Posted inଫୁରସତ

ବସୁଧୈବ କୁଟୁମ୍ବକମ୍‌

ବିଶ୍ୱରେ ସମସ୍ତଙ୍କ ମଧ୍ୟରେ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ବ୍ୟବସ୍ଥା ସୃଷ୍ଟି ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ଦ୍ୱାରା ବସୁଧୈବ କୁଟୁମ୍ବକମ ଉଦ୍ଦେଶ୍ୟ ସଫଳ ହୋଇ ପାରିବ। ବିଶ୍ୱ ସ୍ବାଧୀନତା ଦିବସ ହେଉଛି ବର୍ଲିନ ପ୍ରାଚୀରର ପତନ ଏବଂ କେନ୍ଦ୍ରୀୟ ତଥା ପୂର୍ବ ୟୁରୋପରେ କମ୍ୟୁନିଷ୍ଟ ଶାସନର ସମାପ୍ତିକୁ ସ୍ମରଣ କରିବା ପାଇଁ ତତ୍କାଳୀନ ରାଷ୍ଟ୍ରପତି ଜର୍ଜ ଡବ୍ଲ୍ୟୁ ବୁଶଙ୍କ ସମୟରେ ୨୦୦୧ ରେ ଆରମ୍ଭ ହୋଇଥିବା ଏକ କାର୍ଯ୍ୟକ୍ରମ। ଏହା ପ୍ରତିବର୍ଷ ନଭେମ୍ବର ୯ ରେ ପାଳନ କରାଯାଇ ଆସୁଛି।
ଏହି ଅବସରରେ, ୟଙ୍ଗ ଆମେରିକାର ଫାଉଣ୍ଡେସନ ଏବଂ କଲେଜ ରିପବ୍ଲିକାନ୍ସ ଭଳି ରକ୍ଷଣଶୀଳ ଯୁବ ଗୋଷ୍ଠୀମାନଙ୍କୁ ଏହି ଦିନକୁ ସ୍ମରଣ କରିବାକୁ ଅନୁରୋଧ କରିଥାନ୍ତି। ଯାହା କମ୍ୟୁନିଷ୍ଟ ଉପରେ ବିଜୟ ଉତ୍ସବ ପାଳନ ପାଇଁ ଉଦ୍ଦିଷ୍ଟ। ଅନେକ ରାଜନୈତିକ ସମୀକ୍ଷକ ତଥା କାର୍ଯ୍ୟକର୍ତ୍ତା ବିଶ୍ୱ ସ୍ବାଧୀନତା ଦିବସକୁ ଏକ ଉତ୍ସବ ଭାବରେ ପାଳନ କରନ୍ତି।
ସେମାନେ ରାଷ୍ଟ୍ରପତି ରୋନାଲ୍ଡ ରେଗାନଙ୍କୁ ସୋଭିଏତ ୟୁନିଅନର ପତନ ଏବଂ ଶୀତଳ ଯୁଦ୍ଧର ସମାପ୍ତି ପାଇଁ ଦାୟୀ ବୋଲି ବିବେଚନା କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜଶାଳାରେ ସରସ୍ବତୀ ମନ୍ଦିର ଥିଲା: ହାଇକୋର୍ଟ

ଇନ୍ଦୋର,୧୬ା୫: ମଧ୍ୟପ୍ରଦେଶ ଧାର ଜିଲାରେ ଥିବା ବିବାଦୀୟ ଭୋଜଶାଳା କମ୍ପ୍ଲେକ୍ସ ଦେବୀ ସରସ୍ବତୀଙ୍କୁ ସମର୍ଥତ୍ତ ଏକ ମନ୍ଦିର ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଶୁକ୍ରବାର ଘୋଷଣା କରିଛନ୍ତି। ମସ୍‌ଜିଦ…

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି…

ବଫେଟ୍‌, ଷ୍ଟିଫେନ୍‌ଙ୍କ ସହ ଖାଇବାକୁ ୯୦ ଲକ୍ଷ ଡଲାର

ନ୍ୟୁୟର୍କ, ୧୬ା୫ : ଆମେରିକାର ବିଶିଷ୍ଟ ପୁଞ୍ଜି ନିବେଶକ ୱାରେନ ବଫେଟ୍‌ ଏବଂ ବାସ୍କେଟବଲ୍‌ ତାରକା ଷ୍ଟିଫେନ୍‌ କରିଙ୍କ ସହ ମଧ୍ୟାହ୍ନଭୋଜନ କରିବା ପାଇଁ ଜଣେ ବ୍ୟକ୍ତି…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ                     

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ : ତାଲିମ ନେଲେ…

ଦିଗପହଣ୍ଡି,୧୫ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଗତ ୫ ତାରିଖ ଠାରୁ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ: କେଏସୟୁବିର ବଡ଼ ସଫଳତା

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଯୁକ୍ତ ୩ ଶେଷ ବର୍ଷ (ସ୍ନାତକ) କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷାଫଳ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଏଥିରେ ଭଞ୍ଜନଗର କବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri