ଖସୁଛି ପରିବା ଦର

ଗଞ୍ଜାମ,୨୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଶନିବାର ପନିପରିବା ଦର ସାମାନ୍ୟ ହ୍ରାସ ପାଇଥିବା ଜଣାପଡିଛି । ଯାହାକୁ ନେଇ ଗ୍ରାହାକ ବେଶ ଖୁସି ଅଛନ୍ତି। ପୂର୍ବରୁ ପୋଟଳ, କାଙ୍କଡ଼, ସଜନା ଛୁଇଁ ଆଦି କିଲୋ ପିଛା ୮୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ତାହା ଏବେ ୪୦ ଟଙ୍କାକୁ ଖସି ଆସିଛି । ମାତ୍ର ଟମାଟୋ ଓ ଲଙ୍କା ଦର ଅପରିବର୍ତ୍ତୀତ ଥିବା ଜଣା ପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ରାତିରେ ଅଟୋ ଚାବି-ମୋବାଇଲ୍ ଛଡ଼ାଇ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ

ବଞ୍ଚୋ/ହାଟଡିହୀ, (ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍‌…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ: ଜନହିତକର କାର୍ଯ୍ୟ ପାଇଁ ସଂକଳ୍ପ, ଜୁଲାଇ ୧ରୁ ଦାୟିତ୍ୱ ନେବେ…

ଭଞ୍ଜନଗର, ୨୫।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ରୋଟାରୀ କ୍ଲବର ୧୮ ତମ ବାର୍ଷିକ ଉତ୍ସବ ଗୁରୁବାର ରାତିରେ ବେଶ୍‌ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri