ବିଶ୍ୱ ବାଣିଜ୍ୟମେଳାରେ ବେଦାନ୍ତର ଉତ୍କୃଷ୍ଟ ପ୍ରଦର୍ଶନ

ନୂଆଦିଲ୍ଲୀ,୨୯।୯: ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଆଲୁମିନିୟମ ନିକଟରେ ଏକ ସମ୍ମାନଜନକ ସ୍ବୀକୃତି ଲାଭ କରିଛି। ଏପରିକି ଜର୍ମାନୀର ଡ୍ୟୁସେଲ୍‌ଡର୍ଫଠାରେ ଆୟୋଜିତ ‘ଆଲୁମିନିୟମ-୨୦୨୨’ ବିଶ୍ୱ ବାଣିଜ୍ୟ ମେଳାରେ ବେଦାନ୍ତ ଆଲୁମିନିୟମର ମେଡ୍‌ ଇନ୍‌ ଇଣ୍ଡିଆ ଆଲୁମିନିୟମ ଚାମ୍ପିୟନ ହୋଇଛି।

ଏ ସମ୍ପର୍କରେ ବେଦାନ୍ତ ଆଲୁମିନିୟମ ଲିମିଟେଡ୍‌ର ସିଇଓ ରାହୁଲ ଶର୍ମା କହିଛନ୍ତି, ଆଲୁମିନିୟମର ଗୁଣବତ୍ତା ଏବଂ ଆମର ଉପତ୍ାଦନର କ୍ଷମତା ପାଇଁ ଏଭଳି ଏକ ସମ୍ମାନ ମିଳିଛି। ଏପରିକି ସମଗ୍ର ବିଶ୍ୱ ପାଇଁ ଭାରତରେ ତିଆରି ଉପତ୍ାଦ ପ୍ରଦର୍ଶନ କରିବା ଆମ ପାଇଁ ଏକ ଗୌରବର ବିଷୟ ଥିଲା। ସେହିଭଳି ପ୍ରଚଳିତ ଓ ସମ୍ଭାବ୍ୟ ପ୍ରଯୁକ୍ତବିଦ୍ୟାରେ ଏହାର ଭବିଷ୍ୟତର ବ୍ୟାପକତାକୁ ଦୃଷ୍ଟି ଦେଇ ଆଗାମୀ ଦଶନ୍ଧିରେ ଆଲୁମିନିୟମ ଦୁନିଆର ଏହା ସର୍ବାଧିକ ବିନିଯୋଗ ହେଉଥିବା ଧାତୁରେ ପରିଣତ ହେବ।

ଆମେ ବେଦାନ୍ତ ଆଲୁମିନିୟମରେ ଭବିଷ୍ୟତର ଧାତୁ ମାଧ୍ୟମରେ ଆମର ଗ୍ରାହକ ଓ ଦେଶ ପାଇଁ ନିରନ୍ତର ଅଭିବୃଦ୍ଧି ଆଣିବା ଲକ୍ଷ୍ୟରେ ଅଛୁ। ଏହା ଆମକୁ ଆମ ସମ୍ପତ୍ତିିର ପୂର୍ଣ୍ଣ ସମ୍ଭାବନାକୁ ଉପଯୋଗ କରିବାକୁ ସୁଯୋଗ ଦେବ। ସେହିପରି ନବସୃଜନ କ୍ଷମତାକୁ ଗଭୀର କରାଇବା ସହ ବିଶ୍ୱ ଭାଗୀଦାରି ବୃଦ୍ଧି କରିବାକୁ ଏବଂ ସ୍ବଳ୍ପ କାର୍ବନଯୁକ୍ତ ଉଚ୍ଚସ୍ତରୀୟ ଉପତ୍ାଦ ପ୍ରସ୍ତୁତି ପାଇଁ ମଧ୍ୟ ସୁଯୋଗ ଦେବ ବୋଲି ଶର୍ମା ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri