ବିଶ୍ୱ ବାଣିଜ୍ୟମେଳାରେ ବେଦାନ୍ତର ଉତ୍କୃଷ୍ଟ ପ୍ରଦର୍ଶନ

ନୂଆଦିଲ୍ଲୀ,୨୯।୯: ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଆଲୁମିନିୟମ ନିକଟରେ ଏକ ସମ୍ମାନଜନକ ସ୍ବୀକୃତି ଲାଭ କରିଛି। ଏପରିକି ଜର୍ମାନୀର ଡ୍ୟୁସେଲ୍‌ଡର୍ଫଠାରେ ଆୟୋଜିତ ‘ଆଲୁମିନିୟମ-୨୦୨୨’ ବିଶ୍ୱ ବାଣିଜ୍ୟ ମେଳାରେ ବେଦାନ୍ତ ଆଲୁମିନିୟମର ମେଡ୍‌ ଇନ୍‌ ଇଣ୍ଡିଆ ଆଲୁମିନିୟମ ଚାମ୍ପିୟନ ହୋଇଛି।

ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମ ଲିମିଟେଡ୍‌ର ସିଇଓ ରାହୁଲ ଶର୍ମା କହିଛନ୍ତି, ଆଲୁମିନିୟମର ଗୁଣବତ୍ତା ଏବଂ ଆମର ଉପତ୍ାଦନର କ୍ଷମତା ପାଇଁ ଏଭଳି ଏକ ସମ୍ମାନ ମିଳିଛି। ଏପରିକି ସମଗ୍ର ବିଶ୍ୱ ପାଇଁ ଭାରତରେ ତିଆରି ଉପତ୍ାଦ ପ୍ରଦର୍ଶନ କରିବା ଆମ ପାଇଁ ଏକ ଗୌରବର ବିଷୟ ଥିଲା। ସେହିଭଳି ପ୍ରଚଳିତ ଓ ସମ୍ଭାବ୍ୟ ପ୍ରଯୁକ୍ତବିଦ୍ୟାରେ ଏହାର ଭବିଷ୍ୟତର ବ୍ୟାପକତାକୁ ଦୃଷ୍ଟି ଦେଇ ଆଗାମୀ ଦଶନ୍ଧିରେ ଆଲୁମିନିୟମ ଦୁନିଆର ଏହା ସର୍ବାଧିକ ବିନିଯୋଗ ହେଉଥିବା ଧାତୁରେ ପରିଣତ ହେବ।

ଆମେ ବେଦାନ୍ତ ଆଲୁମିନିୟମରେ ଭବିଷ୍ୟତର ଧାତୁ ମାଧ୍ୟମରେ ଆମର ଗ୍ରାହକ ଓ ଦେଶ ପାଇଁ ନିରନ୍ତର ଅଭିବୃଦ୍ଧି ଆଣିବା ଲକ୍ଷ୍ୟରେ ଅଛୁ। ଏହା ଆମକୁ ଆମ ସମ୍ପତ୍ତିିର ପୂର୍ଣ୍ଣ ସମ୍ଭାବନାକୁ ଉପଯୋଗ କରିବାକୁ ସୁଯୋଗ ଦେବ। ସେହିପରି ନବସୃଜନ କ୍ଷମତାକୁ ଗଭୀର କରାଇବା ସହ ବିଶ୍ୱ ଭାଗୀଦାରି ବୃଦ୍ଧି କରିବାକୁ ଏବଂ ସ୍ବଳ୍ପ କାର୍ବନଯୁକ୍ତ ଉଚ୍ଚସ୍ତରୀୟ ଉପତ୍ାଦ ପ୍ରସ୍ତୁତି ପାଇଁ ମଧ୍ୟ ସୁଯୋଗ ଦେବ ବୋଲି ଶର୍ମା ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri