ଏସ୍‌ ଆଣ୍ଡ ପି ଗ୍ଲୋବାଲ ସିଏସ୍‌ଏରେ ବେଦାନ୍ତ ଦ୍ୱିତୀୟ

ନୂଆଦିଲ୍ଲୀ,୪।୧: ବେଦାନ୍ତ ଆଲୁମିନିୟମକୁ ନିକଟରେ ଆଉ ଏକ ନୂତନ ସ୍ବୀକୃତି ଓ ସଫଳତା ମିଳିଛି। ଏପରିକି କମ୍ପାନୀର ଅତୁଳନୀୟ ସ୍ଥିରତା ପ୍ରୟାସ ପାଇଁ ଏସ୍‌ ଆଣ୍ଡ ପି ଗ୍ଲୋବାଲ କର୍ପୋରେଟ ସ୍ଥିରତା ମୂଲ୍ୟାଙ୍କନ (ସିଏସ୍‌ଏ)ରେ ବେଦାନ୍ତ ଆଲୁମିନିୟମ ୨ୟ ସ୍ଥାନ ଅଧିକାର କରିଛି। ସେହିଭଳି ଆଲୁମିନିୟମ କ୍ଷେତ୍ର ପାଇଁ କମ୍ପାନୀ ସର୍ବଭାରତୀୟସ୍ତରରେ ସାମଗ୍ରିକ ସ୍କୋର ୭୭ ସହ ଦୃଢ଼ ପରିବେଶ, ସାମାଜିକ ଏବଂ ଶାସନ(ଇଏସ୍‌ଜି) ପାରାମିଟର ଉପରେ ଆଧାରିତ ରହିଛି। ଏହି ସଫଳତା ସ୍ଥିରତା ପାଇଁ ଜାରି ରହିଥିବା ପ୍ରତିବଦ୍ଧତା ପାଇଁ କମ୍ପାନୀର ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ପାଲଟିଛି। କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଏହି ର଼୍ୟାଙ୍କିଙ୍ଗ୍‌ରେ ସର୍ବଭାରତୀୟସ୍ତରରେ ଶୀର୍ଷ କମ୍ପାନୀଗୁଡିକ ମଧ୍ୟରେ ବେଦାନ୍ତ ଆଲୁମିନିୟମର ବୈଶିଷ୍ଟ୍ୟ ଏହି ସଫଳତାକୁ ଆହୁରି ଚମତ୍କାର କରିଛି।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ଅଣ-କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଏଚ୍‌ଜେଡ୍‌ଏଲ୍‌ର ଚେୟାରମ୍ୟାନ ପ୍ରିୟା ଅଗ୍ରୱାଲ ହେବର କହିଛନ୍ତି, ଏହି ସ୍ବୀକୃତି ବେଦାନ୍ତ ଆଲୁମିନିୟମରେ ଆମ ସମସ୍ତଙ୍କ ପାଇଁ ଗର୍ବର ମୁହୂର୍ତ୍ତ ହୋଇଥିଲାବେଳେ ସର୍ବଭାରତୀୟସ୍ତରରେ ଏସ୍‌ ଆଣ୍ଡ ପି ଗ୍ଲୋବାଲ କର୍ପୋରେଟ୍‌ ସଷ୍ଟେନେବିଲିଟି ଆକ୍‌ସେସ୍‌ରେ ୨ୟ ସ୍ଥାନକୁ ସୁରକ୍ଷିତ କରିବା କେବଳ ସ୍ଥିରତା ପାଇଁ ଆମର ଅଦମ୍ୟ ପ୍ରତିବଦ୍ଧତାକୁ ନୁହେଁ ବରଂ ଆମ ଦଳର ଉତ୍ସାହ ଏବଂ କଠିନ ପରିଶ୍ରମକୁ ପ୍ରତିଫଳିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri