ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଁ ବାସ୍ତୁ ଉପାୟ, ଆପଣାଇଲେ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି କିଛି ବିଶେଷ ଉପାୟ ରହିଛି; ଯାହାକୁ ଆପଣାଇଲେ ଘରେ ସୁଖସମୃଦ୍ଧି ବୃଦ୍ଧି ହେବା ସହ ସମ୍ପର୍କରେ ନିବିଡ଼ତା ଆସିଥାଏ। ତା’ସହିତ ଅନେକ ବାଧାବିଘ୍ନରୁ ମଧ୍ୟ ସୁରକ୍ଷା ମିଳିଥାଏ…

* ପ୍ରତିଦିନ ତୁଳସୀ ଚଉରାରେ ଜଳପ୍ରଦାନ କରିବା ସହ ସନ୍ଧ୍ୟାବେଳେ ଚଉରା ମୂଳରେ ଦୀପ ଜାଳିଲେ ମାତା ଲକ୍ଷ୍ମୀ ପ୍ରସନ୍ନ ହୋଇଥାନ୍ତି। ଏହି କାର୍ଯ୍ୟ ନିଷ୍ଠାର ସହ କଲେ ଜୀବନରେ ଧନ ଓ ସୁଖଶାନ୍ତିର ଅଭାବ କେବେ ବି ଦେଖାଯାଏ ନାହିଁ।
* ଘରର ଉତ୍ତର-ପୂର୍ବ କୋଣରେ କୁବେର ଯନ୍ତ୍ର ସ୍ଥାପନା କରିବା ମଙ୍ଗଳଦାୟକ ହୋଇଥାଏ। ହେଲେ କେବଳ କୁବେର ଯନ୍ତ୍ର ସ୍ଥାପନା କରିଦେଲେ ତ ହେବନି ବୁଝିବିଚାରି ଧନକୁ ଠିକ୍‌ ବାଟରେ ଖର୍ଚ୍ଚ କଲେ ହିଁ ପ୍ରକୃତ ସୁଖ ମିଳେ ବୋଲି ବିଶ୍ୱାସ ରହିଛି।
* ଆର୍ଥିକ ସ୍ଥିତିକୁ ଦୃଢ଼ କରିବା ପାଇଁ ପ୍ରତିଦିନ ଘରର ଉତ୍ତର-ପୂର୍ବ କୋଣରେ ଗଙ୍ଗାଜଳ ଛିଞ୍ଚତ୍ବା ଶୁଭଙ୍କର ହୋଇଥାଏ। ମାନ୍ୟତା ରହିଛି, ଏପରି କଲେ ଘରେ ସକାରାତ୍ମକ ଊର୍ଜା ବି ବଢ଼ିଥାଏ।
* ସେହିପରି ଧନସମ୍ପତ୍ତି ବୃଦ୍ଧି କରିବା ପାଇଁ ଘରର ଦକ୍ଷିଣ-ପଶ୍ଚିମ କୋଣରେ ଆଲମାରି ହେଉ ଅଥବା ଟ୍ରେଜେରିକୁ ଏମିତି ରଖିବେ, ଯେମିତି ଏହାର ମୁହଁ ଉତ୍ତର ଦିଗ ଆଡକୁ ରହୁଥିବ। ଏହି ଉପାୟ ବି ମଣିଷ ଜୀବନରେ ଅନେକ ସକାରାତ୍ମକ ପ୍ରଭାବ ପକାଇଥାଏ।
* ଘରର ଉତ୍ତର-ପୂର୍ବ ଦିଗରେ ଭାରି ଆସବାବପତ୍ର କିମ୍ବା ଚପଲ ଷ୍ଟାଣ୍ଡ ରଖିବା ଆଦୌ ଠିକ୍‌ ନୁହେଁ। ଏହାଦ୍ୱାରା ବି ଘରେ ନକାରାତ୍ମକ ଊର୍ଜା ସୃଷ୍ଟି ହୋଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri