ବେଦାନ୍ତ ଆଇଓଓର ନୂତନ ଅଭିଯାନ

ଭୁବନେଶ୍ୱର,୧୮।୬: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଇରନ ଓର୍‌ ଓଡ଼ିଶା (ଆଇଓଓ)ର ନୂତନ ଅଭିଯାନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀର ଲୋକପ୍ରିୟ ପ୍ରକଳ୍ପ ତଥା ପ୍ରୋଜେକ୍ଟ ‘ଜୀଭିକା’ର ଏକ ଅଂଶ ଭାବେ ଏହି ଅଭିଯାନ ଆରମ୍ଭ କରାଯାଇଥିଲାବେଳେ ନାଡ଼ିଡିହ ଏବଂ ରେଙ୍ଗାଲବେଡ଼ା ଗାଁର ୬ଟି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ର ମିଳିତ ସହଯୋଗରେ ବେଦାନ୍ତ ଆଇଓଓ ୬ଟି ନୂତନ ଛତୁଚାଷ ୟୁନିଟ୍‌ ପ୍ରତିଷ୍ଠା କରିଛି। ବିଶେଷ କରି ଏହା ମହିଳା ଗୋଷ୍ଠୀର ସଦସ୍ୟମାନଙ୍କୁ ଉଦ୍ୟୋଗିକ ସହାୟତା ଯୋଗାଇବା ସହିତ ସ୍ଥାୟୀ ଜୀବିକା ନିର୍ବାହ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି କୁହାଯାଉଛି।
ଏହି ପରିପ୍ରେକ୍ଷୀରେ ଗୋଷ୍ଠୀର ସଦସ୍ୟ, ଏନ୍‌ଜିଓ ପାର୍ଟନର ପୁନରୁଥାନ ଏବଂ ବେଦାନ୍ତ ଆଇଓଓର ସିଏସ୍‌ଆର୍‌/ଇଆର୍‌ ମୁଖ୍ୟ ସମ୍ବିତ ନାୟକ ଓ ଅନ୍ୟମାନେ ଯୋଗ ଦେଇଥିଲେ।
ଉଲ୍ଲେଖଯୋଗ୍ୟ, ଓୟୁଏଟି ଭୁବନେଶ୍ୱରର ଶିଶିର କୁମାର ମହନ୍ତଙ୍କ ନେତୃତ୍ୱରେ ଏକ ବିସ୍ତୃତ ଦିନିକିଆ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହନ୍ତଙ୍କ ବହୁ ଅଭିଜ୍ଞତା ଆଧାରରେ ତାଲିମ କାର୍ଯ୍ୟ ବେଶ୍‌ ସଫଳ ରହିଥିଲା। ଏହି ପ୍ରଶିକ୍ଷଣ ଅଧିବେଶନରେ ପ୍ରକଳ୍ପର ମହତ୍ତ୍ୱ ଏବଂ ମହିଳା ଗୋଷ୍ଠୀ ମଧ୍ୟରେ ସ୍ଥାୟୀ ଜୀବିକା ଓ ଔଦ୍ୟୋଗିକ ପ୍ରୋତ୍ସାହନ କରିବା ପାଇଁ ସାମର୍ଥ୍ୟ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏ ସମ୍ପର୍କରେ ଆଇରନ ଓର୍‌ ଓଡ଼ିଶା,ବେଦାନ୍ତ ସେସା ଗୋଆର ସିଓଓ ବିଶ୍ୱନାଥ ସାହୁ କହିଥିଲେ, ପ୍ରୋଜେକ୍ଟ ଜୀଭିକା ମାଧ୍ୟମରେ ଆମେ ଜୈବିକ ଚାଷ ପ୍ରତି ଆଗ୍ରହୀ ଏବଂ ଛତୁ ଉପତ୍ାଦନରେ ଓଡ଼ିଶାକୁ ଆତ୍ମନିର୍ଭରଶୀଳ କରିବାରେ ସହଯୋଗ କରୁଥିବା ବ୍ୟକ୍ତିବିଶେଷଙ୍କୁ ସମର୍ଥନ କରିବାକୁ ଲକ୍ଷ୍ୟ ରଖିଛୁ। ସେହିଭଳି ଆମେ ଯେଉଁଠାରେ କାର୍ଯ୍ୟ କରୁଛୁ, ସେଠାକାର ବା ସ୍ଥାନୀୟ ମହିଳା ଉଦ୍ୟୋଗୀଙ୍କୁ ସଶକ୍ତୀକରଣ କରିବାକୁ ପ୍ରୟାସ କରୁଛୁ। ମହିଳା ଗୋଷ୍ଠୀଗୁଡ଼ିକ ସ୍ଥାୟୀ ବିକାଶ ଏବଂ ଅର୍ଥନୈତିକ ଅଭିବୃଦ୍ଧିର ଦୃଷ୍ଟିକୋଣ ସହ ସମ୍ପୂର୍ଣ୍ଣ ଭାବେ ସଜାଗ ହୋଇ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରି ସମସ୍ୟା ଅସମାହିତ: କଟ୍‌ନୀଛଟ୍‌ନୀକୁ ସରକାରୀ ମୋହର

ବରଗଡ଼/ଅତାବିରା/ ଗୋଡ଼ଭଗା/, ୧୦।୧୨(ପ୍ରେମାନନ୍ଦ ଖମାରୀ/ ଯୁଧିଷ୍ଠିର ମହାପାତ୍ର/ ସୁରେଶ ଦାଶ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ମଙ୍ଗଳବାର ୧୨ଦିନ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଜିଲାରେ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri