ଆଜିଠୁ ୩ ଜିଲାରେ ଗାଡ଼ି ବିକ୍ରି, ପଞ୍ଜୀକରଣ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟର ୩ ଜିଲା ସୁନ୍ଦରଗଡ଼, ନୂଆପଡ଼ା ଓ ଗଜପତିରେ ମଙ୍ଗଳବାରଠାରୁ ନୂଆ ଗାଡ଼ି ପଞ୍ଜୀକରଣ ଆରମ୍ଭ ହେବ। ଏସବୁ ଜିଲାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିବା ପରେ ଗାଡ଼ି ଶୋ’ରୁମ୍‌ ଖୋଲିବା ସହ ଗାଡ଼ି ପଞ୍ଜୀକରଣ ନିମନ୍ତେ ଅନୁମତି ଦିଆଯାଇଛି। ଏନେଇ ସୋମବାର ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି। ଉକ୍ତ ୩ ଜିଲାରେ ସଂକ୍ରମଣ ହ୍ରାସକୁ ଦେଖି ରାଜ୍ୟ ସରକାର କଟକଣାକୁ ସାମାନ୍ୟ କୋହଳ କରିଛନ୍ତି। ସୋମବାରରୁ ଶୁକ୍ରବାର ଦିନ ୭ଟାରୁ ୧ଟା ଯାଏ ମଲ୍‌ ଓ ସେଲୁନ୍‌ ବ୍ୟତୀତ ଅନ୍ୟ ଦୋକାନ ଖୋଲା ଯାଇପାରିବ ବୋଲି ରବିବାର ମୁଖ୍ୟ ଶାସନ ସଚିବ ଘୋଷଣା କରିଛନ୍ତି। ତେବେ ଗାଡ଼ି ଶୋ’ରୁମ୍‌ ଖୋଲାଯିବା ନେଇ ଅନୁମତି ମିଳିବା ପରେ ପରିବହନ ବିଭାଗ ପକ୍ଷରୁ ବିକ୍ରି ସହ ପଞ୍ଜୀକରଣ ଅନୁମତି ପ୍ରଦାନ କରାଯାଇଛି। ଅନ୍ୟ ଜିଲାଗୁଡ଼ିକରେ କଟକଣା ରହିଥିବାରୁ ଗାଡ଼ି ଶୋ’ରୁମ୍‌ ବନ୍ଦ ରହିଥିବାବେଳେ ବିକ୍ରି ଓ ପଞ୍ଜୀକରଣ ହୋଇପାରୁନି।


Enter your email to get our daily news in your inbox.

All Right Reserved By Dharitri.Com

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….

ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି…

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri