Posted inଫୁରସତ

ବସୁଧୈବ କୁଟୁମ୍ବକମ୍‌

ପୃଥିବୀ ଏକ ବଡ଼ ପରିବାର। ବସୁଧୈବ କୁଟୁମ୍ବକମ୍‌ ଆଧାରରେ ବିଭିନ୍ନ ଦେଶ-ଦେଶ ମଧ୍ୟରେ ସହଯୋଗ ଦ୍ୱାରା ବିକାଶ ସମ୍ଭବ ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଦକ୍ଷିଣ-ଦକ୍ଷିଣ ସହଯୋଗ ପାଇଁ ମିଳିତ ଜାତିସଂଘ ଦିବସ ପ୍ରତିବର୍ଷ ସେପ୍ଟେମ୍ବର ୧୨ରେ ପାଳିତ ହୋଇଥାଏ। ପୂର୍ବରୁ ଏହି ଦିବସ ଡିସେମ୍ବର ୧୯ରେ ପାଳିତ ହେଉଥିଲା। ମିଳିତ ଜାତିସଂଘର ଦକ୍ଷିଣ-ଦକ୍ଷିଣ ସହଯୋଗ ଦିବସର ତାରିଖ ୨୦୧୧ରେ ସେପ୍ଟେମ୍ବର ୧୨କୁ ଘୁଞ୍ଚାଇ ଦିଆଯାଇଥିଲା। ବିକାଶଶୀଳ ଦେଶମାନଙ୍କ ମଧ୍ୟରେ ବୈଷୟିକ ସହଯୋଗ ଲାଗି ସଚେତନତା ବୃଦ୍ଧି ପାଇଁ ଏହି ଦିବସ ପାଳିତ ହୋଇଥାଏ।
ଦକ୍ଷିଣରେ ଥିବା ଅଞ୍ଚଳ ଏବଂ ଦେଶଗୁଡ଼ିକ ଦ୍ୱାରା ନିକଟ ଅତୀତରେ ହୋଇଥିବା ଅର୍ଥନୈତିକ, ସାମାଜିକ ଏବଂ ରାଜନୈତିକ ବିକାଶକୁ ଏହି ଅବସରରେ ସ୍ମରଣ କରାଯାଇଥାଏ। ବ୍ୟକ୍ତିବିଶେଷ ଏବଂ ସଙ୍ଗଠନଗୁଡ଼ିକ ପାଇଁ ଦକ୍ଷିଣ-ଦକ୍ଷିଣ ସହଯୋଗର ଗୁରୁତ୍ୱ ଉପରେ ସହମତ ହେବା, ଉତ୍ତର-ଦକ୍ଷିଣ ସହଯୋଗକୁ ପୂର୍ଣ୍ଣ କରିବା, ସ୍ବଳ୍ପ ଆୟକାରୀ ଦେଶଗୁଡ଼ିକୁ ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟତା କରିବା ପାଇଁ ଏହି ଦିବସ ଅବସରରେ ସଚେତନତା ସୃଷ୍ଟି କରାଯାଇଥାଏ।
ଏହି ଦିନ ବିଭିନ୍ନ ଦେଶର ରାଜନୈତିକ ନେତାମାନେ ବିକାଶଶୀଳ ଦେଶଗୁଡ଼ିକରେ ଦକ୍ଷିଣ-ଦକ୍ଷିଣ ସହଯୋଗ ପ୍ରତି ପ୍ରତିବଦ୍ଧତା ଉପରେ ସମ୍ପର୍କକୁ ସୁଦୃଢ଼ କରିବା ପାଇଁ ଜାତିସଂଘର ନେତାଙ୍କ ସହ କାର୍ଯ୍ୟ କରିବାରେ ସେମାନଙ୍କର ଲକ୍ଷ୍ୟକୁ ନିଶ୍ଚିତ କରିଥାଆନ୍ତି। ଭାଷଣ, କାର୍ଯ୍ୟ ଯୋଜନା, ସ୍ବତନ୍ତ୍ର ସେମିନାର କିମ୍ବା ଆଲୋଚନାଚକ୍ର କିମ୍ବା ପ୍ରେସ୍‌ ଘୋଷଣା ମାଧ୍ୟମରେ ଏହା କରାଯାଇଥାଏ। ସାମାଜିକ କିମ୍ବା ରାଜନୈତିକ ବିଜ୍ଞାନ କ୍ଷେତ୍ରରେ ଶିକ୍ଷାବିତ୍‌ମାନେ ଶ୍ରେଣୀଗୃହ କାର୍ଯ୍ୟକଳାପ ମାଧ୍ୟମରେ ଏକ ସଚେତନତା ସୃଷ୍ଟି କରିବାର ପ୍ରୟାସ ମଧ୍ୟ କରିଥା’ନ୍ତି।
କରୋନା ମହାମାରୀ ସମୟରେ ବିଭିନ୍ନ ଦେଶର ସହଯୋଗରେ ପୃଥିବୀ ଏକ ପରିବାର ଭଳି ଲଢ଼ିଥିଲା। ଏହା ସୁଫଳ ମିଳିଥିଲା। କରୋନା ପରାସ୍ତ ହୋଇଥିଲା। ଏହି ଦିବସରେ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ବିଭିନ୍ନ ଦେଶରେ ଅନୁଷ୍ଠିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

କର୍କଟ ରାଶିରେ ସୃଷ୍ଟି ହେଲା ଦୁର୍ଲଭ ଚତୁର୍ଗ୍ରହ ଯୋଗ: ଏହି ୪ ରାଶିଙ୍କ ପାଇଁ ଖୋଲିଯିବ ଧନଲାଭର ନୂଆ ଦ୍ୱାର

ଆଜି ୧୧ ଅଗଷ୍ଟ, ୨୦୨୬ରେ ସାବନ ଶିବରାତ୍ରି ଅବସରରେ ଆକାଶରେ ଏକ ବିଶେଷ ଗ୍ରହ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ କର୍କଟ ରାଶିରେ ସୂର୍ଯ୍ୟ, ଗୁରୁ,…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ବଢିଲା ଚାମେଲିଙ୍କ ଅଡୁଆ: ହାଇକୋର୍ଟ ଦେଲେ ଏମିତି ନିର୍ଦ୍ଦେଶ

କେନ୍ଦ୍ରାପଡା,୧୧।୮: କେନ୍ଦ୍ରାପଡ଼ା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସଙ୍ଗରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ ପ୍ରକ୍ରିୟା ଜାରି ରହିବ। ହେଲେ ବିନା ଅନୁମତିରେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri