‘ୟାସ୍‌’ ପାଇଁ କଟକଣା: ଚଣ୍ଡିଖୋଲରୁ ବାଲେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ବନ୍ଦ

ଯାଜପୁର ଅଫିସ,୨୫।୫: ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ଏବେ ଉପକୂଳମୁହାଁ। ଏହାର ବିଶେଷ ପ୍ରଭାବ ଭଦ୍ରକ ଓ ବାଲେଶ୍ୱରରେ ପଡ଼ିବ। ଏହି ସମୟରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୧୫୫ରୁ ୧୬୫ କିମି ବେଗରେ ପବନ ବହିବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ। ବାତ୍ୟାକୁ ଦୃଷ୍ଟିରେ ରଖି ଯାଜପୁର ଜିଲା ପ୍ରଶାସନ ବଡ଼ ନିଷ୍ପତ୍ତି ନେଇଛି। ଚଣ୍ଡିଖୋଲରୁ ବାଲେଶ୍ୱର ମଧ୍ୟରେ ଗାଡ଼ି ଚଳାଚଳ ଉପରେ କଟକଣା ଲଗାଯାଇଛି। ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ମଙ୍ଗଳବାର ରାତି ୧୨ଟାରୁ ବୁଧବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଗାଡ଼ି ଚଳାଚଳ ବନ୍ଦ ରହିବ ବୋଲି କହିଛନ୍ତି। ଏହି ସମୟ ମଧ୍ୟରେ ଚଣ୍ଡିଖୋଲରୁ ବାଲେଶ୍ୱରକୁ କୌଣସି ଗାଡ଼ି ଛଡ଼ାଯିବନାହିଁ। ତେବେ ଜରୁରୀ ସେବା ପ୍ରଦାନକାରୀ ଗାଡ଼ି ବ୍ୟତିତ ଅନ୍ୟ ସମସ୍ତ ଗାଡ଼ିର ଯା’ଆସ ଉପରେ କଟକଣା ଜାରି କରାଯାଇଥିବା ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ମୁମ୍ବାଇରେ ମହେଶ୍ୱରଙ୍କ ମୃତ୍ୟୁ: ଶୋକସନ୍ତପ୍ତ ପରିବାରକୁ ଭେଟି ଆର୍ଥିକ ସହାୟତା ପ୍ରଦାନ କଲେ ଛତ୍ରପୁର ବିଧାୟକ

ଗଞ୍ଜାମ, ୧୬।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ ବୋରିଗାଁ ଗ୍ରାମର ମହେଶ୍ୱର ନାହାକଙ୍କ ମୁମ୍ବାଇରେ କାର୍ଯ୍ୟରତ ଥିବା ସମୟରେ ହଠାତ୍ ହୃଦଘାତରେ ମୃତ୍ୟୁ…

ତିନି ରଥରେ ଦର୍ଶନ ଦଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

ଦାରିଙ୍ଗବାଡିରେ ଘୋଷଯାତ୍ରା: ସିମନବାଡି-ଗଦାପୁରରେ ବିଳମ୍ବରେ ଟଣାହେଲା ରଥ,ଲଗାଣ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗୁରୁବାର ପବିତ୍ର ଘୋଷଯାତ୍ରା ଅତି ଧୂମଧାମରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅନ୍ତର୍ଗତ ସିମନବାଡି ପତିତପାବନ…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri