ବେଦମନ୍ତ୍ରରେ କମ୍ପୁଛି ତାରା ତାରିଣି ପାହାଡ, ନୂତନ ମନ୍ଦିର ପ୍ରତିଷ୍ଠା ଲାଗି ଜଳ ଯାତ୍ରା 

ପୁରୁଷୋତ୍ତମପୁର, ୧୬/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ ପ୍ରାସାଦର ସଂସ୍କାର କାର୍ଯ୍ୟ ଲାଗି ବେଦମନ୍ତ୍ର ରେ ତାରାତାରିଣୀ ପାହାଡ଼ କମ୍ପିଉଠିବାରେ ଲାଗିଛି। ଏହି ପ୍ରତିଷ୍ଠାରେ ଜଳଲାଗି ଜଳ ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି।

ଏଥିରେ ମନ୍ଦିରଟ୍ରଷ୍ଟ ବୋର୍ଡର ଅଧ୍ୟକ୍ଷ ତଥା ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ କର୍ତ୍ତା ସେବାୟତ ସଂଘ ସଭାପତି ତପନ କୁମାର ରଣା ଙ୍କ ସମେତ ୧୦୮ ମହିଳା ମୂଖ୍ୟ ପୂରହିତ ପଣ୍ଡିତ ସୀମାଞ୍ଚଳ ଦାଶ ସର୍ମା ଓ ପଣ୍ଡିତ ମାନଙ୍କ ଗହଣରେ ପବିତ୍ର ଋଷିକୁଲ୍ୟା ନଦୀକୁ ଯାଇ ପୂଜାର୍ଚ୍ଚନା କରି ମୁଣ୍ଡରେ ଜଳ କଳଶ ମୁଣ୍ଡାଇ ଧରି ଶୋଭାଯାତ୍ରାରେ ୯୯୯ ପାହଚ ଚଢି ପାହାଡ ଉପର ମନ୍ଦିର ଜଞ୍ଯ ସ୍ଥଳକୁ ଆସିଥିଲେ।

ଏହା ପରେ ଯଞ୍ଯ ଆରମ୍ଭ, ବ୍ରାହ୍ମଣ ବରଣ,ଅଗ୍ନି ସଂସ୍କାର, ସାଲା ସଂସ୍କାର, ପୂଜାହୋମ ଆଦି କାର୍ଯ୍ୟ ପର୍ଯ୍ଯାୟ କ୍ରମେ ଆରମ୍ଭ ହୋଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବିନାରାୟଣ ବେହେରା, ପୁରୁଷୋତ୍ତମପୁର ତହସିଲଦାର ନିତିଶ କୁମାର ତ୍ରିପାଠୀ, ଅତିରିକ୍ତ ତହସିଲଦାର ସୁନିଲ୍ କୁମାର ଟୁଡୁ, ଜିଲ୍ଲା ପ୍ରଶାସନର ବରିଷ୍ଠ କର୍ମଚାରୀ  ଅକ୍ଷିଳକୁମାର ସାବତ, ବିଡିଓ ବିଜୟ କୁମାର ବେହେରା , ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ, ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ, ଏନ୍ଏସି ନିର୍ବାହୀ ଅଧିକାରୀ ସୌମ୍ଯ ରଞ୍ଜନ ମିଶ୍ର, ଅଗ୍ନି ସମ ଅଧିକାରୀ ଉମାଚରଣ ଭଟ୍ଟମିଶ୍ର,  ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି, ସେବାୟତ ବାପୁଜୀ ରଣା ଙ୍କ ସମେତ ସମସ୍ତ ସେବାୟତ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?