ଡାଲମିଆ ସିମେଣ୍ଟ ସହ ବେଦାନ୍ତ ଆଲୁମିନିୟମର ବୁଝାମଣା

ଭୁବନେଶ୍ୱର,୧୫ା୩: ଭାରତର ସର୍ବବୃହତ୍‌ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଏବଂ ଡାଲମିଆ ସିମେଣ୍ଟ ମଧ୍ୟରେ ଏକ ବ୍ୟବସାୟିକ ବୁଝାମଣା ହୋଇଥିବା ଜଣାପଡ଼ିଛି। ବିଶେଷକରି ଫ୍ଲାଏ ଆଶ୍‌ ପାଉଁଶ ଭଳି ଶିଳ୍ପ ବଜ୍ୟବସ୍ତୁ ଯୋଗାଣ ପାଇଁ ଉଭୟ ସଂସ୍ଥା ଦୀର୍ଘଦିନ ହେଲା ସହଯୋଗିତା କରିଆସୁଛି। ଏପରିକି ସ୍ବଳ୍ପ ଅଙ୍ଗାରକାମ୍ଳ ସିମେଣ୍ଟ ଉତ୍ପାଦନ ପାଇଁ ପଟ୍‌ ଲାଇନିଂ ଖର୍ଚ୍ଚ କରୁଛି। ଏହି ସହଭାଗିତା ଅନୁଯାୟୀ ଝାରସୁଗୁଡ଼ା ଭାଲିରେ ବେଦାନ୍ତର ବୃହତ୍‌ ଆଲୁମିନିୟମ ସ୍ମେଲଟର ୫ବର୍ଷ ପାଇଁ ମାସିକ ପ୍ରାୟ ୨୦ଟି ଫ୍ଲାଏ ଆଶ୍‌କୁ ଓଡ଼ିଶା, ଛତିଶଗଡ଼, ମେଘାଳୟ ଓ ଆସାମର ସିମେଣ୍ଟ ଉତ୍ପାଦନ ପାଇଁ ପରିବହନ କରିଥାଏ ଓ ରାଜଗାଙ୍ଗପୁରର କମ୍ପାନୀରୁ ପ୍ଲାଣ୍ଟକୁ ୩ ବର୍ଷ ପାଇଁ ଏସ୍‌ପିଏଲ୍‌ ଯୋଗାଇଥାଏ। ସିମେଣ୍ଟ ଶିଳ୍ପଗୁଡ଼ିକୁ ଉଚ୍ଚସ୍ତରୀୟ ଫ୍ଲାଏ ଆଶ୍‌ର ଏକ ପସନ୍ଦଯୋଗ୍ୟ ଯୋଗାଣକାରୀ ଭାବେ ବେଦାନ୍ତ ଲିମିଟେଡ୍‌ ଅତୁଳନୀୟ ଭୂମିକା ନିର୍ବାହ କରିଥାଏ।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଇଓ ସୁନୀଲ ଗୁପ୍ତା କହିଛନ୍ତି, ଶିଳ୍ପର ପ୍ରକୃତିକୁ ଦୃଷ୍ଟିରେ ରଖି ବେଦାନ୍ତ ରଣନୀତିକ ସହଯୋଗ ଜାରି ରଖିଛି। ଯେପରିକି ସିମେଣ୍ଟ ତିଆରିରେ ଉନ୍ନତ ଗୁଣବତ୍ତା, ସ୍ଥାୟିତ୍ୱ ଓ ମୂଲ୍ୟ ଦୃଷ୍ଟିରୁ ଏକାଧିକ ଲାଭ ପ୍ରଦାନ କରିବ ଓ ଏଥିପାଇଁ ଆମେ ବର୍ଜ୍ୟବସ୍ତୁର ଠିକ୍‌ ସଦୁପଯୋଗ କରିବାକୁ ଚାହୁଁଛୁ। ସମ୍ପୃକ୍ତ ଶିଳ୍ପର ଉତ୍ପାଦନ ଓ ସ୍ଥାୟୀ ବିକାଶ ଲାଗି ଆମର ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
ସେହିଭଳି ଡାଲମିଆ ସିମେଣ୍ଟର ମୁଖପାତ୍ର କହିଛନ୍ତି, ଭାରତରେ ଡାଲମିଆ ସିମେଣ୍ଟର ସମସ୍ତ ହିତାଧିକାରୀଙ୍କ ପାଇଁ ସ୍ଥାୟୀ ଉପାୟରେ ମୂଲ୍ୟ ବୃଦ୍ଧି କରିବାକୁ ଆଗ୍ରହ ପ୍ରକାଶ କରିଆସୁଛି। ବେଦାନ୍ତ ଆଲୁମିନିୟମ ସହିତ ଆମର ସହଭାଗିତା ଉଭୟ ସିମେଣ୍ଟ ଓ ଆଲୁମିନିୟମର ସ୍ଥିରତା ଏଜେଣ୍ଡାକୁ ସମର୍ଥନ କରିବା ଦିଗରେ ଉଭୟ କମ୍ପାନୀକୁ ପ୍ରତିବଦ୍ଧତାକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି ସରକାରଙ୍କ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ସମସ୍ତ ପେପର ଲିକ୍ ଘଟଣାରେ ମାମଲାର ଶୀଘ୍ର ସମାଧାନ ଏବଂ ଦୋଷୀମାନଙ୍କୁ କଠୋର ଦଣ୍ଡ ପ୍ରଦାନ କରିବା ପାଇଁ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରାଯିବ। ଆବଶ୍ୟକୀୟ…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri