ଘର ପାଇଁ ବାସ୍ତୁ, ମାନିଲେ ହୋଇଥାଏ ସୁଖଶାନ୍ତି ବୃଦ୍ଧି…

ବାସ୍ତୁଶାସ୍ତ୍ରର କିଛିଟା ଛୋଟମୋଟ କଥାକୁ ମାନିଲେ କିପରି ଘରେ ସୁଖଶାନ୍ତି ବୃଦ୍ଧି ହୋଇଥାଏ, ଆସନ୍ତୁ ଜାଣିବା ସେ ସମ୍ପର୍କରେ…
* ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଛୋଟ ସାଇଜ୍‌ର ଫୁଆରା ହେଉ ଅବା ଆକ୍ୱାରିୟମ୍‌ରେ ସୁନେଲି ରଙ୍ଗର ମାଛ ରଖିବା କିମ୍ବା କାନ୍ଥରେ ବୋହି ଯାଉଥିବା ନଦୀର ଚିତ୍ର ଲଗାଇବା ଅତ୍ୟନ୍ତ ଶୁଭ ହୋଇଥାଏ। କୁହାଯାଏ, ଏହାଦ୍ୱାରା ଘରେ କୁଆଡ଼େ ସୁଖସମୃଦ୍ଧି ଓ ଧନ ବୃଦ୍ଧି ହୋଇଥାଏ।

* ସୁଖଶାନ୍ତି ପାଇଁ ପ୍ରତିଦିନ ଘରେ କର୍ପୂର ଦୀପ ଜଳାଇପାରିବେ। ଚନ୍ଦନ ଧୂପକାଠିର ମହକ ବି ଘରୁ ନକାରାତ୍ମକ ଊର୍ଜ୍ଜା କମ୍‌ କରିଥାଏ ବୋଲି ବିଶ୍ୱାସ ରହିଛି।

* ତେଜପତ୍ର ଜଳାଇବା ଦ୍ୱାରା ବି ଘରୁ ନକାରାତ୍ମକ ଶକ୍ତି ଦୂର ହୋଇଥାଏ ବୋଲି ବିଶ୍ୱାସ କରାଯାଏ।

* କଲିଂ ବେଲ୍‌କୁ ଘରର ମୁଖ୍ୟଦ୍ୱାର ପାଖରେ ଲଗାଇବା ଦରକାର। ଆଉ ଏହାକୁ ବଜାଇଲେ ମଧୂର ସଂଗୀତ ଯେମିତି ବାଜୁଥିବ ସେଥିପ୍ରତି ନଜର ଦେବା ବି ଆବଶ୍ୟକ। କେବଳ ସେତିକି ନୁହେଁ, ଘରେ ପ୍ରତିଦିନ କିଛି କିଛି ସମୟ ଧାର୍ମିକ ମନ୍ତ୍ର ଶୁଣିବା ମଧ୍ୟ ଶୁଭ ହୋଇଥାଏ।

* ଘରର ମୁଖ୍ୟଦ୍ୱାରରେ କେବେ ବି କଳା ରଙ୍ଗର ପ୍ରଯୋଗ କରିବା ଉଚିତ୍‌ ନୁହେଁ।

* ସେହିପରି ସିଡ଼ି ତଳେ କେବେ ବି ପୂଜାଘର କିମ୍ବା ରୋଷେଇ ଘର କରିବା ଶୁଭ ନୁହେଁ।

* ଘରେ କୌଣସି ପରିତ୍ୟକ୍ତ ଜିନିଷକୁ ସାଇତି ରଖିବା ବି ଠିକ୍‌ ନୁହେଁ। ଏହା ବାସ୍ତୁଦୋଷକୁ ଅଧିକ ସକ୍ରିୟ କରାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri