ଲିଙ୍ଗଗତ ଅସମାନତା ଦୂର ପାଇଁ ବେଦାନ୍ତର ପ୍ରୟାସ

ଭୁବନେଶ୍ୱର,୨୬।୧: ବେଦାନ୍ତ ଆଲୁମିନିୟମ ପକ୍ଷରୁ ରାଷ୍ଟ୍ରୀୟ କନ୍ୟା ସନ୍ତାନ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ଉଭୟ ଓଡ଼ିଶା ଏବଂ ଛତିଶଗଡ଼ ୟୁନିଟ୍‌ଗୁଡ଼ିକରେ ମଧ୍ୟ ରାଷ୍ଟ୍ରୀୟ କନ୍ୟା ସନ୍ତାନ ଦିବସ ପାଳନ କରାଯାଇଥିଲା। ଉଲ୍ଲେଖଯୋଗ୍ୟ, ଭାରତର ବୃହତ୍‌ ଆଲୁମିନିୟମ ଉପତ୍ାଦକ ଗ୍ରାମାଞ୍ଚଳ ଓଡ଼ିଶା ଓ ଛତିଶଗଡ଼ଠାରେ କାର୍ଯ୍ୟ କରୁଥିବା ଅଞ୍ଚଳଗୁଡିକରେ ବାଳିକା ଓ କନ୍ୟା ସନ୍ତାନଙ୍କ ସଶକ୍ତୀକରଣ ପାଇଁ ବ୍ୟାପକ କାର୍ଯ୍ୟକ୍ରମ ସାଙ୍ଗକୁ କମ୍ପାନୀ ତା’ର ପ୍ରତିଶ୍ରୁତିକୁ ଦୋହରାଇଛି।

ଏପରିକି ଉନ୍ନତ ଶିକ୍ଷା ସହ ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିବା, ଶିଶୁମାନଙ୍କ ପୁଷ୍ଟିହୀନତା ଦୂରକରିବା ଓ ଦକ୍ଷତା ବିକାଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିବା ଆଦି ଉପରେ କମ୍ପାନୀ ବହୁ ପଦକ୍ଷେପ ଗ୍ରହଣ କରିଛି। ବିଶେଷକରି ସମାଜରେ ଲିଙ୍ଗଗତ ପାର୍ଥକ୍ୟ ଦୂରକରିବା ପାଇଁ କମ୍ପାନୀ ଚେଷ୍ଟା ବ୍ୟାପକ ପରିମାଣରେ କରୁଛି। ଚଳିତ ବର୍ଷ କାର୍ଯ୍ୟକ୍ରମର ଏକ ଅଂଶ ଭାବେ କମ୍ପାନୀ ଯୁବତୀଙ୍କ ମଧ୍ୟରେ ଆର୍ଥିକ ସ୍ବାଧୀନତା ସୃଷ୍ଟି କରିବା ତଥା ଲିଙ୍ଗଗତ ପାର୍ଥକ୍ୟକୁ ଦୂରକରିବା ଲାଗି ପ୍ରୟାସ କରୁଛି।

ବେଦାନ୍ତ ଲିମିଟେଡ୍‌ର ସିଇଓ ଜନ୍‌ ସ୍ଲାଭେନ୍‌ କହିଛନ୍ତି, ବାଳିକାମାନେ ସମାଜର ପ୍ରକୃତ ସମ୍ପତ୍ତି ହୋଇଥିଲାବେଳେ ସେମାନଙ୍କ ବିକାଶ ଆମ ପରିବାର ଓ ସମାଜର ଦାୟିତ୍ୱ। ଏପରିକି ସେମାନଙ୍କ ପାଇଁ ଉପଯୁକ୍ତ ଶିକ୍ଷା, ସ୍ବାସ୍ଥ୍ୟ ଓ ଭିତ୍ତିଭୂମି ସୁବିଧା ପ୍ରଦାନ କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି। ସେହିଭଳି ଆମେ କେବଳ ଦୃଢ ସ୍ଥାୟୀ ଶିଳ୍ପ ଗଠନ ପାଇଁ ପ୍ରତିଶ୍ରୁତିବଦ୍ଧ ନୁହେଁ, ଦୃଢ଼ ତଥା ସଶକ୍ତ ମହିଳା ସମାଜ ଗଠନ ପାଇଁ ମଧ୍ୟ ଆମେ ସର୍ବଦା ସମର୍ଥନ କରିଆସୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ବିଜୟଙ୍କୁ ନେଇ ବଡ଼ ବୟାନ ଦେଲା କଂଗ୍ରେସ, ଜାତୀୟ ରାଜନୀତିରେ ହଇଚଇ

ଚେନ୍ନାଇ,୮।୫: ଶୁକ୍ରବାର ତାମିଲନାଡୁର ରାଜନୈତିକ ଘଟଣାକ୍ରମ ସମ୍ପର୍କରେ କଂଗ୍ରେସ ଦଳକୁ କଟାକ୍ଷ କରି ଭାରତୀୟ ଜନତା ପାର୍ଟି (ଭାଜପା)ର ସାଧାରଣ ସମ୍ପାଦକ (ସଂଗଠନ) ବି.ଏଲ. ସନ୍ତୋଷ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri