Posted inଫୁରସତ

ନିରାମିଷାଶୀ ବାଘ! କ’ଣ ଖାଇଲା ଦେଖନ୍ତୁ ଭିଡିଓ…

ପ୍ରତିଦିନ ସୋସିଆଲ ମିଡିଆରେ ପଶୁପକ୍ଷୀଙ୍କ ଅନେକ ଭିଡିଓ ଭାଇରଲ ହେଉଛି। ଏଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବାବେଳେ କେତେକ ଭାବପ୍ରବଣ କରିଦିଏ। ବର୍ତ୍ତମାନ ଏକ ବାଘ ତରଭୁଜ ଖାଉଥିବା ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି।
ଭିଡିଓରେ ଦେଖାଯାଇଛି, ଏକ ବାଘ ତରଭୁଜକୁ ଆଗ ୨ ଗୋଡରେ ଜାବୁଡି ଧରିଛି। ପରେ ଏହାକୁ ଦାନ୍ତରେ କାମୁଡୁଛି। କିଛି ସମୟ ପରେ ତରଭୁଜଟି ଖଣ୍ଡ ଖଣ୍ଡ ହୋଇଯାଉଛି। ଏହାପରେ ଉକ୍ତ ବାଘ ନିକଟକୁ ଆଉ ଗୋଟିଏ ବାଘ ଆସୁଥିବା ଦେଖାଯାଇଛି। ଆଇଏଫଏସ ଅଧିକାରୀ ସୁଶାନ୍ତ ନନ୍ଦ ନିଜ ଟୁଇଟରରେ ଏହି ଭିଡିଓକୁ ଶେୟାର କରିଛନ୍ତି। ସେ କ୍ୟାପସନରେ ଲେଖିଛନ୍ତି, ଟୁଇଟରେ ଟ୍ରୋଲ ହେବା ପରେ ବାଘ ଦମ୍ପତ୍ତି ନିରାମିଷାଶୀ ହୋଇଗଲେ। ଏହି ଭିଡିଓକୁ ଅନେକ ଲୋକ ଲାଇକ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ବାଟ ଭୁଲିଗଲା ବାଘ ଛୁଆ, ଆଉ ତା’ ପରେ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ...

ଉପହାରରେ ଜ୍ୱାଇଁଙ୍କୁ ଲଫାଫା ବଦଳରେ ମିଳିଲା ଏକେ-୪୭: ପ୍ରତିକ୍ରିୟାରେ ଲୋକେ କହୁଛନ୍ତି…

ନୂଆଦିଲ୍ଲୀ: ପ୍ରତ୍ୟେହ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ। ଏବେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଆପଣ...

୧୦ ବର୍ଷ ହେଲା ଖରାପ ହୋଇ ନ ଥିବା ବର୍ଗର

ଆଜିକାଲି ଫାଷ୍ଟଫୁଡ୍‌ ସମସ୍ତଙ୍କୁ ପସନ୍ଦ। ହେଲେ ୧୦ ବର୍ଷ ତଳେ ପ୍ରସ୍ତୁତ ହୋଇଥିବା ବର୍ଗର ଏବେବି ଖାଇବା ଉପଯୋଗୀ ରହିଛି କହିଲେ କେହି ବିଶ୍ୱାସ କରିବା...

ପ୍ରଥମ ଦରମା ଟଙ୍କାରେ ଠାକୁରଙ୍କ ପାଖେ ଭୋଗ କରିଥିଲି

ଲେଖିକା ତଥା ପ୍ରାଧ୍ୟାପିକା ମିନତି ମିଶ୍ର ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… କେନ୍ଦ୍ରାପଡା ଜିଲା ମାର୍ଶାଘାଇଠାରେ ମୋ ଜନ୍ମ। ମାର୍ଶାଘାଇ ବାଳିକା ଉଚ୍ଚ...

ଗୋଲ୍ଡଫିଡ୍‌ ପାହାଡ଼ରେ କାର୍‌ ଚାଷ

ଗାଁ ହେଉକି ସହର, ଭାରତର ଯେକୌଣସି ସ୍ଥାନକୁ ଗଲେ ସବୁଜ କ୍ଷେତ ଦେଖିବାକୁ ମିଳେ। ପ୍ରତ୍ୟେକ ସ୍ଥାନ ନିଜର କିଛି ଖାସ୍‌ ଉତ୍ପାଦନ ପାଇଁ ବି...

କ୍ୱାରାଣ୍ଟାଇନରେ ଥିବା ସମୟରେ ଗଲେ କେଶ କାଟିବାକୁ : ଲାଗିଲା ଏତିକି ଟଙ୍କାର ଜରିମାନା

ହୋମ୍‌ କ୍ୱାରାଣ୍ଟାଇନରେ ଥିବା ବେଳେ କେଶ କାଟିବା ଜଣେ ବ୍ୟକ୍ତିଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ତାଙ୍କୁ ୭,୬୦୦ ଡଲାର ଫାଇନ୍‌ ଲାଗିଛି। ଯାହାକି ଭାରତୀୟ ମୂଲ୍ୟରେ...

ଏମତିି ଟୋପି ଗରମ ହେଲେ ଚାଲିବ ଫ୍ୟାନ ରାତିରେ ଜଳିବ ଲାଇଟ୍‌

ଶିମଲା,୨୫।୬: ସାରା ଦେଶରେ ଗୀଷ୍ମର ଲହରୀ ଜାରି ରହିଛି। ଏଥିଯୋଗୁ ପ୍ରବଳ ଗରମ ମଧ୍ୟ ଅନୁଭୂତ ହେଉଛି। ବାହାରକୁ ଗଲେ ଟାଣ ଖରା ଓ ଗୁଳଗୁଳିରେ...

ଗଛରେ ସାଲାଇନ୍‌ ଟାଙ୍ଗି କରୋନା ଆକ୍ରାନ୍ତଙ୍କ ଚିକିତ୍ସା: ଭିଡ଼ିଓ ଭାଇରାଲ…

ଭୋପାଳ,୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ଗ୍ରାମୀଣ ଅଞ୍ଚଳରେ କେତେକ ଆକ୍ରାନ୍ତ ଚିକିତ୍ସା ଲାଗି ହସ୍ପିଟାଲକୁ ଯିବାକୁ ଅମଙ୍ଗ ହେଉଛନ୍ତି।...

Advertisement


Archives

Model This Week