ସରିଲାଣି କାର୍ତ୍ତିକ ତଥାପି ପରିବା ଦରରେ ଲାଗୁନି ଅଙ୍କୁଶ: ହନ୍ତସନ୍ତ ଖାଉଟି

ଗଞ୍ଜାମ,୧୮।୧୧(ବିଦ୍ୟାଧର ସାହୁ ): ପବିତ୍ର କାର୍ତ୍ତିକ ମାସ ଶେଷ ହେଲାଣି। ତଥାପି କମୁନ ପରିବା ଦର । ଚିନ୍ତାରେ ଖାଉଟି। ନିତ୍ୟ ଅପରିହାର୍ଯ୍ୟ ଆଳୁ, ବାଇଗଣ, ପିଆଜ ଓ ଲଙ୍କା ଆଦି ଭଳି ପରିବା ଦର ଆକାଶ ଛୁଆଁ ରହିଛି। ଗଞ୍ଜାମ ସହରରେ ବାଇଗଣ କିଲୋ ପ୍ରତି ପ୍ରତି ଷାଠିଏ, ବିନ୍ସ ୧୨୦, ଲଙ୍କା କିଲୋ ପିଛା ୧୦୦ଟଙ୍କା, ପୋଟଳ ୮୦,ସଜନା ୧୪୦,ଟମାଟ ୬୦ ଟଙ୍କାରେ ବିକ୍ରି ହେଉଛି ।
ଏଭଳି ପରିସ୍ଥିତିରେ ଖାଉଟି ହନ୍ତସନ୍ତ ହେଉଥିବା ଜଣାପଡିଛି । ଦୁଇଶହ ଟଙ୍କାରେ ପରିବା ବ୍ୟାଗ ଅଧା ମଧ୍ୟ ହେଉନାହିଁ। ସବୁଠୁ ଆଶ୍ଚର୍ଯ୍ୟର ବିଷୟ ଅମୃତ ଭଣ୍ଡା, କୁନ୍ଦୁରି ଆଉ ଜହ୍ନି କିଲୋ ୬୦ ଟଙ୍କା । ଗରିବ ଜନସାଧାରଣଙ୍କୁ ଅନେକ ସମସ୍ୟା ହେଉଥିବା ବେଳେ ନିତିଦିନିଆ ଖାଦ୍ୟର ଅହେତୁକ ଦରବୃଦ୍ଧି ଚିନ୍ତାର ବିଷୟ ବୋଲି ଆଲୋଚନା ହେଉଛି। ତେବେ କେଉଁ ବର୍ଷ ଏମିତି ଚଢ଼ା ଦରରେ ପନିପରିବା ବିକ୍ରି ହେଇ ନ ଥିଲା ବୋଲି ସହରରେ ଆଲୋଚନା ହେଉଛି ।
ଅନ୍ୟପକ୍ଷେ, ପରିବା ବ୍ୟବସାୟୀମାନେ କହିଛନ୍ତି ଗୋଦାମର  ସବୁ ରେଟ ଅନୁସାରେ ଆମେ ବିକ୍ରି କରିବାକୁ ବାଧ୍ୟ ହେଉଛୁ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ: ଚର୍ଚ୍ଚାରେ ସମ୍ବିତ ପାତ୍ରଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୧୦।୬: ନିର୍ବାଚନ କମିଶନଙ୍କୁ ନେଇ ବିରୋଧୀ ଦଳଗୁଡ଼ିକର ଆକ୍ରମଣ ମଧ୍ୟରେ ପାଲଟା ଜବାବ ଦେଇଛି ଭାଜପା। ଭାଜପା ଏମ୍‌ପି ସମ୍ବିତ ପାତ୍ର ବିରୋଧୀ ଦଳଗୁଡ଼ିକ ଉପରେ ତୀବ୍ର…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?