍ଧି ଉପରେ ପଡ଼ିଥାଏ ବୋଲି ବିଶ୍ୱାସ କରାଯାଏ।ଏହି ସମସ୍ୟାର ସମାଧାନପାଇଁ ଜାଣନ୍ତୁ କିଛିଟା ସରଳ ବାସ୍ତୁ ଟିପ୍ସ…

* ରୋଷେଇ ଘର କୋଣରେ ତମ୍ବା ପାତ୍ରରେ ଗଙ୍ଗାଜଳ ରଖିବା ଦ୍ୱାରା ଘରର ଆର୍ଥିକ ପରିସ୍ଥିତି ସୁଧୁରିଥାଏ ବୋଲି ବିଶ୍ୱାସ ରହିଛି।

* ଘରର ଉତ୍ତର-ପୂର୍ବ ଦିଗରେ ମା’ ଲକ୍ଷ୍ମୀଙ୍କ ଫଟୋ ଲଗାଇ ନିୟମିତ ପୂଜାର୍ଚ୍ଚନା କଲେ ସୁଖସମୃଦ୍ଧି ବୃଦ୍ଧି ପାଏ।

* ଉତ୍ତର ଦିଗରେ ଶୁଆ ଫଟୋ ଲଗାଇବା ବି ଶୁଭ। ଏହା ପିଲାଙ୍କ ଏକାଗ୍ରତା ବଢ଼ାଇବାରେ ସହାୟକ ହୋଇଥାଏ।

* ଘରର ମୁଖିଆ ନିୟମିତ ଭଗବାନ ଶିବ ଓ ଚନ୍ଦ୍ର ଦେବଙ୍କର ମନ୍ତ୍ର ଉଚ୍ଚାରଣ କଲେ ସୁଖ, ଶାନ୍ତି ବୃଦ୍ଧିପାଏ ବୋଲି ବିଶ୍ୱାସ ରହିଛି।

* ପୂର୍ବମୁଖୀ ଘରର ମୁଖ୍ୟଦ୍ୱାରରେ ସୂର୍ଯ୍ୟଯନ୍ତ୍ର ସ୍ଥାପନା କରି ପୂଜା କଲେ ପରିବାରର ଶୁଭ ହୁଏ।

* ଘରର ମଧ୍ୟଭାଗରେ ଯେତେ କମ୍‌ ଜିନିଷ ରଖିବେ ସେତେ ଭଲ। ନଚେତ୍‌ ଏହା ଘର ମଧ୍ୟକୁ ପ୍ରବେଶ କରୁଥିବା ସକାରାତ୍ମକ ଊର୍ଜାକୁ ବାଧା ଦେଇଥାଏ।

* ଦର୍ପଣକୁ ଘରର ଉତ୍ତର କିମ୍ବା ପୂର୍ବ ଦିଗରେ ଲଗାଇଲେ ଆୟ ଓ ଧନ ବୃଦ୍ଧି ପାଇଥାଏ।

* ଘରର ମୁଖ୍ୟ ଦ୍ୱାରରେ କଳା ଘୋଡ଼ାର ନାଲ ଲଗାଇବା ବି ଶୁଭଫଳ ଦେଇଥାଏ।

* ରୋଷେଇ ଘର ଏବଂ ବାଥ୍‌ରୁମ୍‌ ସାମ୍ନାସାମ୍ନି ରହିବା ଆଦୌ ଠିକ୍‌ ନୁହେଁ। ଏହାଦ୍ୱାରା ପରିବାର ଲୋକଙ୍କର ବାରମ୍ବାର ଦେହ ଖରାପ ହୁଏ ବୋଲି ବିଶ୍ୱାସ ରହିଛି।

* କାଚ ବାଉଲ୍‌ରେ ଲୁଣ ନେଇ ବାଥ୍‌ରୁମ୍‌ରେ ରଖିଲେ ନକାରାତ୍ମକ ଶକ୍ତି ଦୂର ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri