ରାଜନୈତିକ ଦଳକୁ ୨୦୦ କୋଟି ଟଙ୍କା ଚାନ୍ଦା ଦେବ ବେଦାନ୍ତ, ଇଲେକ୍ଟୋରାଲ ବଣ୍ଡ ଆସିବା ଆଗରୁ ନିଷ୍ପତ୍ତି

ନୂଆଦିଲ୍ଲୀ,୨୫।୧୨: ଗୋଟିଏ ପଟେ କମ୍ପାନୀ ଋଣ ସୁଝିବାକୁ ନାଗଡ଼ ଯୋଗାଡ଼ କରୁଥିଲା ବେଳେ ରାଜନୈତିକ ଦଳ ମାନଙ୍କୁ ଚାନ୍ଦା ଦେବାକୁ କରିଛି ବେଦାନ୍ତ। ଚଳିତ ବର୍ଷ ନଭେମ୍ବର ମାସରେ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ବେଦାନ୍ତ ଲିମିଟେଡ଼ ବୋର୍ଡ ଅଫ ଡିରେକ୍ଟର ଏକ ପ୍ରସ୍ତାବ ପାର କରି ୨୦୦ କୋଟି ଟଙ୍କାର ଚାନ୍ଦା ଉପରେ ମୋହର ଲଗାଇଛନ୍ତି। ଏହା ସହିତ ଅତିରିକ୍ତ ୫୭ କୋଟି ଦେବାକୁ ମଧ୍ୟ ବୋର୍ଡ ଅନୁମତି ଦେଇଛି। ଯାହା ୨୦୨୨ ଜୁନ ମାସରେ ରାଜନୈତିକ ଦଳକୁ ଦେବାକୁ ଅନୁମତି ଥିଲା କିନ୍ତୁ ଦିଆଯାଇ ପାରି ନ ଥିଲା।

ଇକୋନୋମିକ ଟାଇମ୍ସ ରିପୋର୍ଟ ଅନୁଯାୟୀ, ବେଦାନ୍ତର ବୋର୍ଡ ନଭେମ୍ବର ୫, ୨୦୨୩ ରେ ଏକ ପ୍ରସ୍ତାବ ପାରିତ କରି ରାଜନୈତିକ ଦଳମାନଙ୍କୁ ଦେବାକୁ ଥିବା ଚାନ୍ଦାକୁ ଅନୁମୋଦନ ଦେଇଥିଲା। ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଦ୍ୱାରା ୨୯ ତମ ପର୍ୟ୍ୟାୟ ନିର୍ବାଚନ ବଣ୍ଡ ପ୍ରଦାନର ଦୁଇ ଦିନ ପୂର୍ବରୁ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଚାନ୍ଦା ସିଧାସଳଖ କିମ୍ବା ଇଲେକ୍ଟୋରାଲ ଟ୍ରଷ୍ଟ ଏବଂ ଇଲେକ୍ଟୋରାଲ ବଣ୍ଡରେ ସଦସ୍ୟତା ଆକାରରେ କରାଯାଇପାରିବ।

କେଉଁ ରାଜନୈତିକ ଦଳକୁ କେତେ ଦାନ ଦିଆଯାଇପାରିବ ସେନେଇ ଅଧ୍ୟକ୍ଷ ତଥା ଉପାଧ୍ୟକ୍ଷଙ୍କୁ ଅନୁମତି ଦେଇଛନ୍ତି। ବର୍ତ୍ତମାନ ଅନିଲ ଅଗ୍ରୱାଲ କମ୍ପାନୀର ଚେୟାରମ୍ୟାନ୍ ଏବଂ ନବୀନ ଅଗ୍ରୱାଲ ଉପାଧ୍ୟକ୍ଷ ଭାବରେ କାର୍ୟ୍ୟ କରୁଛନ୍ତି। ରିପୋର୍ଟ ଅନୁଯାୟୀ, ବେଦାନ୍ତ ରାଜନୈତିକ ଦଳମାନଙ୍କୁ ୪୫୭ କୋଟି ଟଙ୍କା ଦାନ କରିଛନ୍ତି, ଯେଉଁଥିରୁ ଚଳିତ ବର୍ଷ ୧୫୫ କୋଟି ଟଙ୍କା ରିଲିଜ କରାଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?