Posted inଖେଳ

ସେମିଫାଇନାଲରେ ଭେକିକ୍‌

ଲଣ୍ଡନ, ୧୦।୭: କ୍ରୋଏସିଆର ଡୋନା ଭେକିକ୍‌ ଚଳିତ ଓ୍ବିମ୍ବେଲଡନ ଗ୍ରାଣ୍ଡସ୍ଲାମ ମହିଳା ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ସେ ନ୍ୟୁଜିଲାଣ୍ଡ ଜନ୍ମିତ ସୁଇସ୍‌ ପ୍ରଫେଶନାଲ ଲୁଲୁ ରାଡୋଭକିକ୍‌ଙ୍କୁ ୫-୭, ୬-୪, ୬-୧ ସେଟ୍‌ରେ ପରାସ୍ତ କରିଛନ୍ତି। ପ୍ରଥମ ସେଟ୍‌ରେ ପରାଜୟ ସତ୍ତ୍ୱେ ଚାପର ବଶବର୍ତ୍ତୀ ନ ହୋଇ ଭେକିକ୍‌ ସଫଳ ପ୍ରତ୍ୟାବର୍ତ୍ତନ କରି ପରବର୍ତ୍ତୀ ୨ଟି ସେଟ୍‌ ଜିତିଥିଲେ। କୌଣସି ଗ୍ରାଣ୍ଡସ୍ଲାମର ସେମିଫାଇନାଲରେ ପ୍ରବେଶ କରିବା ଭେକିକ୍‌ଙ୍କ ପାଇଁ ଏହା ପ୍ରଥମ। ୨୦୧୯ ୟୁଏସ୍‌ ଓପନ ଏବଂ ୨୦୨୩ ଅଷ୍ଟ୍ରେଲିଆନ ଓପନ କ୍ୱାର୍ଟରଫାଇନାଲ ଖେଳିବା ଏହା ପୂର୍ବରୁ ତାଙ୍କର ସର୍ବଶ୍ରେଷ୍ଠ ପ୍ରଦର୍ଶନ ଥିଲା। ତେବେ ଏହି ୨ଟି ଯାକ ଟୁର୍ନାମେଣ୍ଟରେ ସେ କ୍ୱାର୍ଟର ଫାଇନାଲରୁ ହାରି ବିଦାୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କାହିଁକି ପାଣ୍ଡ୍ୟା ହେଲେ ନାହିଁ ଅଧିନାୟକ; ଖୁଲାସା କଲେ ଅଗରକର

ନୂଆଦିଲ୍ଲୀ,୨୨ା୭: ଟି20 ବିଶ୍ୱକପରେ ଉପ ଅଧିନାୟକ ଥିବା ହାର୍ଦିକ ପାଣ୍ଡ୍ୟାଙ୍କୁ ଶ୍ରୀଲଙ୍କା ଗସ୍ତ ପାଇଁ ଅଧିନାୟକ ପଦ ନ ମିଳିବା ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ...

ମୁଁ ଗୁରୁତ୍ୱପୂର୍ଣ୍ଣ ନୁହେଁ: କାହିଁକି ଏମିତି କହିଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ସୋମବାର ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ଏହି...

ୟୁଏଇକୁ ହରାଇଲା ଭାରତର ଦ୍ୱିତୀୟ ବିଜୟ

ଡାମ୍ବୁଲା,୨୧ା୭: ମହିଳା ଏସିଆ କପ୍‌ କ୍ରିକେଟ ଟି୨୦ରେ ରବିବାର ୟୁଏଇ ବିପକ୍ଷରେ ଭାରତ ୭୮ ରନ୍‌ରେ ବିଜୟ ହାସଲ କରିଛି। ପ୍ରଥମ ଥର ଭାରତ ମହିଳା...

‘ଛାଡପତ୍ର ସ୍ବର୍ଗରେ ସ୍ଥିର ହୋଇଥାଏ,ବିବାହ ନର୍କରେ’, ନତାଶା-ହାର୍ଦ୍ଦିକ ଅଲଗା ହେବା ପରେ…

ମୁମ୍ବାଇ,୨୧।୭: ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମା(ଆରଜିଭି) ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ନତାଶା ଷ୍ଟାନକୋଭିକଙ୍କ ଅଲଗା ହେବାର ଘୋଷଣା ପରେ ଖୁବ ଶୀଘ୍ର ବିବାହ ଏବଂ...

ସୂର୍ଯ୍ୟକୁମାର ଯାଦବ ନୁହେଁ, ଶୁବମନ ଗିଲ ଟିମ୍‌ ଇଣ୍ଡିଆର ଭବିଷ୍ୟତ

ନୂଆଦିଲ୍ଲୀ,୨୧।୭: ନିକଟରେ ସୂର୍ଯ୍ୟକୁମାର ଯାଦବଙ୍କୁ ଭାରତର ଟି-୨୦ ଦଳର ଅଧିନାୟକ କରାଯାଇଛି। ସେ ଶ୍ରୀଲଙ୍କା ଗସ୍ତରେ ଦଳର ଅଧିନାୟକ ହେବେ। ରୋହିତ ଶର୍ମା ଟି -୨୦...

ଭାରତୀୟ ଆଥଲେଟ୍‌ଙ୍କ ପାଇଁ ବଡ଼ ଘୋଷଣା କଲେ ଜୟ ଶାହା

ନୂଆଦିଲ୍ଲୀ,୨୧ା୭: ପ୍ୟାରିସ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାକୁ ଯାଉଥିବା ଭାରତୀୟ ଆଥଲେଟ୍‌ଙ୍କ ଉଦ୍ଦେଶ୍ୟରେ ରବିବାର ୮.୫ କୋଟି ଟଙ୍କାର ଆର୍ଥିକ ସହୟତା ଘୋଷଣା କରିଛି ଭାରତୀୟ କ୍ରିକେଟ...

ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିପାରେ ଶକ୍ତ ଝଟ୍‌କା: ୩ ଖେଳାଳି ଛାଡିପାରନ୍ତି ଦଳ

ମୁମ୍ବାଇ,୨୧।୭: ଆଇପିଏଲର ଶେଷ ସିଜିନ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଭଲ ନ ଥିଲା। ଆଇପିଏଲ ୨୦୨୫ ପୂର୍ବରୁ ମୁମ୍ବାଇକୁ ଶକ୍ତ ଝଟ୍‌କା ଲାଗିପାରେ। ଏକ ରିପୋର୍ଟ...

କୋଚ୍‌ ଭାବେ ପ୍ରଥମ ଖବରଦାତା ସମ୍ମିଳନୀରେ ସମସ୍ତ ପ୍ରଶ୍ନର ଉତ୍ତର ରଖିବେ ଗମ୍ଭୀର; ଜାଣନ୍ତୁ କେବେ-କେଉଁଠି ଦେଖିବେ ଲାଇଭ୍‌…

ନୂଆଦିଲ୍ଲୀ,୨୧।୭: ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟି୨୦ ଏବଂ ଦିନିକିଆ ସିରିଜ ଲାଗି ଭାରତୀୟ କ୍ରିକେଟ ଟିମ୍‌ ପ୍ରସ୍ତୁତ। ଏହି ସିରିଜ ନୂଆ କୋଚ୍‌ ଗୌତମ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri