ଉଠା ପନିପରିବା ଦୋକାନୀଙ୍କ ମନମାନି: ପରିବା ଦରରେ ରହୁନି ନିୟନ୍ତ୍ରଣ

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ବଡ଼ ବଜାରଠାରୁ ଆରମ୍ଭ କରି ସାନ ବଜାର ପର୍ଯ୍ୟନ୍ତ ମାଳମାଳ ଉଠା ପନିପରିବା ବେପାରୀ । ପବିତ୍ର କାର୍ତିକ ମାସ ଚାଲିଥିବା ହେତୁ ଉଠା ପନିପରିବା ଦୋକାନ ଗୁଡିକରେ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି। ଏହାର ଫାଇଦା ଉଠଉଛନ୍ତି ବେପାରୀ । ଏଠାରେ ସବୁବେଳେ କଞ୍ଚା ପନିପରିବା ମିଳୁ ଥିବା ବେଳେ ଦରରେ ନିୟନ୍ତ୍ରଣ ର ହୁ ନ ଥିବା ଅଭିଯୋଗ ହୋଇଛି। ବର୍ତମାନ ପରିବା ଦର ଆକାଶ ଛୁଆଁ ହୋଇଥିବା ବେଳେ ସେଠାରେ ବିଭିନ୍ନ ପନିପରିବା ପୃଥକ ପୃଥକ ଦରରେ ବିକ୍ରି ହେଉଥିବା ଜଣାପଡିଛି l ବାଇଗଣ କିଲୋ ପ୍ରତି କିଏ ୬୦ ରେ ବିକ୍ରି କରୁଥିବା ବେଳେ ଅନ୍ୟ ବେପାରୀ ୭୦ ଟଙ୍କାରେ ବିକ୍ରି କରୁଥିବା ଜଣାପଡ଼ିଛି। ଏଥିସହ କୁନ୍ଦୁରି ୬୦ ଟଙ୍କା, କଞ୍ଚା କଦଳୀ ୫୦ ଟଙ୍କା, ଟମାଟୋ ୫୦ ଟଙ୍କା, ବିନ୍ସ ୧୨୦ ଟଙ୍କା, କାଙ୍କଡ଼ ଓ ପୋଟଳ ୮୦ ଟଙ୍କାରେ ବିକ୍ରି ହେଉଛି । ଯାହା ଗରିବ ଗୁରୁବାଙ୍କ ପାଇଁ ଚିନ୍ତାର କାରଣ।ଉଠା ପନିପରିବା ଦୋକାନ ଗୁଡିକରେ ଅଧିକାଂଶ ମହିଳା ଓ ବୟସ୍କା ମହିଳାମାନେ ପରିବା ବିକ୍ରି କରୁଥିବା ଯୋଗୁ ଗ୍ରାହକ ମାନେ ଚୁପ ହୋଇ ଯେତେ କହିଲେ ପଇସା ଦେଇକି ଆସିବାକୁ ବାଧ୍ୟ ହେଉଛନ୍ତି। ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେଇ ପନିପରିବା ଦର ନିୟନ୍ତ୍ରଣ କରିବାକୁ ଜନସାଧାରଣ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ କ୍ରିକେଟ ଇତିହାସରେ ନ୍ୟୁଜିଲ୍ୟାଣ୍ଡର ସବୁଠାରୁ କମ ସ୍କୋର; ଗୁରନୁର ବ୍ରାରଙ୍କ ଘାତକ ବୋଲିଂ

ନୂଆଦିଲ୍ଲୀ,୭।୧୧: ଟେଷ୍ଟ ମ୍ୟାଚ ଶୈଳୀରେ ବ୍ୟାଟିଂ କରି ନ୍ୟୁଜିଲ୍ୟାଣ୍ଡ ୧୩୪ ରନ ସଂଗ୍ରହ କରିଛି। ବର୍ଷା କାରଣରୁ ଖେଳ ଆରମ୍ଭ ହେବାରେ ବିଳମ୍ବ ହୋଇଥିଲା ଏବଂ ପରବର୍ତ୍ତୀ…

IND vs NZ 2nd ODI: ଭାରତୀୟ ବୋଲରଙ୍କ ଜବରଦସ୍ତ ପ୍ରତ୍ୟାବର୍ତ୍ତନ; ୧୩୪ ରନରେ ଅଲଆଉଟ ହେଲା ନ୍ୟୁଜିଲ୍ୟାଣ୍ଡ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚରେ ଭାରତୀୟ ଦଳ ଚମତ୍କାର ବୋଲିଂ ପ୍ରଦର୍ଶନ କରି ନ୍ୟୁଜିଲ୍ୟାଣ୍ଡକୁ ମାତ୍ର ୧୩୪ ରନରେ ଅଲଆଉଟ କରିଦେଇଛି, ଫଳରେ ଭାରତକୁ…

କମାଲ୍‌ କଲେ ଗୁରନୁର: ଗୋଟିଏ ଓଭରରେ ଦେଲେ ଡବଲ ଝଟକା, ଚାପରେ ନ୍ୟୁଜିଲାଣ୍ଡ

ୱେଲିଂଟନ,୭।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶନିବାର ଖେଳାଯାଉଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଭାରତୀୟ ବୋଲରଙ୍କ ଦମଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ଅଧିନାୟକ ଶୁଭମନ ଗିଲ ଟସ…

ନ୍ୟୁଜିଲାଣ୍ଡରେ ଗୌତମ ଗମ୍ଭୀରଙ୍କ ‘ବୁଲେଟପ୍ରୁଫ’ ପ୍ଲାନ୍‌ ସଫଳ: ସମାଲୋଚକଙ୍କୁ କଡ଼ା ଜବାବ

ନୂଆଦିଲ୍ଲୀ,୭।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ରେ ଭାରତୀୟ ଦଳର ଯୁବ ପେସ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ଏବେ ଚର୍ଚ୍ଚାରେ। ଟିମ ମ୍ୟାନେଜମେଣ୍ଟର ନୂଆ ରଣନୀତି ଯୋଗୁ ଅଭିଜ୍ଞ…

କଣ୍ଟାମାଳ ବିଡିଓ ନିଲମ୍ବିତ

କଣ୍ଟାମାଳ,୭ା୧୧: ବୌଦ୍ଧ ଜିଲା କଣ୍ଟାମାଳ ବିଡିଓ ସାମି ରେଡ୍ଡୀ ଜୟଶ୍ରୀଙ୍କ ବିରୋଧରେ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ…

୬ ବର୍ଷରେ ନିବେଶକଙ୍କ ସବୁଠୁ ଲାଭଦାୟକ ସପ୍ତାହ

ମୁମ୍ବାଇ,୭ା୧୧: ବୈଶ୍ୱିକ ସ୍ତରରେ ପୁଞ୍ଜିବଜାରର ମାନ୍ଦାବସ୍ଥା ସତ୍ତ୍ୱେ ଭାରତୀୟ ଶେୟାର ବଜାରର ସାମ୍ପ୍ରତିକ ସ୍ଥିତି ଉତ୍ତମ ରହିଛି। ଚଳିତ ସପ୍ତାହରେ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଏବଂ ନ୍ୟାଶନାଲ…

ନ୍ୟୁଜିଲାଣ୍ଡରେ ଧମାକା କଲେ ଯଶସ୍ବୀ ଜୟସ୍ବାଲ: ଲଗାତାର ଦ୍ୱିତୀୟ ଶତକ ମାରି ଫର୍ମକୁ ଫେରିଲେ ଷ୍ଟାର ଓପନର୍‌

ନୂଆଦିଲ୍ଲୀ,୭।୧୧:ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନର ଯଶସ୍ବୀ ଜୟସ୍ବାଲଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଦମ୍‌ଦାର ଶତକ। ଲଗାତାର ଦ୍ୱିତୀୟ ଅନଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଶତକ…

ନଭେମ୍ବର ୬ରେ କାହିଁକି ଟେଷ୍ଟକୁ ଅଲବିଦା କହିଲେ ଶାମି? ରହିଛି ବଡ଼ କନେକ୍ସନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୭।୧୧: ଟିମ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ କରିବାକୁ ଉଦ୍ୟମ କରୁଥିବା ମହମ୍ମଦ ଶାମି ୬ ନଭେମ୍ବର ୨୦୨୬ରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏହା ସହ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?