ଦିଗ ଅନୁଯାୟୀ ଫଳ

ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଏହିପରି ଚାରି ଦିଗ ରହିଛି। ଆଉ ପ୍ରତି ଦିଗର କିଛି ନା କିଛି ପ୍ରଭାବ ଆମ ଜୀବନଶୈଳୀ ଓ ଘର ଉପରେ ପଡିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ଅଛି; ଆସନ୍ତୁ ଜାଣିବା ସେ ସମ୍ପର୍କରେ…

* ଦେବାଦେବୀଙ୍କର ମୂର୍ତ୍ତି ହେଉ ଅବା ଫଟୋକୁ ଘରର ପୂର୍ବ ଦିଗରେ ଏପରି ସ୍ଥାପନା କରିବେ, ଯେମିତିକି ତାଙ୍କ ମୁଖ ପଶ୍ଚିମ ଦିଗ ଆଡକୁ ଏବଂ ପୂଜା କରିବା ସମୟରେ ଆପଣଙ୍କ ମୁହଁ ପୂର୍ବ ଦିଗ ଆଡକୁ ରହୁଥିବ। ଏପରି କଲେ ଘରେ ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

* ଘରର ଦକ୍ଷିଣ-ପୂର୍ବ କୋଣରେ ସବୁଜିମାଭରା ଚିତ୍ର ଲଗାଇବା ଦ୍ୱାରା ଘରେ ସକାରାତ୍ମକ ଉର୍ଜା ଉତ୍ପନ୍ନ ହୋଇ ଶାନ୍ତି ବଜାୟ ରହିଥାଏ ବୋଲି ବିଶ୍ୱାସ କରାଯାଏ।

* ଘରର ଉତ୍ତର ଦିଗରେ ଅଁଳା କିମ୍ବା ତୁଳସୀ ଗଛ ଲଗାଇବା ଦ୍ୱାରା ବି ପରିବାରର ମଙ୍ଗଳ ହେବା ସହ ଘରେ ଐଶ୍ୱର୍ଯ୍ୟ ବୃଦ୍ଧି ହୋଇଥାଏ।

* ଘଣ୍ଟାକୁ ସର୍ବଦା ଘରର ପୂର୍ବ, ପଶ୍ଚିମ ଅଥବା ଉତ୍ତର ଦିଗର କାନ୍ଥରେ ଲଗାଇବା ଦରକାର। ଯେହେତୁ ଦକ୍ଷିଣ ଦିଗ ହେଉଛି ଯମରାଜଙ୍କର ଦିଗ ତେଣୁ ସେହି ଦିଗରେ ଘଣ୍ଟା ନ ଲଗାଇବା ଉଚିତ୍‌। କାରଣ ଏହାଦ୍ୱାରା ଘରର ସଦସ୍ୟଙ୍କ ଉପରେ ନକାରାତ୍ମକ ପ୍ରଭାବ ପଡିଥାଏ। ଖାସ୍‌ କରି ଆୟୁ ଓ ସ୍ବାସ୍ଥ୍ୟହାନୀର ଏହା କାରଣ ସାଜିଥାଏ।

* ଉତ୍ତର ଦିଗକୁ ମୁହଁ କରି ପାଠପଢିଲେ ପାଠ ଭଲ ମନେ ରହିଥାଏ। ସେହିପରି ପୂର୍ବ ଦୁଗକୁ ମଧ୍ୟ ମୁହଁ କରି ପାଠ ପଢିଲେ ଶୁଭଫଳ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

୧୦୦ ବର୍ଷ ପରେ ଏଥର ନବରାତ୍ରିରେ ଦୁର୍ଲଭ ଯୋଗ: ଜାଣନ୍ତୁ କେଉଁ ରାଶି ଉପରେ ପଡ଼ିବ ପ୍ରଭାବ

ଚଳିତବର୍ଷ ଶାରଦୀୟ ନବରାତ୍ରି ଅକ୍ଟୋବର ୧୧, ୨୦୨୬ରେ କଳସ ସ୍ଥାପନ ସହିତ ଆରମ୍ଭ ହେଉଛି। ଏହା ଅକ୍ଟୋବର ୧୯ରେ ଶେଷ ହେବ। ଅକ୍ଟୋବର ୨୦ରେ ବିଜୟାଦଶମୀ ବା…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ! ୨୨ ଦିନ ଏହି ୪ ରାଶି ପାଇଁ ଖୋଲିବ ଭାଗ୍ୟର ଦ୍ୱାର

ପଞ୍ଚାଙ୍ଗ ଅନୁସାରେ, ସାହସ ଓ ପରାକ୍ରମର କାରକ ଗ୍ରହ ମଙ୍ଗଳ ୨ ସେପ୍ଟେମ୍ବର ୨୦୨୬, ବୁଧବାର ଦିନ ଆର୍ଦ୍ରା ନକ୍ଷତ୍ରରୁ ପୁନର୍ବସୁ ନକ୍ଷତ୍ରରେ ପ୍ରବେଶ କରିଛନ୍ତି ।…

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ରୁଟିରେ ଘିଅ ଲଗାଇ ଖାଇଲେ ଭଲ ହୁଏ ଏହି ରୋଗ! ଜାଣନ୍ତୁ ଏହାର ୫ଟି ବଡ଼ ଫାଇଦା

ଭାରତୀୟ ଘରେ ଶତାବ୍ଦୀ ଧରି ରୁଟିରେ ଘିଅ ଲଗାଇ ଖାଇବାର ପରମ୍ପରା ରହିଆସିଛି। ଦାଦୀ-ନାନୀମାନେ ମଧ୍ୟ ରୁଟିରେ ଘିଅ ଲଗାଇ ଖାଇଲେ ଶରୀର ମଜବୁତ ରହିବା ସହ…

ଶନି-ମଙ୍ଗଳଙ୍କ ଦୁର୍ଲଭ ସଂଯୋଗ, ୪ ରାଶିଙ୍କୁ ମିଳିବ ବଡ଼ ସଫଳତା, ଯାଚିକି ଟଙ୍କା ଦେବେ…

ବର୍ତ୍ତମାନ, ମଙ୍ଗଳ ମିଥୁନ ରାଶିରେ ଏବଂ ଶନି ମୀନ ରାଶିରେ ଅଛନ୍ତି । ଦୁଇଟି ଗ୍ରହ ପରସ୍ପର ସହ ଏକ ୯୦-ଡିଗ୍ରୀ କୋଣ ଗଠନ କରିଥାନ୍ତି ।…

ଆଜି ନା କାଲି? କେବେ ପାଳନ କରାଯିବ କୃଷ୍ଣ ଜନ୍ମାଷ୍ଟମୀ, ଜାଣନ୍ତୁ ତାରିଖକୁ ନେଇ ଥିବା ଦ୍ୱନ୍ଦ୍ୱ…

କୃଷ୍ଣ ଜନ୍ମାଷ୍ଟମୀ ବା ଜନ୍ମବାର୍ଷିକୀ ପାଇଁ ଆଉ ମାତ୍ର ଗୋଟିଏ ଦିନ ବାକି ଅଛି । ଏହାର ଅର୍ଥ ହେଉଛି ଜନ୍ମାଷ୍ଟମୀ ଶୁକ୍ରବାର ଅର୍ଥାତ୍ ସେପ୍ଟେମ୍ବର ୪…

ଆଜି ସକାଳୁ ବୃଷ ରାଶିରେ ପ୍ରବେଶ କଲେ ଚନ୍ଦ୍ର: ମେଷ ସମେତ ୪ ରାଶିଙ୍କ ଜୀବନରେ ଆସିବ ବଡ଼ ଖବର, ପଢନ୍ତୁ କ’ଣ ଘଟିବ…

ଜ୍ୟୋତିଷ ଶାସ୍ତ୍ରରେ ଚନ୍ଦ୍ରଦେବଙ୍କୁ ମନ, ମାତା ଓ ଅର୍ଥର କାରକ ଭାବେ ବିବେଚନା କରାଯାଏ। ୩ ସେପ୍ଟେମ୍ବର ୨୦୨୬ରେ ଚନ୍ଦ୍ରମା ମେଷ ରାଶିରୁ ବାହାରି ନିଜର ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri