ଯୁବଗୋଷ୍ଠୀଙ୍କୁ ପ୍ଲାଟଫର୍ମ ଯୋଗାଉଛି ବେଦାନ୍ତ

ଭୁବନେଶ୍ୱର,୧୪।୪(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ପ୍ରମୁଖ କମ୍ପାନୀ ବେଦାନ୍ତ ଆଲୁମିନିୟମ ସର୍ବଦା ଯୁବଗୋଷ୍ଠୀଙ୍କୁ ନୂତନ ପ୍ଲାଟ୍‌ଫର୍ମ ଯୋଗାଇ ଆସିଛି। ଏପରିକି କମ୍ପାନୀର ଓଡ଼ିଶା ୟୁନିଟ୍‌ ନିକଟରେ ରାୟଗଡ଼ା ଜିଲାର କାଶୀପୁର ଠାରେ ଆୟୋଜିତ କାଶୀପୁର ପ୍ରିମିୟର ଲିଗ୍‌ (କେପିଏଲ୍‌)କୁ ଆବଶ୍ୟକ ସମର୍ଥନ ସହ ସ୍ଥାନୀୟ କାଶୀପୁର ଅଞ୍ଚଳରେ ତୃଣମୂଳ କ୍ରିକେଟର ପ୍ରୋତ୍ସାହନ ଲାଗି ସହାୟତା ମଧ୍ୟ କରିଛି। ସମ୍ପୃକ୍ତ ଅଞ୍ଚଳରେ ଯୁବକମାନଙ୍କ ମଧ୍ୟରେ କ୍ରିକେଟ ଦକ୍ଷତା ବୃଦ୍ଧି ଓ ଖେଳରେ ଉତ୍କର୍ଷ ବୃଦ୍ଧି ପାଇଁ କମ୍ପାନୀ ପ୍ରୟାସ କରୁଛି। ଉଲ୍ଲେଖଯୋଗ୍ୟ, ୨୦୨୪ ମାର୍ଚ୍ଚ ୩ରୁ ଆରମ୍ଭ ହୋଇଥିଲା କେପିଏଲ୍‌ ନିକଟରେ ଶେଷ ହୋଇଛି। ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମର ସିଇଓ (ମାଇନ୍ସ) ଭି . ଶ୍ରୀକାନ୍ତ କହିଛନ୍ତି, ଆମେ ଜାଣୁ କ୍ରୀଡ଼ା କେବଳ ଭବିଷ୍ୟତ ପଥକୁ ଆକୃଷ୍ଟ କରେ ନାହିଁ ବରଂ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଥାଏ। ଏପରିକି ଆମେ ଯୁବକଙ୍କ ପାଇଁ ସମର୍ପିତ, ଏଥିପାଇଁ ଆମେ ବିଭିନ୍ନ ସମୟରେ ତୃଣମୂଳ ଲିଗ୍‌ ଓ ଟୁର୍ନାମେଣ୍ଟ ଆୟୋଜନ କରିଥାଉ। ରାଜ୍ୟର କ୍ରୀଡ଼ା ଉତ୍କର୍ଷର ସମୃଦ୍ଧତାକୁ ଯୋଡ଼ି ସେମାନଙ୍କୁ କ୍ରୀଡ଼ାବିତ ହେବା ଦିଗରେ ଆଗେଇଯିବା ପାଇଁ ଆମେ ଏକ ପ୍ଲାଟ୍‌ଫର୍ମ ପ୍ରଦାନ କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ ପାଇଁ ରହିଛି ଷ୍ଟକ୍‌

ନୂଆଦିଲ୍ଲୀ,୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବେ ଖୋଲା ଯୁଦ୍ଧରେ ପରିଣତ ହୋଇଛି, ଆମେରିକା ଏବଂ ଇସ୍ରାଏଲର ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଇରାନକୁ ଗଭୀର ଭାବରେ କ୍ଷତି ପହଞ୍ଚାଇଛି। ଇରାନ…

ଏହି ବ୍ୟାଙ୍କ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା! ଏବେ ATMରୁ ବାହାରିବ ଅଧା କ୍ୟାଶ୍‌, ରାତାରାତି ୫୦% କମାଇଲା ଲିମିଟ୍‌

ନୂଆଦିଲ୍ଲୀ,୫।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର କୋଟି କୋଟି ଗ୍ରାହକଙ୍କ ପାଇଁ ବଡ଼ ଖବର। ବ୍ୟାଙ୍କ ଏହାର ପ୍ରିମିୟମ୍‌ ଡେବିଟ୍‌ କାର୍ଡଗୁଡ଼ିକ ପାଇଁ ଦୈନିକ ATM ନଗଦ…

ଯୁଦ୍ଧ ଯୋଗୁ ପେଟ୍ରୋଲ ପରେ ବଢିଯିବ ଏଲପିଜି ଦର, ମାର୍ଚ୍ଚରୁ ୫୦% ମହଙ୍ଗା ହେବ ସିଲିଣ୍ଡର!

ନୂଆଦିଲ୍ଲୀ,୫।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଏବେ ସିଧାସଳଖ ଭାରତୀୟ ରୋଷେଇ ବଜେଟକୁ ପ୍ରଭାବିତ କରିପାରେ। ଆମେରିକା-ଇସ୍ରାଏଲ ମିଳିତ ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀ…

ହୋଲିରେ କମିଲା ସୁନା! ୨୨k କିଣିବାକୁ GST ଓ ମେକିଂ ଚାର୍ଜ ବାଦରେ ଦେବେ କେତେ?

ନୂଆଦିଲ୍ଲୀ,୪।୩: ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ସତ୍ତ୍ୱେ, ସୁନା ଏବଂ ରୂପା ଉପରେ ଚାପ ପଡିଛି, ଯାହା ଫଳରେ ରେଟ କମ ହୋଇଛି । ଲଗାତାର…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

ଯୁଦ୍ଧକୁ ନେଇ ଆଶଙ୍କାରେ ନିବେଶକ, ୧୦୪୮ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ,୩ା୩: ଇରାନ-ଆମେରିକା ଯୁଦ୍ଧ ପଶ୍ଚିମ ଏସିଆ ସମେତ ବିଶ୍ୱ ସମୁଦାୟକୁ ପ୍ରଭାବିତ କରିଛି। ଗୋଟିଏ ପଟେ ଯୁଦ୍ଧବିରତି ପରିବର୍ତ୍ତେ ଆଗକୁ ଆହୁରି ଜଟିଳ ରୂପ ନେବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri