ଇଆର୍‌ଏମ୍‌ ଇଣ୍ଡିଆ ସହ ବେଦାନ୍ତର ସହଭାଗିତା

ଭୁବନେଶ୍ୱର,୨୩।୫: ଦେଶର ପ୍ରମୁଖ ଶିଳ୍ପ ପ୍ରତିଷ୍ଠାନ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ଜୈବବିବିଧତା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅନ୍ତଃରାଷ୍ଟ୍ରୀୟ ପରିବେଶ ପରାମର୍ଶଦାତା ସଂସ୍ଥା ଇଆର୍‌ଏମ୍‌ ଇଣ୍ଡିଆ ସହ ବେଦାନ୍ତ ଆଲୁମିନିୟମର ବୁଝାମଣା ହୋଇଥିବା ଜଣାପଡିଛି। ବିଶେଷକରି ବେଦାନ୍ତର ଜୈବ ବିବିଧତା ପରିଚାଳନା ଯୋଜନାକୁ ସୁରକ୍ଷା ଦେବା ପାଇଁ ଇଆର୍‌ଏମ୍‌ ଇଣ୍ଡିଆ ସହ ଉକ୍ତ ସହଭାଗିତା ସମ୍ପକର୍ର୍ରେ ଘୋଷଣା କରାଯାଇଛି।
ଏ ସମ୍ପର୍କରେ ବେଦାନ୍ତ ଲିମିଟେଡ୍‌ର ସିଇଓ (ଆଲୁମିନିୟମ୍‌ ବିଜନେସ୍‌) ରାହୁଲ ଶର୍ମା କହିଛନ୍ତି, ସ୍ଥାୟୀ ବ୍ୟବସାୟ କାର୍ଯ୍ୟରେ ଜୈବବିବିଧତା ସଂରକ୍ଷଣର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ଆମେ ସ୍ବୀକୃତି ଦେଇଥାଉ। ଏପରିକି ଭବିଷ୍ୟତର ପିଢ଼ି ପାଇଁ ପ୍ରକୃତିର ସଂରକ୍ଷଣ ଆମର ଜୈବବିବିଧତା ପରିଚାଳନାର ଯୋଜନାକୁ ବଢାଇବା ଏବଂ ଜୈବବିବିଧତା ପରିଚାଳନା ଅଭ୍ୟାସକୁ ଦୃଢ଼ କରିବା ପାଇଁ ଆମେ ଇଆର୍‌ଏମ୍‌ ଇଣ୍ଡିଆ ସହିତ ଆମର ସହଯୋଗକୁ ଅପେକ୍ଷା କରି ରହିଛୁ। ସେହିଭଳି ଇଆରଏମ ଇଣ୍ଡିଆର ବୈଷୟିକ ପରାମର୍ଶ ନିର୍ଦ୍ଦେଶକ ଡ.ଅରୁଣ ଭେଙ୍କଟାରାମନ୍‌ କହିଛନ୍ତି, ବେଦାନ୍ତର ଜୈବ ବିବିଧତା ପରିଚାଳନା ଯୋଜନାକୁ ବଢାଇବା ଏବଂ ଜୈବବିବିଧତା ପରିଚାଳନା ଅଭ୍ୟାସକୁ ମଜଭୁତ କରିବା ପାଇଁ ଆମେ ପ୍ରୟାସ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri