Posted inଖେଳ

ସ୍ବର୍ଣ୍ଣ ଜିତିଲେ ବେଦାନ୍ତ ମାଧବନ

ନୂଆଦିଲ୍ଲୀ,୧୮।୪: ଉଦୀୟମାନ ସନ୍ତରଣକାରୀ ବେଦାନ୍ତ ମାଧବନ ଚଳିତ ଦାନିଶ ଓପନରେ ଚମତ୍କାର ପ୍ରଦର୍ଶନ ଜାରି ରଖି ଦ୍ୱିତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। କୋପେନହେଗେନଠାରେ ଚାଲିଥିବା ପ୍ରତିଯୋଗିତାର ପୁରୁଷ ୮୦୦ ମିଟର ଫ୍ରିଷ୍ଟାଇଲରେ ଶୀର୍ଷ ସଫଳତା ପାଇଛନ୍ତି।

୧୬ ବର୍ଷୀୟ ସୁଇମର ରେସ୍‌କୁ ୮:୧୭.୨୮ ସେକେଣ୍ଡରେ ଶେଷ କରି ନିଜସ୍ବ ଶ୍ରେଷ୍ଠ ଟାଇମିଂ ହାସଲ କରିଛନ୍ତି। ସ୍ଥାନୀୟ ସୁଇମର ଆଲେକ୍ସଜାଣ୍ଡର ଏଲ୍‌ ବିୟର୍ନଙ୍କୁ ୦.୧୦ ସେକେଣ୍ଡରେ ପଛରେ ପକାଇ ବେଦାନ୍ତ ରବିବାର ରାତିରେ ପୋଡିୟମରେ ଶୀର୍ଷସ୍ଥାନ ମଣ୍ଡନ କରିଥିଲେ। ବେଦାନ୍ତଙ୍କ ପ୍ରଦର୍ଶନ ତାଙ୍କୁ ଏହି ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଆଣି ଦେଇଥିଲେ ମଧ୍ୟ ଅନ୍ତର୍ଜାତୀୟ ସ୍ତରଠୁ ସେ ଯଥେଷ୍ଟ ଦୂରରେ ଅଛନ୍ତି। କିନ୍ତୁ ବଲିଉଡ୍‌ ଅଭିନେତା ଆର. ମାଧବନଙ୍କ ପୁଅ ବେଦାନ୍ତ ଚଳିତ ପ୍ରତିଯୋଗିତାର ୩ ଇଭେଣ୍ଟରେ ନିଜ ଟାଇମିଂକୁ ଭଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସିଆ କପ୍‌ ସେମିଫାଇନାଲ୍‌: ଥାଇଲାଣ୍ଡକୁ ୧୪୯ ରନ୍‌ର ଲକ୍ଷ୍ୟ ଦେଲା ଭାରତ

ସିଲହଟ,୧୩।୧୦: ମହିଳା ଏସିଆ କପ୍‌ ସେମିଫାଇନାଲରେ ଭାରତ ଏବଂ ଥାଇଲାଣ୍ଡର ଆଜି ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ ସିଲହଟ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ...

ଟିମ ଇଣ୍ଡିଆରୁ ଗାଙ୍ଗୁଲିଙ୍କ ବିଦା ହେବାର କାରଣ କହିଲେ ଗ୍ରେଗ୍‌ ଚାପେଲ

ବ୍ରିସବେନ,୨୧।୫: କେଉଁ କାରଣରୁ ଟିମ ଇଣ୍ଡିଆରୁ ବାଦ୍‌ ପଡ଼ିଥିଲେ ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି? ସେତେବେଳେ ଭାରତୀୟ ଦଳର କୋଚ୍‌ ପଦରେ ଥିବା ଗ୍ରେଗ୍‌ ଚାପେଲ...

ରୋନାଲ୍‌ଡୋଙ୍କ ୯୯ତମ ଅନ୍ତର୍ଜାତୀୟ ଗୋଲ୍‌

ଲକ୍ସେମବର୍ଗ,୧୮ା୧୧(ଏଏଫପି)-ଲକ୍ସେମବର୍ଗ ବିପକ୍ଷରେ ୨-୦ଗୋଲରେ ବିଜୟ ହାସଲ କରି ପର୍ତ୍ତୁଗାଲ ୟୁରୋ ଫୁଟ୍‌ବଲ ଚାମ୍ପିୟନଶିପ୍‌ ୨୦୨୦ ଖେଳିବା ଲାଗି ଯୋଗ୍ୟତା ଅର୍ଜନ କରିଛି। ରବିବାର ଖେଳାଯାଇଥିବା ଏହି...

ଅପିଲ୍‌ କରି ତଳେ ପଡିଗଲେ ବୋଲର, ଆଉଟ ଦେବା ପରିବର୍ତ୍ତେ ହସିଲେ ଅମ୍ପାୟାର

ଲଣ୍ଡନ, ୨୨।୮: ସସେକ୍ସ ଏବଂ ମିଡିଲସେକ୍ସ ମଧ୍ୟରେ ଖେଳାଯାଉଥିବା ଏକ କାଉଣ୍ଟିଂ ମ୍ୟାଚରେ ଏକ ଭିନ୍ନ ନଜାରା ଦେଖିବାକୁ ମିଳିଛି। ମିଡିଲସେକ୍ସର ବ୍ୟାଟ୍ସମ୍ୟାନ୍‌ ଜେମ୍ସ ହ୍ୟାରିସ୍‌...

ଆଇଏସ୍‌ଏଲ୍‌: ଓଡ଼ିଶା ଏଫ୍‌ସିର ପ୍ଲେ-ଅଫ୍‌ ଆଶା ଶେଷ

କୋଲକାତା,୯।୨ (ପି.ଟି.)- ରୟ କ୍ରିଷ୍ଣାଙ୍କ ହ୍ୟାଟ୍ରିକ ବଳରେ ଏଟିକେ ଇଣ୍ଡିଆ ସୁପର ଲିଗ (ଆଇଏସ୍‌ଏଲ୍‌)ରେ ଶନିବାର ଓଡ଼ିଶା ଏଫ୍‌ସିକୁ ୩-୧ ଗୋଲରେ ପରାସ୍ତ କରିଛି। ଘରୋଇ...

ଅଧିନାୟକ ପ୍ରଶଂସାରେ ପୋତିଲେ, କହିଲେ ‘ରିଙ୍କୁ ଭବିଷ୍ୟତର ଷ୍ଟାର’

ମୁମ୍ବାଇ,୩।୫: ଆଇପିଏଲ୍‌ ୨୦୨୨ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ସୋମବାର ରାଜସ୍ଥାନ ରୟାଲ୍ସ ବିପକ୍ଷ ମ୍ୟାଚ୍‌କୁ ୭ ଉଇକେଟରେ ଜିତି ନେଇଛି। ଲଗାତର ୫ଟି ମ୍ୟାଚ୍‌ ହାରିବା...

ଭେଲୋସିଟି ଦଳରେ ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀ

ନୂଆଦିଲ୍ଲୀ, ୨୬ା୪ (ପି.ଟି.)- ଆସନ୍ତା ମେ ୬ରୁ ୧୧ ପର୍ଯ୍ୟନ୍ତ  ଜୟୁପରସ୍ଥିତ ସଓ୍ବାଇ ମାନସିଂ ଷ୍ଟାଡିୟମରେ ମହିଳା ଟି୨୦ ଚ୍ୟାଲେଞ୍ଜ ସିରିଜ ଖେଳାଯିବ। ଏଥିରେ ଭାଗନେବାକୁ...

କୋଚ୍‌ ଟୁଚେଲଙ୍କ କାର୍ଯ୍ୟକାଳ ବଢ଼ାଇଲା ଚେଲସି

ଲଣ୍ଡନ,୫।୬: ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ହାସଲ କରିବା ପରେ ଚେଲସି କୋଚ୍‌ ଥୋମାସ ଟୁଚେଲଙ୍କୁ ପୁରସ୍କୃତ କରିଛି। ଚେଲ୍‌ସି ଶୁକ୍ରବାର ଟୁଚେଲଙ୍କ କାର୍ଯ୍ୟକାଳ ୨୦୨୪କୁ ବୃଦ୍ଧି...

Advertisement
Archives

Model This Week