ରୋଜଗାର ନିଶ୍ଚିତ ସମେତ ସ୍ବଚ୍ଛତା ଆଣିବ ଭିବି-ଜି ରାମ ଜି ଆଇନ-୨୦୨୫

ରାଇକିଆ,୧୫।୧(ପ୍ରଦୀପ ବେହେରା): ଏମଜିଏନଆର୍‌ଇଜିଏର ଜଟିଳତା ଏବଂ ସ୍ବଚ୍ଛତାର ଅଭାବ ଯୋଗୁ ଏହାର ପ୍ରକୃତ ଲକ୍ଷ୍ୟ ସାଧନ ହେବାରେ ବିଫଳ ହେଉଥିବାରୁ ଏହାକୁ ଏକ ନୂତନ ପରିଭାଷା ପ୍ରଦାନ କରି ଭିବି-ଜି ରାମ ଜି ଆଇନ-୨୦୨୫ କାର୍ଯ୍ୟକାରୀ କରିଛନ୍ତି । ନୂତନ ଭାବେ କାର୍ଯ୍ୟକାରୀ ହୋଇଥିବା ଏହି ଯୋଜନା ସମ୍ପର୍କରେ ଏକ ଖବରଦାତା ସମ୍ମିଳନୀରେ ଭାଜପା ଜିଲା ସଭାପତି ପଣ୍ଡିତ ବିଶ୍‌ ମାଝୀ ବିସ୍ତୃତ ସୂଚନା ଦେଇଛନ୍ତି ।
୧୨୫ ଦିନର ଗ୍ୟାରେଣ୍ଟି ନିଯୁକ୍ତି, ବେରୋଜଗାରୀ ଭତ୍ତା ପାଇଁ ବ୍ୟବସ୍ଥା, ଗ୍ରାମସଭା ଦ୍ବାରା ବିକଶିତ ଗ୍ରାମ ପାଞ୍ଚାୟତ ଯୋଜନା, ଠିକ ସମୟରେ ମଜୁରୀ ପ୍ରଦାନ ଏବଂ ବିଳମ୍ବ ପାଇଁ କ୍ଷତିପୂରଣ ସୁନିଶ୍ଚିତ, ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ସଶକ୍ତିକରଣ, ନୂତନ ଗ୍ରାମୀଣ ବିକାଶ ଢାଞ୍ଚା, ମୁଖ୍ୟ କୃଷି ଋତୁରେ କୃଷି ଶ୍ରମିକଙ୍କ ଉପଲବ୍ଧତା ସୁନିଶ୍ଚିତ କରିବା, ଅର୍ଥ ବାଟମାରଣା ରୋକିବା ସହ ସ୍ବଚ୍ଛତା ଆଣିବା, ସାର୍ବଜନୀନ କାମର ବିଷୟ ଗତ ପ୍ରାଥମିକତା ନିର୍ଦ୍ଧାରଣକୁ ବିଶେଷତା ଦିଆଯାଇଥିବା ପ୍ରକାଶ କରିଥିଲେ।
ଏହାକୁ ଜିଲାସ୍ତରରେ ସଚେତନତା କରାଯିବା ସହ ପରବର୍ତ୍ତୀ ସମୟରେ ମଣ୍ଡଳ ଏବଂ ପଞ୍ଚାୟତ ସ୍ତରରେ ଏବଂ ତୃଣମୂଳ ସ୍ତରରେ କୃଷକ ଓ ଶ୍ରମିକମାନଙ୍କୁ ମଧ୍ୟ ଏହାର ନୂତନ ରୂପାନ୍ତରଣ ସମ୍ପର୍କରେ ଜନ ସଚେତନ କରାଯିବ ବୋଲି ସୁଚନା ଦେଇଥିଲେ । ସମ୍ମିଳନୀରେ ଜିଲା ସଭାପତିଙ୍କ ସମେତ ଜିଲା ସମ୍ପାଦକ ସୁକାନ୍ତ କୁମାର ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସନ୍ତୋଷ ଲେଙ୍କା, ବ୍ଳକ ଅଧ୍ୟକ୍ଷା ରୀନା ପ୍ରଧାନ, ରାଇକିଆ ସରପଞ୍ଚ ଗୀତାଞ୍ଜଳୀ ନାୟକ, ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ମଣ୍ଡଳ ସମ୍ପାଦକ ସନକ ଦିଗାଲ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

‘ମୁଖ୍ୟମନ୍ତ୍ରୀ ବସ୍‌’ ଅଟକାଇ ଚାଳକଙ୍କୁ ଠେଙ୍ଗା ଦେଖାଇ ଧମକ: ଭିଡିଓ ଭାଇରାଲ୍‌ ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପ୍ରତାପଗିରି ଗ୍ରାମରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ (MBS) ଯୋଜନାରେ ଚାଲୁଥିବା ଏକ ସରକାରୀ…

୯ମ ଶ୍ରେଣୀ ଛାତ୍ରୀଙ୍କୁ ବେଙ୍ଗାଲୁରୁ ନେଇ ଅପହରଣ ପରେ ବଳାତ୍କାର: ୨ ବର୍ଷ ପରେ ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି, ୧୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର କରିବା ଘଟଣାରେ ପୋଲିସକୁ ଏକ ବଡ଼…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri