Posted inଜାତୀୟ

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର ସରକାର। ଏହାସହ ଡ୍ରାଇଭିଂ ଲାଇସେନସ ସମ୍ପର୍କିତ ଆବେଦନ ଆଗକୁ ବିଢବ ନାହିଁ। କୌଣସି ଗାଡ଼ି ଉପରେ ବର୍ଷକୁ ୫ କିମ୍ବା ତା’ଠାରୁ ଅଧିକ ଥର ଚାଲାଣ କଟିଥିଲେ, ଗାଡ଼ି ମାଲିକଙ୍କୁ କାର୍ଯ୍ୟାନୁଷ୍ଠାନ ସାମନା କରିବାକୁ ପଡ଼ିବ।
ଆହୁରି ମଧ୍ୟ କୋର୍ଟଙ୍କ ନିର୍ଦ୍ଦେଶରେ ଚାଲାଣ ବକେୟା ଥିବା ଗାଡି ଜବତ କରାଯାଇପାରିବ। ଚାଲାଣ କଟିବାର ୧୫ ଦିନ ମଧ୍ୟରେ ପ୍ରତ୍ୟେକ୍ଷ ଭାବେ ଖିଲାପିଙ୍କ ପାଖକୁ ପଠାଯିବ। ଇଲେକ୍ଟ୍ରୋନିକ୍ସ ମାଧ୍ୟମରେ ତିନି ଦିନରେ ଏହା ପଠାଯିବ। ଗାଡି ଯେଉଁମାନଙ୍କ ନାମରେ ପଞ୍ଜୀକୃତ କରାଯାଇଛି ସେହି ମାଲିକଙ୍କ ପାଖରେ ଏସଏମଏସ ଓ ଇମେଲ ମାଧ୍ୟମରେ ମଧ୍ୟ ଚାଲାଣ ପହଞ୍ଚିପାରିବ।
ସୂଚନା ପାଇବାର ୪୫ ଦିନ ମଧ୍ୟରେ ଚାଲାଣ ପ୍ରଦାନ କିମ୍ବା ଅଭିଯୋଗ କରିପାରିବେ ମାଲିକ । ସମୟ ସୀମା ଶେଷ ପରେ କୌଣସି ପଦକ୍ଷେପ ନନେଲେ ମୋଟର ଯାନ ନିୟମ ଉଲ୍ଲଂଘନ ବୋଲି ଧରିନିଆଯିବ ଏବଂ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସଂଶୋଧିତ ନିୟମକୁ ନୂଆବର୍ଷରୁ ଲାଗୁ କରାଯାଇଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

୩୦ରେ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ: ମହିଳାଙ୍କ ଉପରେ ହେବ ବଡ଼ ଆଲୋଚନା

ଭୁବନେଶ୍ୱର,୨୪।୪ (ରବିନାରାୟଣ ଜେନା):ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ଏପ୍ରିଲ ୩୦ରେ ବିଧାନସଭାର ସ୍ବତନ୍ତ୍ର…

ବିରାଟ-ପଡିକାଲଙ୍କ ବିସ୍ଫୋରକ ବ୍ୟାଟିଂ, ହାରିଲା ଗୁଜରାଟ

ବେଙ୍ଗାଲୁରୁ, ୨୪।୪- ଗୁଜରାଟ ଟାଇଟନ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ନିକଟରୁ ୫ ଉଇକେଟରେ ପରାଜିତ ହୋଇଛି। ଗୁଜରାଟ ୨୦…

ସୀମାରେ ହଠାତ୍‌ ଅନ୍ଧାର: ପଞ୍ଜାବରୁ କଶ୍ମୀର ପର୍ଯ୍ୟନ୍ତ ‘ବ୍ଲାକ୍‌ଆଉଟ୍‌’ ହାଇ ଆଲର୍ଟ, ରାତି ୧୦ଟାରେ ସାବଧାନ…!

ଚଣ୍ଡିଗଡ଼/ଶ୍ରୀନଗର,୨୪।୪: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଶୁକ୍ରବାର ରାତିରେ ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରର ସମସ୍ତ ଜିଲାରେ ‘ସିଭିଲ ଡିଫେନ୍ସ ଏୟାର୍‌ ରେଡ୍‌/ବ୍ଲାକଆଉଟ୍‌’ ମକ୍‌ ଡ୍ରିଲ୍‌ ଅନୁଷ୍ଠିତ…

ଯୁବତୀଙ୍କ ସହ ଗଢ଼ି ଉଠିଲା ପ୍ରେମ ସମ୍ପର୍କ, ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର; OISF ଯବାନଙ୍କୁ ବାନ୍ଧିଲା…

ସୁନ୍ଦରଗଡ,୨୪।୪(ଜୟ ନାରାୟଣ ମେଣ୍ଡୁଳି): ବିବାହର ପ୍ରତଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ବଳତ୍କାର କରିଥିବା ଅଭିଯୋଗରେ ସଦରଥାନା ପୋଲିସ ଏମ୍‌ସିଏଲ୍‌ରେ କାର୍ଯ୍ୟରତ ଓଡିଶା ଶିଳ୍ପାଞ୍ଚଳ ସୁରକ୍ଷା ପୋଲିସ (ଓଆଇଏସ୍‌ଏଫ୍‌)…

Paytm ଗ୍ରାହକଙ୍କୁ ବଡ଼ ଝଟ୍‌କା! RBI ରଦ୍ଦ କଲା ବ୍ୟାଙ୍କିଂ ଲାଇସେନ୍ସ, ଏବେ ଆଉ…

ମୁମ୍ବାଇ,୨୪।୪: ଡିଜିଟାଲ କାରବାର କ୍ଷେତ୍ରରେ ଦେଶର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ପେଟିଏମ୍‌ ପେମେଣ୍ଟ ବ୍ୟାଙ୍କ ଲିମିଟେଡକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ପକ୍ଷରୁ ଏକ ବଡ଼ ଶକ୍ତ…

ସଲମାନ ହିରୋ, ବିବେକ ଭିଲେନ୍‌; ବକ୍ସ ଅଫିସରେ ମୁହାଁମୁହିଁ ହେବେ…

ମୁମ୍ବାଇ: ୨୦୨୭ ମସିହା ଇଦ୍‌ ଅବସରରେ ବକ୍ସ ଅଫିସରେ ଏକ ବଡ଼ ଧରଣର ମହାଲଢ଼େଇ ଦେଖିବାକୁ ମିଳିବ। ବଲିଉଡର ସୁଲତାନ ସଲମାନ ଖାନଙ୍କ ଆଗାମୀ ଆକ୍ସନ ଫିଲ୍ମ…

RCBକୁ ବହୁତ ବଡ଼ ଝଟ୍‌କା: ୧୧ ଛକା ମାରିଥିବା ଖେଳାଳି ଦଳରୁ ବାହାର, ଡେବ୍ୟୁ କଲେ…

ବେଙ୍ଗାଲୁରୁ,୨୪।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ରଜତ ପାଟିଦାର ଟସ ଜିତି ପ୍ରଥମେ ଗୁଜରାଟକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ତେବେ ମ୍ୟାଚ୍‌ ଆରମ୍ଭରୁ ହିଁ ଆରସିବି…

ଯୁଦ୍ଧ ଭିତରେ ଚମକାଇ ଦେଲେ ନେତାନ୍ୟାହୁ, ମେଡିକାଲ ରିପୋର୍ଟ କଲେ ସାର୍ବଜନୀନ! ଗୁରୁତର ରୋଗରେ…

ଜେରୁଜେଲମ,୨୪।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତାଙ୍କର ବାର୍ଷିକ ଚିକିତ୍ସା ରିପୋର୍ଟ ସାର୍ବଜନୀନ କରି ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛନ୍ତି। ଯୁଦ୍ଧ ଏବଂ କୂଟନୀତିର କେନ୍ଦ୍ରସ୍ଥଳରେ ଥିବା ନେତାନ୍ୟାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri