ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ

ଭୁବନେଶ୍ୱର,୬।୭ (ଅଭୟ ଦାଶ): ବେଦାନ୍ତ ଆଲୁମିନିୟମର ନୂତନ ଅଭିଯାନ ତଥା ଇ-ଲର୍ନିଂ କାର୍ଯ୍ୟକ୍ରମ ‘ବିଦ୍ୟାଗ୍ରହ’ର ୩ୟ ପର୍ଯ୍ୟାୟ ବା ଫେଜ୍‌-୩ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ବହୁ ପ୍ରତୀକ୍ଷିତ ପ୍ରକଳ୍ପ ତଥା ଇ-ଲର୍ନିଂ ପଦକ୍ଷେପ ‘ବିଦ୍ୟାଗ୍ରହ’କୁ ନିକଟରେ ଅନେକ ସଫଳତା ମିଳିଛି। ଅପରପକ୍ଷରେ ଏହି ଅଭିଯାନର ୨ୟ ପୂର୍ତ୍ତି ଉତ୍ସବ ସହ ଗ୍ରାମାଞ୍ଚଳର ଛାତ୍ରୀଛାତ୍ରଙ୍କୁ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସହାୟତା ଯୋଗାଇଦେଇଛି। ୨୦୨୩-୨୪ ବୋର୍ଡ ପରୀକ୍ଷାରେ ଝାରସୁଗୁଡ଼ାର ୧୦୦% ଉତ୍ତୀର୍ଣ୍ଣ ହାର ପାଇଥିବା ବିଦ୍ୟାଳୟଗୁଡ଼ିକର ୧୭ଜଣ ପ୍ରଧାନ ଶିକ୍ଷକଙ୍କୁ କମ୍ପାନୀ ସମ୍ମାନିତ କରିବା ସହ ଉତ୍ସାହିତ ମଧ୍ୟ କରିଥିଲା। ଝାରସୁଗୁଡ଼ା ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀଣ କୁମାର ନାୟକ, ଶିକ୍ଷାଧିକାରୀ ରାଧାକାନ୍ତ ଗର୍ତିଆ ଓ ସହକାରୀ ଜିଲା ଶିକ୍ଷାଧିକାରୀ ସୁଶାନ୍ତ କୁମାର ଘୁଟା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଉଲ୍ଲେଖଯୋଗ୍ୟ, ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ା ୟୁନିଟ୍‌ ପକ୍ଷରୁ ୨୦୨୨ ରେ ବିଦ୍ୟାଗ୍ରହ ପଦକ୍ଷେପର ଶୁଭାରମ୍ଭ କରାଯାଇଥିଲା। ଏପରିକି ଏହାର ଶୁଭାରମ୍ଭ ପରଠାରୁ ଝାରସୁଗୁଡ଼ାର ଦୁର୍ଗମ ଅଞ୍ଚଳରେ ରହୁଥିବା ୧୦୦୦ରୁ ଅଧିକ ଛାତ୍ରୀଛାତ୍ରଙ୍କୁ ଆବଶ୍ୟକ ସହାୟତା ଏହି ଅଭିଯାନ ଜରିଆରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନୁ ୪୪୦ ବୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ….

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri