ପୁଣି ଶ୍ରୀ ମନ୍ଦିରର ମୁଖ୍ୟ ପ୍ରଶାସକ ଦାୟିତ୍ୱ ପାଇଲେ ବୀର ବିକ୍ରମ ଯାଦବ

ଭୁବନେଶ୍ୱର,୮।୪: ବଦଳିଲେ ଶ୍ରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ। ନୂଆ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ପାଇଲେ ବୀର ବିକ୍ରମ ଯାଦବ । ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚର ଆଇଏଏସ୍ ଅଫିସର ହେଉଛନ୍ତି ବୀର ବିକ୍ରମ ଯାଦବ। ପୂର୍ବରୁ ମଧ୍ୟ ସେ ଶ୍ରୀମନ୍ଦିର ପ୍ରଶାସନର ଦାୟିତ୍ୱରେ ରହିସାରିଛନ୍ତି । ଆଉ ଏବେ ତାଙ୍କୁ ପୁଣିଥରେ ସେହି ସମାନ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର ।

Image


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri