ଏସ୍‌ ଆଣ୍ଡ ପି ଗ୍ଲୋବାଲ ସିଏସ୍‌ଏରେ ବେଦାନ୍ତ ଦ୍ୱିତୀୟ

ନୂଆଦିଲ୍ଲୀ,୪।୧: ବେଦାନ୍ତ ଆଲୁମିନିୟମକୁ ନିକଟରେ ଆଉ ଏକ ନୂତନ ସ୍ବୀକୃତି ଓ ସଫଳତା ମିଳିଛି। ଏପରିକି କମ୍ପାନୀର ଅତୁଳନୀୟ ସ୍ଥିରତା ପ୍ରୟାସ ପାଇଁ ଏସ୍‌ ଆଣ୍ଡ ପି ଗ୍ଲୋବାଲ କର୍ପୋରେଟ ସ୍ଥିରତା ମୂଲ୍ୟାଙ୍କନ (ସିଏସ୍‌ଏ)ରେ ବେଦାନ୍ତ ଆଲୁମିନିୟମ ୨ୟ ସ୍ଥାନ ଅଧିକାର କରିଛି। ସେହିଭଳି ଆଲୁମିନିୟମ କ୍ଷେତ୍ର ପାଇଁ କମ୍ପାନୀ ସର୍ବଭାରତୀୟସ୍ତରରେ ସାମଗ୍ରିକ ସ୍କୋର ୭୭ ସହ ଦୃଢ଼ ପରିବେଶ, ସାମାଜିକ ଏବଂ ଶାସନ(ଇଏସ୍‌ଜି) ପାରାମିଟର ଉପରେ ଆଧାରିତ ରହିଛି। ଏହି ସଫଳତା ସ୍ଥିରତା ପାଇଁ ଜାରି ରହିଥିବା ପ୍ରତିବଦ୍ଧତା ପାଇଁ କମ୍ପାନୀର ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ପାଲଟିଛି। କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଏହି ର଼୍ୟାଙ୍କିଙ୍ଗ୍‌ରେ ସର୍ବଭାରତୀୟସ୍ତରରେ ଶୀର୍ଷ କମ୍ପାନୀଗୁଡିକ ମଧ୍ୟରେ ବେଦାନ୍ତ ଆଲୁମିନିୟମର ବୈଶିଷ୍ଟ୍ୟ ଏହି ସଫଳତାକୁ ଆହୁରି ଚମତ୍କାର କରିଛି।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ଅଣ-କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ଏଚ୍‌ଜେଡ୍‌ଏଲ୍‌ର ଚେୟାରମ୍ୟାନ ପ୍ରିୟା ଅଗ୍ରୱାଲ ହେବର କହିଛନ୍ତି, ଏହି ସ୍ବୀକୃତି ବେଦାନ୍ତ ଆଲୁମିନିୟମରେ ଆମ ସମସ୍ତଙ୍କ ପାଇଁ ଗର୍ବର ମୁହୂର୍ତ୍ତ ହୋଇଥିଲାବେଳେ ସର୍ବଭାରତୀୟସ୍ତରରେ ଏସ୍‌ ଆଣ୍ଡ ପି ଗ୍ଲୋବାଲ କର୍ପୋରେଟ୍‌ ସଷ୍ଟେନେବିଲିଟି ଆକ୍‌ସେସ୍‌ରେ ୨ୟ ସ୍ଥାନକୁ ସୁରକ୍ଷିତ କରିବା କେବଳ ସ୍ଥିରତା ପାଇଁ ଆମର ଅଦମ୍ୟ ପ୍ରତିବଦ୍ଧତାକୁ ନୁହେଁ ବରଂ ଆମ ଦଳର ଉତ୍ସାହ ଏବଂ କଠିନ ପରିଶ୍ରମକୁ ପ୍ରତିଫଳିତ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri