ବ୍ୟବସାୟ ସମ୍ପ୍ରସାରଣ କରିବ ବେଦାନ୍ତ

ଭୁବନେଶ୍ୱର,୧୬।୯:ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଆଲୁମିନିୟମ ଓଡ଼ିଶାରେ ଜାରି ରଖିଥିବା ବ୍ୟବସାୟିକ କାର୍ଯ୍ୟକଳାପଗୁଡ଼ିକର ସମ୍ପ୍ରସାରଣ କରିବ ବୋଲି ଜଣାପଡ଼ିଛି। ଏପରିକି ନିକଟରେ ଓଡ଼ିଶା ସରକାରଙ୍କ ଦ୍ୱାରା ମୁମ୍ବାଇଠାରେ ଆୟୋଜିତ ମେକ୍‌ ଇନ୍‌ ଓଡ଼ିଶା-୨୦୨୨ ରୋଡ୍‌ଶୋରେ ବେଦାନ୍ତ ରିସୋର୍ସେସ୍‌ର ଚେୟାରମ୍ୟାନ ଅନୀଲ ଅଗ୍ରୱାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ କରିଥିଲେ। ବେଦାନ୍ତ ଗ୍ରୁପ୍‌ ଆଜି ପର୍ଯ୍ୟନ୍ତ ଓଡ଼ିଶାରେ ବୃହତ୍‌ ପୁଞ୍ଜି ବିନିଯୋଗ କରି ଆସିଛି। ବିଶେଷକରି ଆଲୁମିନିୟମ ଉପତ୍ାଦନ କ୍ଷେତ୍ରରେ ମୂଲ୍ୟ ଶୃଙ୍ଖଳା, ଫେରୋକ୍ରମ, ଖଣି ଓ ମୂଲ୍ୟଯୋଗ କ୍ଷେତ୍ରରେ କମ୍ପାନୀ ପ୍ରାୟ ୮୦,୦୦୦ କୋଟି ଟଙ୍କାର ନିବେଶ କରିଛି। ସେହିଭଳି କମ୍ପାନୀ ମଧ୍ୟ ୫ଲକ୍ଷରୁ ଅଧିକ ଜୀବିକା ନିର୍ବାହ ସୁଯୋଗ ସୃଷ୍ଟି କରି ରାଜ୍ୟରେ ଶହ ଶହ ଏମ୍‌ଏସ୍‌ଏମ୍‌ଇ ଗଠନ କରିଛି। ଏ ସମ୍ପର୍କରେ ଅନୀଲ ଅଗ୍ରୱାଲ କହିଛନ୍ତି, ଆମେ ମେକ୍‌ ଇନ୍‌ ଓଡ଼ିଶାର ପଦକ୍ଷେପକୁ ସଫଳ କରିବାରେ ପ୍ରମାଣିତ କରିଛୁ। ଏହା ଭାରତରେ ସବୁଠାରୁ ଏକ ଅନୁକୂଳ ନିବେଶ ଲକ୍ଷ୍ୟସ୍ଥଳ ମଧ୍ୟରେ ରହିଛି। ଏହା ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟ ପାଇଁ ସହଜରେ ବ୍ୟବସାୟ କରିବା ଲାଗି ସୁଯୋଗ ଆଣି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri