ଡିଜେଏସ୍‌ଆଇ ବିଶ୍ୱ ମାନ୍ୟତାରେ ବେଦାନ୍ତ ୨ୟ

ଭୁବନେଶ୍ୱର,୨୮।୧: ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଲୁମିନିୟମ ୨୦୨୧-୨୨ ଆର୍ଥତ୍କ ବର୍ଷରେ ଆଲୁମିନିୟମ ଶିଳ୍ପ ପାଇଁ ଏସ୍‌ ଆଣ୍ଡ ପି ଡାଓ ଜୋନ୍‌ସ ସଷ୍ଟେନେବିଲିଟି ଇଣ୍ଡେକ୍ସ (ଡିଜେଏସ୍‌ଆଇ) ବିଶ୍ୱ ମାନ୍ୟତାରେ ୨ତମ ସ୍ଥାନକୁ ଉନ୍ନୀତ ହୋଇଛି। ଏପରିକି ଡିଜେଏସ୍‌ଆଇ ସ୍ଥିରତା ସୂଚକାଙ୍କ ହେଉଛି ଏକ ଶ୍ରେଷ୍ଠ ଶ୍ରେଣୀର ବିଶ୍ୱସ୍ତରୀୟ ମାନଦଣ୍ଡ। ଏହା ଅର୍ଥନୈତିକ, ପରିବେଶ ଏବଂ ସାମାଜିକ ମାନଦଣ୍ଡ ଦୃଷ୍ଟିରୁ ଅଗ୍ରଣୀ କମ୍ପାନୀଗୁଡ଼ିକର କାର୍ଯ୍ୟଦକ୍ଷତାକୁ ନିରୀକ୍ଷଣ (ଟ୍ରାକ୍‌) କରିଥାଏ।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଇଓ (ଆଲୁମିନିୟମ୍‌ ବ୍ୟବସାୟ) ରାହୁଲ ଶର୍ମା କହିଛନ୍ତି, ୨୦୨୨ ପାଇଁ ବେଦାନ୍ତ ଆଲୁମିନିୟମର ଏସ୍‌ ଆଣ୍ଡ ପି ଡାଓ ଜୋନ୍‌ସ ସଷ୍ଟେନେବିଲିଟି ଇଣ୍ଡେକ୍ସ (ଡିଜେଏସ୍‌ଆଇ) ର଼୍ୟାଙ୍କିଙ୍ଗ୍‌ ମୂଲ୍ୟ ଶୃଙ୍ଖଳା ମଧ୍ୟରେ ସ୍ଥିରତାର ନୀତିକୁ ଗଠନମୂଳକ ଭାବେ ଜଳବାୟୁ ସହ କେନ୍ଦ୍ରୀଭୂତ କରିବା ପାଇଁ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରିଥାଏ। ବିଶେଷକରି ଆମ ଅଭିବୃଦ୍ଧି ସ୍ଥାୟୀ ବିକାଶ ଏଜେଣ୍ଡାରେ କାର୍ଯ୍ୟର ଡିକାର୍ବୋନାଇଜେସନ୍‌, ଶକ୍ତି ମିଶ୍ରଣରେ ନବୀକରଣଯୋଗ୍ୟ ପରିମାଣ ବୃଦ୍ଧି, ଜଳ ପରି ପ୍ରାକୃତିକ ସମ୍ପଦର ନ୍ୟାୟପୂର୍ଣ୍ଣ ବ୍ୟବହାର, ଆମର କର୍ମଚାରୀ ଏବଂ ସହଭାଗୀମାନଙ୍କ କଲ୍ୟାଣ, ବର୍ଜ୍ୟବସ୍ତୁରେ ବୃତ୍ତାକାର ଅର୍ଥନୀତି ଉପରେ ଆମର ଧ୍ୟାନ ଅନ୍ତର୍ଭୁକ୍ତ ରହିଛି। ଏପରିକି ଚାଷ ଜଳବାୟୁକୁ ସ୍ଥିର କରିବା ପାଇଁ ସ୍ଥାନୀୟ ସମ୍ପ୍ରଦାୟ ସହ ପରିଚାଳନା ଏବଂ ସହଭାଗିତା କରିବା ଏବଂ ବିଶ୍ୱସ୍ତରିୟ ଦ୍ୱିତୀୟ ସ୍ଥାୟୀ ଆଲୁମିନିୟମ୍‌ ଉତ୍ପାଦକ ହେବାର ସ୍ବୀକୃତି ଜନସାଧାରଣ ତଥା ସମ୍ପ୍ରଦାୟର ଉନ୍ନତି ପାଇଁ ପରିବର୍ତ୍ତନ ଆମ ମିଶନକୁ ପ୍ରତିଫଳିତ କରେ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri